ଜାତୀୟ

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୭ ଜଣଙ୍କ...

ମାସ ଆରମ୍ଭରୁ ମହଙ୍ଗା ମାଡ଼, ୧୦୦ ଟଙ୍କା ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୧।୧୨: ସାଧାରଣ ଜନତାଙ୍କ ଉପରେ ମହଙ୍ଗା ମାଡ଼ ଜାରି ରହିଛି। ୨୦୨୧ ଡିସେମ୍ବର ୧ଠାରୁ ସରକାରୀ ତୈଳ କମ୍ପାନୀଗୁଡିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ ୧୦୦ ଟଙ୍କା ବଢ଼ିଛି। ଏଥି ସହିତ, ଗତ...

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୧।୧୨: ଜମ୍ମୁ-କଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ବୁଧବାର ସକାଳେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କୁ ମୁଣ୍ଡଗଡ଼ିଛି। ରାଜପୁରା ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଛି। ମୃତ ଆତଙ୍କବାଦୀ ଜୈଶ-ଇ-ମହମ୍ମଦ ସଂଗଠନ ସଦସ୍ୟ ବୋଲି ଅନୁମାନ କରାଯାଉଛି।...

ଓମିକ୍ରନ୍‌ ମୁକାବିଲା ପ୍ରସ୍ତୁତି

ନୂଆଦିଲ୍ଲୀ, ୧ା୧୨: ବିଶ୍ୱର ଅନେକ ଦେଶକୁ ବ୍ୟାପିବାରେ ଲାଗିଥିବା କୋଭିଡ୍‌ ଭାରିଆଣ୍ଟ ଓମିକ୍ରନ ବିରୋଧରେ ଲଢ଼େଇ ଭାରତରେ ପ୍ରସ୍ତୁତି ଚାଲିଛି। ଦେଶରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କେନ୍ଦ୍ର ସରକାର କହିଛନ୍ତି। କୌଣସି ସଂକ୍ରମିତ...

ଏମ୍‌ଏସ୍‌ପି ଲାଗି ଚାଷୀଙ୍କୁ ନେତାଙ୍କ ନାଁ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ,୧।୧୨: ପାର୍ଲାମେଣ୍ଟରେ ୩ ବିବାଦୀୟ କୃଷି ଆଇନ ରଦ୍ଦ ବିଲ୍‌ ଗୃହୀତ ହେବାର ଦିନକ ପରେ କୃଷିଜାତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଏବଂ ଅନ୍ୟ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ଏକ କମିଟି ଗଠନ...

‘ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନି ଦକ୍ଷ ନେତା ନୁହନ୍ତି’

ନୂଆଦିଲ୍ଲୀ,୩୦।୧୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି ଜଣେ ଦକ୍ଷ ନେତା ନୁହନ୍ତି। ଏଭଳି କହି ଚନ୍ନିଙ୍କୁ ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ”ଚନ୍ନି କିଛି ବି କହିପାରନ୍ତି। କିନ୍ତୁ ସେ ମୋତେ ଭୟ କରନ୍ତି। ସେ...

ବଦଳିଲା ନିୟମ: ଦିଲ୍ଲୀ ବିମାନ ବନ୍ଦରରେ ଯାତ୍ରୀଙ୍କୁ ୬ ଘଣ୍ଟା ଅପେକ୍ଷା କରିବାକୁ ପଡ଼ିବ

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହୋଇଥିବା ୧୪ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ନିୟମ ପରିବର୍ତ୍ତନ କରାଯାଇଛି। ଏଥିଯୋଗୁ ସେହି ଦେଶରୁ ଆସୁଥିବା ଯାତ୍ରୀମାନେ ବିନା ଆରଟିପିସିଆର ଟେଷ୍ଟରେ ବିମାନ ବନ୍ଦର ଛାଡ଼ିପାରିବେ ନାହିଁ। ଏଣୁ ସେମାନଙ୍କୁ...

କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୩୦ା୧୧: ଓମିକ୍ରନ୍‌କୁ ନେଇ ବିଶ୍ୱରେ ଭୟ। ଏଭଳି ସ୍ଥିତିରେ କେନ୍ଦ୍ର ସରକାର କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଗତ ୨୫ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର...

ଦିନକୁ ୩୨୮ ଜଣ ଛାଡୁଛନ୍ତି ଭାରତୀୟ ନାଗରିକତ୍ୱ

ନୂଆଦିଲ୍ଲୀ,୩୦ା୧୧: ଗତ ୫ ବର୍ଷରେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ସେମାନଙ୍କ ନାଗରିକତ୍ୱ ତ୍ୟାଗ କରିଛନ୍ତି। ଏ ନେଇ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି।ଏହାକୁ ହିସାବକୁ କଲେ ଗତ ୫ ବର୍ଷ...

ଅଭିନେତ୍ରୀଙ୍କ ହାତରୁ ଫୋନ ଛଡ଼ାଇନେଲେ ଲୁଟେରା

ମୁମ୍ବାଇ,୩୦।୧୧: କବିର ସିଂ ଓ ବିଗ୍‌ ବୁଲ ଭଳି ହିଟ୍‌ ବଲିଉଡ୍‌ ଫିଲ୍ମରେ ନଜର ଆସିଥିବା ନିକିତା ଦତ୍ତଙ୍କ ହାତରୁ ରବିବାର ଫୋନ ଛଡ଼ାଇ ନେଇଛନ୍ତି ଦୁଇ ଲୁଟେରା। ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ୧୪ ନମ୍ବର ରୋଡ୍‌ରେ ଚାଲୁଥିବା ବେଳେ...

ପାର୍ଲାମେଣ୍ଟ କରିଡର୍‌ରେ ଏମ୍‌ପିଙ୍କ ଖସିଗଲା ଗୋଡ: ହସ୍ପିଟାଲ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ,୩୦।୧୧: କଂଗ୍ରେସର ଲୋକ ସଭା ଏମ୍‌ପି କେ ସୁରେଶ ମଙ୍ଗଳବାର ପାର୍ଲାମେଣ୍ଟ କରିଡର୍‌ରେ ପଡି ଯାଇଛନ୍ତି । ଏହା ଦେଖି ସେଠାରେ ଥିବା କର୍ମଚାରୀ ଓ ସହଯୋଗୀମାନେ ତାଙ୍କୁ ତଳୁ ଉଠାଇଥିଲେ। ଏହାପରେ ତାଙ୍କୁ ପ୍ରାଥମିକ ଚିକିତ୍ସା ସୁବିଧା ଯୋଗାଇ...

ବିଜୟ ମାଲ୍ୟାଙ୍କ ବିରୋଧରେ କୋର୍ଟ ଅବମାନନା ମାମଲା: ଜାନୁୟାରୀରେ ୧୮ ଶେଷ ଶୁଣାଣି

ନୂଆଦିଲ୍ଲୀ,୩୦।୧୧: ଭାରତର ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ହୋଇଥିବା ଅବମାନନା ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଜାନୁଆରୀ ୧୮ରେ ମାଲ୍ୟାଙ୍କ ଦଣ୍ଡ ଉପରେ ସୁପ୍ରିମକୋର୍ଟ ବିଚାର କରିବେ। ୨୦୧୭ରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଅବମାନନା ମାମଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri