ଜାତୀୟ

ଭାରତରେ ଓମିକ୍ରନ୍‌ର ରହୁଛି ଏସବୁ ଲକ୍ଷଣ..

ନୂଆଦିଲ୍ଲୀ,୪ ।୧୨: କରୋନା ମହାମାରୀ ବେଳକୁ ବେଳ ମାରାତ୍ମକ ହେବାରେ ଲାଗିଛି । ଏବେ ଏହାର ନୂଆ ଭାରିଏଣ୍ଟ ଆଫ୍ରିକାରେ କାୟା ବିସ୍ତାର କରିଥିବା ବେଳେ ବିଶ୍ୱର ପ୍ରାୟ ୩୦ ଦେଶକୁ ବ୍ୟାପି ସାରିଲାଣି । ତେବେ ଓମିକ୍ରନ୍ ଚିହ୍ନିବେ...

ବାୟୁ ମାନ ପରିଚାଳନା କମିଟି ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ, ୪।୧୨(ପି.ଟି.): ପ୍ରଦୂଷଣ ରୋକିବା ଲାଗି ବାୟୁ ମାନ ପରିଚାଳନା କମିଟି ଦେଇଥିବା ନିର୍ଦ୍ଦେଶାବଳୀ କାର୍ଯ୍ୟକାରୀ କରିବା ନିମନ୍ତେ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଏବଂ ଜାତୀୟ ରାଜଧାନୀ ଅଞ୍ଚଳ ଅନ୍ତର୍ଗତ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜଧାନୀ ଅଞ୍ଚଳ ଓ...

‘ଆର୍‌ଜେଡି କଥା ମାନିଥିଲେ ତେଜସ୍ବୀ ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ’

ନୂଆଦିଲ୍ଲୀ,୪।୧୨: ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ଶୁକ୍ରବାର କହିଛନ୍ତି, ଯଦି ଲାଲୁ ଯାଦବଙ୍କ ପରିବାର ତାଙ୍କ କଥା ମାନିଥାଆନ୍ତେ ତେବେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ବିହାର ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ। ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ରାଜନୀତି ସରଗରମ...

‘ମିଛ କହୁଛନ୍ତି ମୋଦି ସରକାର’

ନୂଆଦିଲ୍ଲୀ,୪।୧୨: କେନ୍ଦ୍ରର ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ସୀମାରେ ଆନ୍ଦୋଳନ ବେଳେ ୭୦୦ କୃଷକ ପ୍ରାଣ ହରାଇଛନ୍ତି। କେନ୍ଦ୍ରର ମୋଦି ସରକାର ସେମାନଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଚାହୁଁ ନ ଥିବାରୁ ମୃତକଙ୍କ ରେକର୍ଡ ନାହିଁ ବୋଲି...

୪୦+ଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ ସୁପାରିସ

ନୂଆଦିଲ୍ଲୀ, ୪।୧୨ : ଭାରତରେ ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢ଼ିଯାଇଛି। ଏହି ଚିନ୍ତାଜନକ ଭାରିଆଣ୍ଟ ସଂକ୍ରମଣରୁ ରକ୍ଷା ପାଇବା ଲାଗି ୪୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସ(୪୦+)ର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦେବା...

ଦେଶରେ ୪୦ ଓମିକ୍ରନ୍ ସନ୍ଦିଗ୍ଧଙ୍କର ମିଳୁନି ପତ୍ତା

ନୂଆଦିଲ୍ଲୀ,୪ ।୧୨: କରୋନା ମହାମାରୀର ସବୁଠାରୁ ମାରାତ୍ମକ ରୂପ ଓମିକ୍ରନ୍ ଏବେ ବିଶ୍ୱର ଅଧିକାଂଶ ଦେଶରେ କାୟା ବିସ୍ତାର କରିବା ଆରମ୍ଭ କରିଛି । ଆମ ଦେଶରେ ବି ୨ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଲୋକେ ଭୟଭୀତ...

ଓମିକ୍ରନକୁ ନେଇ କଡା ହେଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୪ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଥିବା ବେଳେ ଏହା ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଦେଶରେ ପହଞ୍ଚି ସାରିଲାଣି । ଭାରତ ବି ଏଥିରୁ ବାଦ୍ ଯାଇନାହଁ । କର୍ନାଟକରେ ପ୍ରଥମେ...

ବିମାନସେବା ବନ୍ଦ କରି ଦେଇଥିଲେ ହୁଏତ ଦେଶରେ ପ୍ରବେଶ କରିପାରି ନ ଥାଆନ୍ତା ଓମିକ୍ରନ୍‌: କେଜରିୱାଲ

ନୂଆଦିଲ୍ଲୀ,୪ ।୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ମାଧ୍ୟମରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ସରକାର...

ମା’ବାପା ଟିକାର ସମ୍ପୂର୍ଣ୍ଣ ଡୋଜ୍‌ ନେଇ ନ ଥିଲେ ପିଲାଙ୍କୁ ସ୍କୁଲ ମନା

ବେଙ୍ଗାଲୁରୁ,୩।୧୨: କର୍ନାଟକରେ ପ୍ରଥମ ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ହେବା ପରେ ରାଜ୍ୟ ସରକାର ସଂକ୍ରମଣ ରୋକିବା ଲାଗି ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ବୈଠକରେ କୋଭିଡ୍‌ କଟକଣାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି...

୧୦ ଦକ୍ଷିଣ ଆଫ୍ରିକୀୟଙ୍କ ମିଳୁନି ପତ୍ତା

ବେଙ୍ଗାଲୁରୁ,୩।୧୨: କର୍ନାଟକରେ ଦେଶର ପ୍ରଥମ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ବେଙ୍ଗାଲୁରୁ ଆସିଥିବା ୧୦ ଜଣ ଦକ୍ଷିଣ ଆଫ୍ରିକା ନାଗରିକଙ୍କ ପତ୍ତା ମିଳୁନାହିଁ। ଏହାକୁ ନେଇ କର୍ନାଟକ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଯାଇଛି। ନଭେମ୍ବର ୧୨ରୁ ୨୨...

ଚାଷୀଙ୍କ ହାବୁଡ଼ରେ ପଡିଲେ କଙ୍ଗନା

ଅମୃତସର,୩।୧୨: ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ପଞ୍ଜାବର ଚାଷୀମାନେ ଶୁକ୍ରବାର ଘେରିଯାଇଥିଲେ। କଙ୍ଗନା କାର୍‌ରେ ଯାଉଥିବା ବେଳେ କୃଷକମାନେ କିରଟପୁର ସାହିବରେ କଳାପତାକା ଦେଖାଇ ତାଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ଏପରି କି...

ଆନ୍ଦୋଳନରେ ମୃତ କୃଷକଙ୍କୁ ଦିଆଯାଉ ଅନୁକମ୍ପା ରାଶି, ତାଲିକା ନ ଥିଲେ ଆମଠାରୁ ନିଅ: ରାହୁଲ

ନୂଆଦିଲ୍ଲୀ,୩ ।୧୨: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । କୃଷି ଆଇନକୁ ବିରୋଧ କରିବା ସମୟରେ ଯେଉଁ କୃଷକମାନଙ୍କର ମୃତ୍ୟୁ ହୋଇଥିଲା ସେମାନଙ୍କୁ କ୍ଷତି ପୂରଣ ଦିଆଯାଉ ବୋଲି ଦାବି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri