ଜାତୀୟ

ଆରବିଆଇ ମନିଟାରୀ ପଲିସି ଘୋଷଣା, ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ…

ନୂଆଦିଲ୍ଳୀ,୮।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏହାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ନୀତିଗତ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ରେପୋ ରେଟ୍‌ ୪ ପ୍ରତିଶତରେ ଏବଂ ରିଭର୍ସ ରେପୋ ରେଟ୍‌କୁ ୩.୩୫ ପ୍ରତିଶତ...

ଚାଷୀଙ୍କ ସମସ୍ୟାକୁ ଅଣଦେଖା କରୁଛନ୍ତି ସରକାର…

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ନୁହନ୍ତି। ଚାଷୀଙ୍କ ସମସ୍ୟାକୁ ସରକାର ଅଣଦେଖା କରୁଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ସଂସଦୀୟ ଦଳ ବୈଠକରେ ସୋନିଆ ଏଭଳି କହି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୩୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ...

ତେଜସ୍ବୀଙ୍କ ବାଜିବ ସାହାନାଇ

ପାଟନା,୮।୧୨: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତଥା ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ତାଙ୍କ ନିର୍ବନ୍ଧ ଗୁରୁବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ସେ କାହାକୁ...

ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୮।୧୨: ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜେଲରେ ଥିବା ଆଇନଜୀବୀ ତଥା ଆକ୍ଟିଭିଷ୍ଟ ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଏଲ୍‌ଗାର ପରିଷଦ-ମାଓବାଦୀ ସମ୍ପର୍କ ମାମଲାରେ ବମ୍ବେ ହାଇକୋର୍ଟଙ୍କ ଜାମିନ ରାୟକୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)...

ଆଜି ନିଷ୍ପତ୍ତି ନେବେ ଚାଷୀ

ନୂଆଦିଲ୍ଲୀ,୮ା୧୨: ବର୍ଷେରୁ ଉର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକମାନେ ଏଥିରୁ ଓହରିବେ କି ନାହିଁ ସେନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯିବ। ଏସ୍‌କେଏମ୍‌ ଯାହା ସ୍ଥିର କରିବ ତାହା ହିଁ ଚୂଡ଼ାନ୍ତ ନିଷ୍ପତ୍ତି...

ଲାଲ୍‌ଟୋପି ଭାଜପାକୁ ବିପଦ

ଗୋରଖପୁର/ଲକ୍ଷ୍ନୌ,୮।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଶାସକ ବିରୋଧୀଙ୍କ ବାକ୍‌ଯୁଦ୍ଧ ସେତିକି ତୀବ୍ର ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୋରଖପୁରରେ ଭାଜପାର ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ସମାଜବାଦୀ ପାର୍ଟି (ଏସ୍‌ପି)କୁ...

ସ୍ତ୍ରୀ ଝଗଡ଼ା କରିବାରୁ ଶିଶୁପୁତ୍ରର ମୁଣ୍ଡ କାନ୍ଥରେ ପିଟିଦେଲେ

ନୂଆଦିଲ୍ଲୀ,୮।୧୨: ସ୍ତ୍ରୀ ସହ ଝଗଡ଼ ହେବାରୁ ମଦ ନିଶାରେ ଥିବା ୨୬ ବର୍ଷୀୟ ଯୁବକ ୩ ମାସର ଶିଶୁ ପୁତ୍ରର ମୁଣ୍ଡକୁ କାନ୍ଥରେ ପିଟି ହତ୍ୟା କରିଛନ୍ତି। ଏଭଳି ଘଟଣା ଗତ ୩ ତାରିଖରେ ଦିଲ୍ଲୀର ଭାଲସ୍ବା ଡାଏରୀ ଅଞ୍ଚଳରେ...

ଖାଦ୍ୟ ପଠାଇବାରେ ଭାରତ ନଂ ୧

ସାଓ ପାଉଲୋ,୭।୧୨: ଆରବ ଦେଶକୁ ଖାଦ୍ୟ ଯୋଗାଇବାରେ ବ୍ରାଜିଲକୁ ପଛରେ ପକାଇ ଦେଇଛି ଭାରତ। ୧୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଏହି ଦୌଡ଼ରେ ଶୀର୍ଷରେ ପହଞ୍ଚିଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଅନ୍ତର୍ଜାତୀୟ ବ୍ୟବସାୟରେ ଏଭଳି ପରିବର୍ତ୍ତନ...

ବୁଧବାର ନିଷ୍ପତ୍ତି ଶୁଣାଇବେ ଚାଷୀ

ନୂଆଦିଲ୍ଲୀ,୭।୧୨: ବର୍ଷେ ହେଲା ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକମାନେ ଏଥିରୁ ଓହରିବେ କି ନାହିଁ ସେନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯିବ। ଏସ୍‌କେଏମ୍‌ ଯାହା ସ୍ଥିର କରିବ ତାହା ହିଁ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି...

ବେଦିରେ ବର ଆଗରେ କନ୍ୟା ମୁଣ୍ଡରେ ସିନ୍ଦୁର ଦେଲା ପ୍ରେମିକ

ଲକ୍ଷ୍ନୌ,୭।୧୨: ବେଳେବେଳେ ଜୀବନରେ ଏମିତି ଘଟଣା ଘଟେ, ଯାହା ଫିଲ୍ମର ଦୃଶ୍ୟକୁ ପଛରେ ପକାଇ ଦିଏ। ସେଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଗୋରଖପୁରରେ। ଏଠାରେ ଆୟୋଜିତ ଏକ ବିବାହ ଉତ୍ସବରେ ବର ଓ କନ୍ୟା ପରସ୍ପରକୁ ଫୁଲମାଳ ପିନ୍ଧାଇବାର...

‘ନଡ଼ିଆ ବାଡ଼େଇ ରାସ୍ତା ଭାଙ୍ଗିବା ଭାଜପା ଆରମ୍ଭ କରିଛି’

ମଥୁରା,୭।୧୨: ପୂର୍ବରୁ ପରମ୍ପରା ଥିଲା ରାସ୍ତାରେ ନଡ଼ିଆ ପିଟିଲେ ନଡ଼ିଆ ଫାଟୁଥିଲା। କିନ୍ତୁ ଏବେ ରାସ୍ତାରେ ନଡ଼ିଆ ପିଟିଲେ, ରାସ୍ତା ଫାଟୁଛି। ଏହି ପରମ୍ପରା ଭାଜପା ଆରମ୍ଭ କରିଛି। ଏଭଳି ଢ଼ଙ୍ଗରେ ଶାସକ ଭାଜପା ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri