ଜାତୀୟ

ଗୁଜରାଟରେ ତୃତୀୟ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୪।୧୨: ଜିମ୍ବାଓ୍ବେରୁ ଫେରିଥିବା ଜଣେ ବ୍ୟକ୍ତି କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ଥିବା ଗୁଜରାଟର ଜାମନଗରରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର କୁହାଯାଇଛି। ଏହା ଭାରତରେ ଚିହ୍ନଟ ହୋଇଥିବା ତୃତୀୟ ଓମିକ୍ରନ...

ଯାତ୍ରୀଙ୍କ ମୃତ୍ୟୁ ପରେ ଫେରିଲା ବିମାନ

ନୂଆଦିଲ୍ଲୀ,୪।୧୨: ଏଆଇ-୧୦୫ ନମ୍ବର ବିମାନଟି ଶନିବାର ଦିଲ୍ଲୀରୁ ନ୍ୟୁୟର୍କ ଯାତ୍ରା କରୁଥିବା ବେଳେ ବିମାନରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଫଳରେ ଯାତ୍ରାର ୩ ଘଣ୍ଟା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଫେରି ଆସିଥିବା ଏୟାର ଇଣ୍ଡିଆର ଜଣେ...

ଗୁଜରାଟରେ ଆଉ ଜଣେ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଗାନ୍ଧିନଗର,୪ ।୧୨: ଦେଶରେ ଆଉ ଜଣେ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେ ୨ ଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ବେଳେ ବିମାନ ବନ୍ଦରରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ଏଥିରେ ତାଙ୍କ ରିପୋର୍ଟ ପଜିଟିଭ...

ଲଶ୍କର ଆତଙ୍କବାଦୀ ଗିରଫ…

ଶ୍ରୀନଗର,୪।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ମିଳିତ ସୁରକ୍ଷାକର୍ମୀମାନେ ଲଶ୍କର ଆତଙ୍କବାଦୀ ହମିଦ୍‌ ନାଥଙ୍କୁ ଗିରଫ କରିଛନ୍ତି। କେନ୍ଦ୍ରୀୟ କଶ୍ମୀରର ବଡ଼ଗାମ୍‌ ଅଞ୍ଚଳରୁ ତାଙ୍କୁ ଗିରଫ କରାଯାଇଛି। ସେ ଲଶ୍କର-ଇ-ତୋଏବା କମାଣ୍ଡର ମହମ୍ମଦ ୟୁସୁଫ୍‌...

କଂଗ୍ରେସକୁ ଦୂରରେ ରଖିବା ଉଚିତ ନୁହେଁ, ମମତାଙ୍କୁ ଶିବସେନାର ପରାମର୍ଶ…

ମୁମ୍ବାଇ,୪।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥି ସହିତ ମୁମ୍ବାଇ ଗସ୍ତ ମଧ୍ୟ କରିଛନ୍ତି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି (ଭାଜପା) ସମ୍ମୁଖରେ ଏକ ବଳିଷ୍ଠ ବିକଳ୍ପ...

କଂଗ୍ରେସ ଡିପ୍‌ ଫ୍ରିଜ୍‌କୁ ଚାଲି ଯାଇଛି, ଟିଏମସିର କଟାକ୍ଷ…

କୋଲକାତା,୪।୧୨: ତୃଣମୂଳ କଂଗ୍ରେସ (ଟିଏମସି) ଏବଂ କଂଗ୍ରେସ ମଧ୍ୟରେ ବାକ୍‌ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଟିଏମସି ମୁଖପତ୍ର ’ଜାଗୋ ବଙ୍ଗଳା’ କହିଛି ଯେ ଭାରତୀୟ ଜନତା ପାର୍ଟି ସହ ଲଢ଼ିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିଶ୍ରୁତିବଦ୍ଧ। କଂଗ୍ରେସ ବିରୋଧରେ...

ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ହାଇଦ୍ରାବାଦ,୪।୧୨: ବରିଷ୍ଠ ରାଜନେତା ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୋନିଜେତି ରୋସାଇଆଙ୍କ ଶନିବାର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଆଜି ସକାଳେ ଅସୁସ୍ଥ ହେବାରୁ ତାଙ୍କୁ ହାଇଦ୍ରାବାଦର ଗୋଟିଏ ଘରୋଇ ହସ୍ପିଟାଲରେ...

ଏକେ-୨୦୩ ରାଇଫଲ ନିର୍ମାଣକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୨: ଭାରତର ପ୍ରତିରକ୍ଷା ଶକ୍ତି ସୁଦୃଢ଼ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆତ୍ମ ନିର୍ଭର ଭାରତ ଅନ୍ତର୍ଗତ ଆମେଠିରେ ନିର୍ମିତ ହେବାକୁ ଥିବା ଏକେ-୨୦୩ ରାଇଫଲ ନିର୍ମାଣକୁ ମଞ୍ଜୁରୀ ଦେଇଛନ୍ତି। ଏହି ରାଇଫଲ ୩୦୦ ମିଟର ଦୂରରେ...

ଟିକା ନେଇ ନ ଥିଲେ ମଲ, ଶପିଂ କମ୍ପ୍ଲେକ୍ସ, ହୋଟେଲ ମନା

ମଦୁରାଇ,୪।୧୨: ଭାରତରେ ଓମିକ୍ରନ ମାମଲା ସାମ୍ନାକୁ ଆସିବା ପରେ ତାମିଲନାଡୁର ମଦୁରାଇ ପ୍ରଶାସନ ବଡ ପଦକ୍ଷେପ ନେଇଛି। ସଂକ୍ରମଣକୁ ରୋକିବା ପାଇଁ ଟିକାକରଣକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଟିକା ନେଇ ନ ଥିବା ଲୋକଙ୍କୁ ମଲ, ଶପିଂ କମ୍ପ୍ଲେକ୍ସ, ହୋଟେଲ...

ପଲିଟିକ୍ସ୍‌ ଫିଜିକ୍ସ୍‌ ନୁହେଁ କେମେଷ୍ଟ୍ରି, କହିଲେ ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୧୨: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁଥିବା ବିଧାନସଭା ନିର୍ବାଚନ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ନୂଆ ପ୍ରକାରର ମନ୍ତବ୍ୟ ଦେଇଛନ୍ତି। ଶାହାଙ୍କ ରାଜନୀତିର ବିଜ୍ଞାନ ପାଠ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଶାହା କହିଛନ୍ତି ଯେ, ପଲିଟିକ୍ସ୍‌...

ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ,୪।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୬୦୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ...

ଉତ୍ତର ପ୍ରଦେଶ ନିର୍ବାଚନରେ ଲୁଙ୍ଗି-ଟୋପିର ଏଣ୍ଟ୍ରି କରାଇଲେ କେଶବ ପ୍ରସାଦ

ଲକ୍ଷ୍ନୌ,୪ ।୧୨: ଉତ୍ତର ପ୍ରଦେଶ ନିର୍ବାଚନର ସମୟ ଯେତିକି ଯେତିକି ପାଖେଇ ଆସୁଛି ରାଜନୀତି ବେଳକୁ ବେଳ ସରଗରମ ହୋଇ ଉଠୁଛି । ସମସ୍ତ ଦଳ ନିଜ ନିଜର ବିରୋଧୀଙ୍କୁ ଟାର୍ଗେଟ କରି ଚାଲିଛନ୍ତି । ଇତିମଧ୍ୟରେ ଉତ୍ତର ପ୍ରଦେଶର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri