ଜାତୀୟ

ମଦ ନେଲା ୫ ଜୀବନ

ପାଟନା,୧୫।୧: ବିହାରର ନାଳନ୍ଦା ଜିଲା ଅଞ୍ଚଳରେ ଶନିବାର ବିଷାକ୍ତ ମଦ ପିଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ନାଲନ୍ଦା ଜିଲାର ସୋହରସାଇ ଥାନା...

ଦେଶରେ ଚିନ୍ତା ବଢାଉଛି କରୋନା, ଚିହ୍ନଟ ହେଲେ ୨,୬୮,୮୩୩ ପଜିଟିଭ୍‌

ନୂଆଦିଲ୍ଲୀ,୧୫।୧: କରୋନାର ତୃତୀୟ ଲହର ଦେଶରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୮,୮୩୩ ଥିବା ଜଣାପଡିଛି। ଗତ କାଲିଠାରୁ ଆଜି ୪ ହଜାର ୬୩୧ଜଣ ଅଧିକ ସଂକ୍ରମିତ ହୋଇଛନ୍ତି। ଏହାସହ ୪୦୨ଜଣଙ୍କ ମୃତ୍ୟୁ ହୋଇଛି । ଏବେ...

ଅଖିଲେଶ-ଚନ୍ଦ୍ରଶେଖରଙ୍କ ମଧ୍ୟରେ ହେବ ଆସନ ବୁଝାମଣା

ଲକ୍ଷ୍ନୌ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ମେଣ୍ଟ ହେବା ନେଇ ନିଷ୍ପତ୍ତି ହୋଇଛି। ମେଣ୍ଟ ସମ୍ପର୍କରେ ଉଭୟ ନେତା ଶନିବାର ଖବରଦାତା ସମ୍ମିଳନୀରେ ଘୋଷଣା କରିବେ।...

ସର୍ବସାଧାରଣ ସମାବେଶ ଉପରେ ଲାଗିପାରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୫।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଏହାରି ଭିତରେ ୫ରାଜ୍ୟର ବିଧାନସଭା ନିର୍ବାଚନ ଫେବୃଆରୀ ୧୦ରୁ ଆରମ୍ଭ ହେବାକୁ ଯାଉଛି। ତେବେ କୋଭିଡ୍‌ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ପାଞ୍ଚଟି ମତଦାନ ରାଜ୍ୟରେ ରାଲିକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ କି...

ଆହୁରି କିଛିଦିନ ଥରାଇବ ଜାଡ଼

ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ ।...

ଓମିକ୍ରନର ହୋଇଛି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୧: ଦେଶରେ ପ୍ରଥମଥର ପାଇଁ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି । ରାଜଧାନୀ ଦିଲ୍ଲୀରେ ହାଇବ୍ରିଡ ଇମ୍ୟୁନିଟି ବି ଆରମ୍ଭ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଅନୁମାନ କରାଯାଉଥିଲା କି କରୋନାର ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ...

ବଜ୍ରପାତରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧(ପି.ଟି.): ବର୍ଷ ୨୦୨୧ରେ ବନ୍ୟା, ସାମୁଦ୍ରିକ ବାତ୍ୟା, ପ୍ରବଳ ବର୍ଷା, ଭୂସ୍ଖଳନ, ବଜ୍ରପାତ ଆଦି ଭୀଷଣ ପାଗ ଯୋଗୁ ୧,୭୫୦ ଲୋକଙ୍କ ଜୀବନ ଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୩୫୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହା ପଛକୁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ...

ଆର୍ମି ଡେ: ପ୍ରଥମଥର ନୂଆ ୟୁନିଫର୍ମରେ ଶକ୍ତି ପ୍ରଦର୍ଶନ କରିବ ସ୍ଥଳସେନା

ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ସ୍ଥଳସେନା ତା’ର ଶକ୍ତି ପ୍ରର୍ଶନ କରିବ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନରାଲ ଏମଏମ ନରୱଣେ ରାଜଧାନୀ ଦିଲ୍ଲୀର କ୍ୟାଣ୍ଟ ସ୍ଥିତ କରିଅପ୍ପା ଗ୍ରାଉଣ୍ଡରେ ଅନୁଷ୍ଠିତ ପରେଡରେ ସଲାମି ନେବେ ।...

ଅଲୱର ନାବାଳିକା ମାମଲାର ନୂଆ ମୋଡ: ଭିନ୍ନ କଥା କହୁଛି ମେଡିକାଲ ବୋର୍ଡ ଯାଞ୍ଚ ରିପୋର୍ଟ

ଅଲୱର,୧୫ ।୧: ରାଜସ୍ଥାନର ଅଲୱରରେ ମାନସିକ ବିକାର ଗ୍ରସ୍ତ ଜଣେ ନାବାଳିକାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯିବା ପରେ ଅନୁମାନ କରାଯାଉଥିଲା କି ସେ ବଳାତ୍କାରର ଶିକାର ହୋଇଛନ୍ତି । ହେଲେ ଶୁକ୍ରବାର ପୋଲିସ କହିଛି ଏହି ମାମଲାରେ ମେଡିକାଲ...

ଜାଲିକାଟୁ ପ୍ରତିଯୋଗୀତା ସମୟରେ ଜଣଙ୍କର ମୃତ୍ୟୁ, ୮୦ ଆହତ

ମଦୁରାଇ,୧୫ ।୧: ତାମିଲନାଡୁ ମଦୁରାଇର ଅଭନିୟାପୁରମରେ ଅନୁଷ୍ଠିତ ହୋଇଥିବା ଜାଲିକାଟୁ ପ୍ରତିଯୋଗୀତାରେ ଶୁକ୍ରବାର ଜଣଙ୍କର ମୃତ୍ୟୁ ହେବା ସହ ୮୦ ଆହତ ହୋଇଥିବା ସୂଚନା ମିଳିଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆହତଙ୍କ ମଧ୍ୟରେ...

ପାଗ ଖରାପ ଯୋଗୁ ହୋଇଛି ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା

ନୂଆଦିଲ୍ଲୀ,୧୪ ।୧: ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ଖରାପ ପାଗ ଯୋଗୁ ହୋଇଛି । ଏହି ଘଟଣାକୁ ନେଇ ‘ଟ୍ରାଇ ସର୍ଭିସେସ କୋର୍ଟ ଅଫ୍ ଇନକ୍ୱାରି’ ତା’ର ପ୍ରାରମ୍ଭିକ ରିପୋର୍ଟ ଶୁକ୍ରବାର ପ୍ରଦାନ କରିଛି । ତେବେ ହେଲିକପ୍ଟରରେ...

ସ୍ୱାମୀ ପ୍ରସାଦ ମୌର୍ଯ୍ୟ-ଅଖିଳେଶଙ୍କ ଭର୍ଚୁଆଲ ରାଲିରେ ଲୋକେ ମାନିଲେନି କରୋନା ନିୟମ: ଡିଏମ୍‌ଙ୍କ ଯାଞ୍ଚ ନିର୍ଦ୍ଦେଶ

ଲକ୍ଷ୍ନୌ,୧୪ ।୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନକୁ ନେଇ ଏବେ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି । କାରଣ ଗୋଟିଏପଟେ ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବା ବେଳେ ଅନ୍ୟପଟେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ର କେତେଜଣ ଅସନ୍ତୁଷ୍ଟ ନେତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri