ଜାତୀୟ

ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୨।୧୨: ଜଣେ ନାବାଳିକାଙ୍କ ଓଢ଼ଣୀ ଟାଣିବା, ହାତ ଟାଣିବା ଏବଂ ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଆକ୍ଟ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ। କୋଲକାତା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ବିଚାରପତି ବିବେକ...

ନିଲମ୍ବିତ ଏମ୍‌ପିଙ୍କୁ ଭେଟିଲେ ରାହୁଲ

ନୂଆଦିଲ୍ଲୀ,୨।୧୧: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଗୁରୁବାର ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନରେ ନିଲମ୍ବିତ ହୋଇଥିବା ୧୨ ଜଣ ରାଜ୍ୟ ସଭା ଏମ୍‌ପିଙ୍କୁ ଭେଟିଛନ୍ତି। ନିଲମ୍ବିତ ଏମ୍‌ପିଙ୍କ ବିରୋଧ ସମୟରେ ରାହୁଲ ସେମାନଙ୍କୁ ଭେଟିଥିଲେ। ରାଜ୍ୟ ସଭାରେ ଉତ୍ତେଜନା ଏବଂ...

ବଢୁଛି ଓମିକ୍ରନ୍‌ ଆତଙ୍କ: ହାଇ-ରିସ୍କରେ ୧୧ ଦେଶ

ନୂଆଦିଲ୍ଲୀ,୨।୧୧: କରୋନାର ନୂଆ ଭାରିଆଣ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏବେ ୧୧ଟି ଦେଶ ହାଇ-ରିସ୍କରେ ଥିବା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଲୋକ ସଭାରେ ସୂଚନା ଦେଇଛନ୍ତି। ସେ ଗୃହକୁ ସୂଚନା...

ଭାରତ ଛୁଇଁଲା ଓମିକ୍ରନ୍‌: କର୍ନାଟକରେ ୨ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଏବେ ଭାରତକୁ ଆସିଛି। କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲ ଏକ...

ସରକାରୀ କାଗଜପତ୍ର ଖାଇଗଲା ଛେଳି, ଆଉ ତା’ ପରେ…

କାନପୁର,୨ା୧୨: ଚୌବେପୁର ବ୍ଲକ କାର୍ଯ୍ୟାଳୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଛେଳି ପାଟିରେ ବ୍ଲକ କାର୍ଯ୍ୟାଳୟର କିଛି ଫାଇଲପତ୍ର ଧରି ପଳାଇଥିଲା। ଏହା ଜଣାପଡ଼ିବା ପରେ ଜଣେ ଯୁବକ ଛେଳିଠାରୁ ଫାଇଲ ଆଣିବା ପାଇଁ ପଛେ ପଛେ...

ଗର୍ଲଫ୍ରେଣ୍ଡଙ୍କୁ କନ୍ୟା ବେଶରେ ଦେଖି ଷ୍ଟେଜ୍‌ ଉପରେ ଚଢି ଏମିତି କାମ କଲେ ବୟଫ୍ରେଣ୍ଡ

ଗୋରଖପୁର,୨।୧୨: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ହରପୁର ବୁଦହଟ ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ବିବାହ ଚାଲିଥିବା ବେଳେ ହଠାତ୍‌ ଜଣେ ଯୁବକ ମଣ୍ଡପକୁ ଆସି କନ୍ୟାଙ୍କ ମଥାରେ ସିନ୍ଦୂର ପିନ୍ଧାଇ ଦେଇଥିଲେ। ଏହା...

୧୦ ବର୍ଷରେ ୯୦ ପ୍ରତିଶତ ନିର୍ବାଚନରେ ହାରିଛି କଂଗ୍ରେସ, ପିକେଙ୍କ କଟାକ୍ଷ…

ନୂଆଦିଲ୍ଲୀ,୨।୧୨: ମମତା ବାନାର୍ଜୀଙ୍କ ପରେ ବର୍ତ୍ତମାନ ତାଙ୍କର ସ୍ବତନ୍ତ୍ର ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବନାମ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ସ୍ଥିର କରୁଥିବା ପିକେ କଟାକ୍ଷ...

ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା ପରେ ସ୍କୁଲ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି…

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ସ୍କୁଲ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ପ୍ରଦୂଷଣର ସ୍ତରକୁ ଦୃଷ୍ଟିରେ ରଖି ଦିଲ୍ଲୀର ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପରିବେଶ ମନ୍ତ୍ରୀ ଗୋପାଳ ରାୟ...

ଜାଣନ୍ତୁ କେଉଁମାନେ ନେଇପାରିବେ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୨ା୧୨: ଦେଶରେ କରୋନାର ନୂଆ ଭାଇରସ୍‌ ଓମିକ୍ରନ୍‌କୁ ନେଇ ଚିନ୍ତା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଭାରତ ଡ୍ରଗ୍ସ କଣ୍ଟ୍ରୋଲରକୁ କୋଭିଶିଲ୍ଡର ବୁଷ୍ଟର ଡୋଜ୍‌ ମଞ୍ଜୁରୀ ପାଇଁ ଆବେଦନ କରିଛି। ତେବେ ଜାଣନ୍ତୁ କେଉଁମାନେ...

ଚେୟାରରେ ବସି ଜାତୀୟ ସଙ୍ଗୀତ ଗାଇଲେ ମମତା: ମାମଲା ରୁଜୁ କଲା ଭାଜପା

ମୁମ୍ବାଇ,୨।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ଜାତୀୟ ସଂଗୀତକୁ ଅପମାନିତ କରିଥିବା ଅଭିଯୋଗ ଆଣିଛି। ଏନେଇ ପୋଲିସ ନିକଟରେ ଏକ ମାମଲା ରୁଜୁ କରିଛି ଭାଜପା। ମୁମ୍ବାଇ ଗସ୍ତରେ ମମତା ବାନାର୍ଜୀ ଚେୟାରରେ ବସି ଜାତୀୟ ସଙ୍ଗୀତ...

ବୁଷ୍ଟର ଡୋଜ୍‌ ପାଇଁ ଅନୁମତି ଲୋଡ଼ିଲା ସେରମ୍‌ ଇନଷ୍ଟିଚ୍ୟୁଟ୍‌…

ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଓମିକ୍ରନ ଭାରିଆଣ୍ଟର ବଢୁୁଥିବା ବିପଦକୁ ଦୃଷ୍ଟିରେ ରଖି ଭାରତରେ ଏହାର କରୋନା ଟିକା କୋଭିଶିଲ୍ଡର ବୁଷ୍ଟର୍‌ ଡୋଜ ପ୍ରସ୍ତୁତି...

ବଡ଼ ଲୋକେ ଓ୍ବାର୍କ ଫ୍ରମ୍‌ ହୋମ୍‌ ବେଳେ ଛୋଟ ପିଲା ଯାଉଛନ୍ତି ସ୍କୁଲ…

ନୂଆଦିଲ୍ଲୀ,୨।୧୨: ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢୁଥିବା ମଧ୍ୟରେ ସ୍କୁଲ ଖୋଲିବା ନେଇ ସୁପ୍ରିମକୋର୍ଟ ପୁଣି ସରକାରଙ୍କୁ ତାଗିଦ୍‌ କରିଛନ୍ତି। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ ଆପଣ ଆମକୁ କହିଛନ୍ତି ଯେ ସ୍କୁଲ ବନ୍ଦ ଅଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri