ଜାତୀୟ

୧୧ ମାସରେ ୧୯୬ ଆତଙ୍କବାଦୀ ଆକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଜମ୍ମୁ-କଶ୍ମୀରରେ ଚଳିତ ବର୍ଷ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଲୋକ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି। ଚଳିତ ୨୦୨୧ ବର୍ଷରେ...

ଓମିକ୍ରନ୍‌ ମୁକାବିଲା, ରାଜ୍ୟକୁ କେନ୍ଦ୍ରର ୬ ପରାମର୍ଶ…

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଓମିକ୍ରନ୍‌ର ମୁକାବିଲା ଲାଗି ୬ ପରାମର୍ଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ...

ଭାରତରେ ଓମିକ୍ରନ୍‌ ଆତଙ୍କ, ୧୫ ଦିନରେ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇ ଆସିଛନ୍ତି ୧,୦୦୦ ଯାତ୍ରୀ…

ନୂଆଦିଲ୍ଲୀ,୩୦।୧୧: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦକ୍ଷିଣ ଆଫ୍ରିକାର ଶ୍ୱାନେ ଇନଷ୍ଟିଚ୍ୟୁଟ୍‌ କରୋନାର ଦ୍ୱିତୀୟ ଏନ୍ତୁଡ଼ିଶାଳ ପାଲଟିଛି। ଏପରିସ୍ଥଳେ ଭାରତରେ ଓମିକ୍ରନ୍‌କୁ ନେଇ ଆତଙ୍କ ବଢ଼ିବାରେ ଲାଗିଛି। ଗତ ୧୫ ଦିନ ମଧ୍ୟରେ...

କଙ୍ଗନାଙ୍କୁ ହତ୍ୟା ଧମକ

ମୁମ୍ବାଇ,୩୦।୧୧:ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ବିବାଦୀୟ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଆଭ୍ୟନ୍ତରୀଣ ବ୍ୟାପାର ଠାରୁ ଆରମ୍ଭ କରି ଦେଶର ପ୍ରାୟ ସମସ୍ତ ପ୍ରସଙ୍ଗ ପର୍ଯ୍ୟନ୍ତ କଙ୍ଗନା ମନ୍ତବ୍ୟ ଦିଅନ୍ତି। ଅନେକ ଥର କଙ୍ଗନାଙ୍କୁ ତାଙ୍କ...

୧୨ ଏମ୍‌ପିଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ହେବ ନାହିଁ: ରାଜ୍ୟ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦।୧୧: ରାଜ୍ୟ ସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ ଜଣ ସଦସ୍ୟଙ୍କୁ ନିଲମ୍ବିତ କରାଯାଇଛି। ଏହାକୁ ବିରୋଧ କରି ମଙ୍ଗଳବାର ବିରୋଧୀମାନେ ପାର୍ଲାମେଣ୍ଟରେ ହଟ୍ଟଗୋଳ କରିଛନ୍ତି। ରାଜ୍ୟ ସଭା ଆଗରେ ଥିବା ଗାନ୍ଧୀ ପ୍ରତିମା ନିକଟରେ ବିରୋଧୀ ଏମ୍‌ପିମାନେ ଧାରଣା...

କୃଷକ ଆନ୍ଦୋଳନ ଯୋଗୁ ବର୍ଷକରେ ୬୦ ହଜାର କୋଟି କ୍ଷତି…

ନୂଆଦିଲ୍ଲୀ,୩୦।୧୧: ଦିଲ୍ଲୀ ଏବଂ ଏହାର ଆଖପାଖ ରାଜ୍ୟରେ କୃଷକଙ୍କ ଆନ୍ଦୋଳନ ଯୋଗୁ ଏକ ବର୍ଷ ମଧ୍ୟରେ ପ୍ରାୟ ୬୦ ହଜାର କୋଟି ମୂଲ୍ୟର କାରବାର କ୍ଷତି ହୋଇଛି। ଏହି ବ୍ୟବସାୟିକ କ୍ଷତି ମୁଖ୍ୟତଃ ୨୦୨୦ ନଭେମ୍ବର, ଡିସେମ୍ବର ଏବଂ ୨୦୨୧...

ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇବାକୁ ଦାବି କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ: ବିଶ୍ୱର ୧୫ରୁ ଅଧିକ ଦେଶରେ ଏବେ ମାରାତ୍ମକ ‘ଓମିକ୍ରନ’ ଭାରିଏଣ୍ଟ ବ୍ୟାପି ଗଲାଣି। ବିଭିନ୍ନ ଦେଶରୁ ବିମାନ ଭାରତକୁ ଆସୁଛି। ଡିସେମ୍ବର ୧୫ରୁ ମଧ୍ୟ ନିୟମିତ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ତେଣୁ ଭାରତରେ ‘ଓମିକ୍ରନ’...

ଭାରତୀୟଙ୍କ ହାତରେ ବିଶ୍ୱ ଡିଜିଟାଲ ଜଗତର ଦାୟିତ୍ୱ

ନୂଆଦିଲ୍ଲୀ,୩୦।୧୧: ଟୁଇଟ୍‌ର ସିଇଓ ପଦରୁ ଜ୍ୟାକ୍‌ ଡୋର୍‌ସି ଇସ୍ତଫା ଦେବା ପରେ ଭାରତୀୟ ବଂଶୋଦ୍ଭବ ପରାଗ ଅଗ୍ରୱାଲଙ୍କୁ ଏହି ପଦରେ ନିଯୁକ୍ତ କରାଯାଇଛି। ଫଳରେ ଏହି ସମୟରେ ବିଶ୍ୱର ଡିଜିଟାଲ ଜଗତର ଭାର ଭାରତୀୟଙ୍କ ହାତରେ ଅଛି । ମାଇକ୍ରୋସଫ୍ଟ...

ଦେବସ୍ଥାନମ୍‌ ବୋର୍ଡ ଭଙ୍ଗ କଲେ ଧାମି ସରକାର…

ଡେରାଡୁନ୍‌,୩୦।୧୧: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସରକାର ଦେବସ୍ଥାନମ୍‌ ବୋର୍ଡ ଭଙ୍ଗ ସମ୍ପର୍କରେ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର ଚାର ଧାମ୍‌ ଦେବସ୍ଥାନମ୍‌ ପ୍ରବନ୍ଧନ ବୋର୍ଡ ବିଧେୟକକୁ ଫେରାଇ ନେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।...

ଏଲ୍‌ଓସିରେ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର…

ଶ୍ରୀନଗର,୩୦।୧୧: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ଏଲ୍‌ଓସି ଦେଇ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ହୋଇଛି। ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଏନେଇ ଯୋଜନା କରାଯାଇଛି। ଆଇଏସ୍‌ଆଇ ପକ୍ଷରୁ ଏହାର କାର୍ଯ୍ୟାଳୟଗୁଡ଼ିକୁ ଲଞ୍ଚପ୍ୟାଡ୍‌ ଭାବେ ବ୍ୟବହାର କରାଯାଉଛି। ଜମ୍ମୁର...

ଅନୁଚ୍ଛେଦ ୩୭୦ ନାମରେ ସ୍ପୋର୍ଟସ୍‌ ଲିଗ୍‌ ଆରମ୍ଭ କରିବ ଭାଜପା…

ଗାନ୍ଧୀନଗର,୩୦।୧୧: ଭାଜପା  ଅନୁଚ୍ଛେଦ ୩୭୦ ନାମ ଅନୁସାରେ ଏକ ସ୍ପୋର୍ଟସ୍‌ ଲିଗ୍‌ ଆରମ୍ଭ କରିବାକୁ ଯାଉଛି। ଗୁଜରାଟର ଗାନ୍ଧୀନଗରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀରେ ଏହି ଲିଗ ଆୟୋଜିତ ହେବ ଏବଂ ଏଥିରେ କ୍ରିକେଟ ଏବଂ କବାଡି ଭଳି...

ଆବାସିକ ବିଦ୍ୟାଳୟରେ ୪୫ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର ମୁଥାଙ୍ଗି ଗାଁରେ ଥିବା ମହାତ୍ମା ଜ୍ୟୋତିବା ଫୁଲେ ଗୁରୁକୁଳ ଏକ ଆବାସିକ ବିଦ୍ୟାଳୟରେ ୪୫ ଜଣ ଛାତ୍ରୀଛାତ୍ର ଓ ଜଣେ ଶିକ୍ଷକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସୂଚନାନୁସାରେ, ତିନି ଦିନ ତଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri