ଜାତୀୟ

ଜନ୍ତରମନ୍ତରରେ ବସିଲେ ମେହବୁବା

ନୂଆଦିଲ୍ଲୀ, ୭।୧୨: ଜମ୍ମୁ-କଶ୍ମୀରରେ ନିରୀହ ଜନସାଧାରଣଙ୍କୁ ହତ୍ୟା କରାଯାଉଛି। ତୁରନ୍ତ ଏହାକୁ ବନ୍ଦ କରିବା ଦାବିରେ ସୋମବାରଠୁ ଜନ୍ତରମନ୍ତରଠାରେ ଧାରଣାରେ ବସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି। ତାଙ୍କ ସହ ଧାରଣାରେ ବହୁସଂଖ୍ୟାରେ ସାମିଲ ହୋଇଛନ୍ତି ଦଳୀୟ କର୍ମୀ। କଶ୍ମୀରରେ...

ଗାଇଡ୍‌ଲାଇନ୍‌ ପାଇଁ ବିମାନବନ୍ଦରରେ ଅସମ୍ଭାଳ ଭିଡ଼

ନୂଆଦିଲ୍ଲୀ, ୬।୧୨: ଦିଲ୍ଲୀ ବିମାନବନ୍ଦର ଟର୍ମିନାଲରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ବିଶୃଙ୍ଖଳିତ ସ୍ଥିତିକୁ ନେଇ ଯାତ୍ରୀମାନେ ଆପତ୍ତି ଉଠାଇବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଥିରେ ହସ୍ତକ୍ଷେପ କରିଛନ୍ତି। ଉତ୍ତମ ଭିଡ଼ ପରିଚାଳନା ବ୍ୟବସ୍ଥା ଗ୍ରହଣ କରିବାକୁ...

ଭିକି-କଟ୍ରିନାଙ୍କ ବିବାହର ସୁରକ୍ଷା ଦାୟିତ୍ୱରେ ସଲମାନଙ୍କ ବଡିଗାର୍ଡ

ମୁମ୍ବାଇ,୬।୧୨: ଚଳିତ ସପ୍ତାହରେ ରାଜସ୍ଥାନରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି କଟ୍ରିନା କୈଫ ଓ ଭିକି କୌଶଲ। ଏହି ସିକ୍ରେଟ ବିବାହକୁ ସୁରକ୍ଷା ଯୋଗାଉଛନ୍ତି ବଲିଉଡ୍‌ ସୁପରଷ୍ଟାର ତଥା କଟ୍ରିନାଙ୍କ ପୂର୍ବତନ ବୟଫ୍ରେଣ୍ଡ ସଲମାନ ଖାନଙ୍କ ବଡିଗାର୍ଡ ଶେରା।...

ମଦ ବୋତଲ ଧରି ପହଞ୍ଚିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୬।୧୨: ଭାଜପା ଏମ୍‌ପି ପର୍ଭେଶ ଶାହିଦ ସିଂ ବର୍ମା ସୋମବାର ସଂସଦରେ ମଦ ବୋତଲ ପ୍ୟାକେଟ ଦେଖାଇ ଦିଲ୍ଲୀ ସରକାର ସହରରେ ମଦ୍ୟପାନକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରିଛନ୍ତି। “କୋଭିଡ୍‌-୧୯ ସମୟରେ ୨୫ ହଜାର ଲୋକ ପ୍ରାଣ ହରାଇଥିଲା ବେଳେ...

ମୋଦି-ପୁଟିନ ସାକ୍ଷାତ୍‌କାର: ମୋଦି କହିଲେ ବିଶ୍ୱରେ ଅନେକ କିଛି ବଦଳିଛି ହେଲେ ଆମ ବନ୍ଧୁତ୍ୱ ନୁହେଁ

ନୂଆଦିଲ୍ଲୀ,୬ ।୧୨: ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ମଧ୍ୟରେ ସୋମବାର ସାକ୍ଷାତ୍‌କାର ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଏଇ କିଛି ବର୍ଷ ମଧ୍ୟରେ ଦୁଇ...

‘ଆମ ପାଇଁ ନୁହେଁ, ଭାଜପା ଲାଗି ଚିନ୍ତାର କାରଣ’

ଲକ୍ଷ୍ନୌ,୬।୧୨: ମଥୁରା ଶାହି ଇଦଗା ମସଜୀଦରେ କୃଷ୍ଣମୂର୍ତ୍ତି ସ୍ଥାପନ ହେବ କି ନାହିଁ ତାହା ସମ୍ପୂର୍ଣ୍ଣ ରୂପେ ଭାଜପା ଉପରେ ନିର୍ଭର କରେ। ଆମର ସୀମା ‘ରାମ ଲାଲା’ଙ୍କ ପର୍ଯ୍ୟନ୍ତ। ଆମର ମଥୁରା ସହ କିଛି ନେବା ଦେବା ନାହିଁ।...

ଗର୍ଭବତୀ ଭଉଣୀଙ୍କ ମୁଣ୍ଡ କାଟିଦେଲେ…

ମୁମ୍ବାଇ,୬।୧୨: ମହାରାଷ୍ଟ୍ରର ଔରଙ୍ଗାବାଦରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଭିଣୋଇଙ୍କ ଉପସ୍ଥିତିରେ ଗର୍ଭବତୀ ଭଉଣୀଙ୍କୁ ନିର୍ମମ ଭାବେ ହତ୍ୟା କରିଛି ଭାଇ। ଏପରିକି ଭାଇ ଭଉଣୀର କଟା ମୁଣ୍ଡ ଧରି ସେଲ୍ଫି ଉଠାଇଛି । ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର...

ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ…

ନୂଆଦିଲ୍ଲୀ,୬।୧୨: ଯୌତୁକ ଭଳି ସାମାଜିକ ଅପରାଧକୁ ରୋକିବା ପାଇଁ ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ ବୋଲି ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ସୋମବାର ଏହା ଉପରେ ଶୁଣାଣି କରି ଶୀର୍ଷକୋର୍ଟ...

ପ୍ରିୟଙ୍କାଙ୍କ ପରେ ଥରୁର ସଂସଦ ଟିଭି ଶୋ’ରୁ ଓହରିଲେ

ନୂଆଦିଲ୍ଲୀ,୬।୧୨: ଶିବସେନା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀଙ୍କ ପରେ କଂଗ୍ରେସ ଏମ୍‌ପି ଶଶି ଥରୁରୁ ସଂସଦ ଟିଭି ହୋଷ୍ଠ ପଦବୀରୁ ଓହରି ଯାଇଛନ୍ତି। ଟକ ଶୋ’ ‘ଟୁ ଦି ପଏଣ୍ଟ’ହୋଷ୍ଟ ପଦବୀରୁ ସେ ସୋମବାର ଇସ୍ତଫା ଦେଇଥିବା ନେଇ ଘୋଷଣା କରିଛନ୍ତି।...

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଭାଜପାର ମାଷ୍ଟରଷ୍ଟ୍ରୋକ୍‌, ଭୋଳା ବାବାଙ୍କ ଦରବାରରେ ଯୋଗୀଙ୍କ କ୍ୟାବିନେଟ ହେବ ହାଜର

ଲକ୍ଷ୍ନୌ,୬ ।୧୨: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଶାସନ ଭାର ସମ୍ଭାଳିବାକୁ ସବୁ ଶକ୍ତି ପ୍ରୟୋଗ କରୁଛି । ଏଥର ଭାଜପା ଖେଳିଛି ମାଷ୍ଟରଷ୍ଟ୍ରୋକ । ଉତ୍ତର...

ପିଜ୍ଜା ଡେ’ରେ ଗୁଗଲ୍‌ ପକ୍ଷରୁ ସ୍ବତନ୍ତ୍ର ଡୁଡଲ୍ସ

ଗୁଗଲ ସର୍ବଦା ଅନେକ ବଡ଼ ଉତ୍ସବକୁ ଏକ ବିଶେଷ ଉପାୟରେ ପାଳନ କରିଥାଏ। ଉତ୍ସବ ସହିତ, ଗୁଗଲ ଡୁଡଲ୍ସ ମାଧ୍ୟମରେ ସେହି ଦିନର ଇତିହାସ ବିଷୟରେ ସୂଚନା ଦେଇଥାଏ। ଆଜି ଗୁଗୁଲ ପିଜ୍ଜା ଦିବସ ପାଳନ କରୁଛି । ୨୦୦୭...

ମାସେ ମଧ୍ୟରେ ଏସ୍‌ଆଇଟି ଯାଞ୍ଚ୍‌ ଶେଷ ହେବ…

ନୂଆଦିଲ୍ଲୀ,୬।୧୨: ନାଗାଲାଣ୍ଡରେ ସୁରକ୍ଷାକର୍ମୀଙ୍କ ଦ୍ୱାରା କରାଯାଇ ଯାଇଥିବା ଫାୟାରିଂ ଘଟଣା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ଲୋକ ସଭାରେ ବକ୍ତବ୍ୟ ରଖିଛନ୍ତି। ମାସେ ମଧ୍ୟରେ ଏହି ମାମଲାର ଯାଞ୍‌ ଏସ୍‌ଆଇଟି ଦ୍ୱାରା ଶେଷ ହେବ ବୋଲି ସେ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri