ଜାତୀୟ

ଶାସନକାଳର ୨ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନତାଙ୍କୁ ଧନ୍ୟବାଦ ଦେଲେ ଠାକରେ

ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ର ସରକାରଙ୍କ ଶାସନକୁ ୨ ବର୍ଷ ପୂରଣ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ୨ ବର୍ଷ ମଧ୍ୟରେ ଅଧିକାଂଶ ଦିନ କରୋନା ମହାମାରୀ ମଧ୍ୟରେ କଟିଛି । ହେଲେ ମହାବିକାଶ ଅଘାଡି(ଏମ୍‌ବିଏ)...

ସର୍ବଦଳୀୟ ବୈଠକରେ ଯୋଗ ଦେଲେନି ପ୍ରଧାନମନ୍ତ୍ରୀ, ଏଏପି କଲା ବହିଷ୍କାର…

ନୂଆଦିଲ୍ଲୀ,୨୮।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରବିବାର ଡକାଯାଇଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକରେ ଯୋଗଦେଇ ନାହାନ୍ତି। କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ, ଆଧୀର ରଞ୍ଜନ ଚୌଧୁରୀ, ଆନନ୍ଦ...

୨୦୨୪ରେ ‘ମୋଦି ବନାମ ଦିଦି’ ଶଙ୍ଖନାଦ, କଂଗ୍ରେସ ବୈଠକରୁ ଦୂରେଇଲା ତୃଣମୂଳ…

ନୂଆଦିଲ୍ଲୀ,୨୮।୧୧: ସଂସଦର ଶୀତ ଅଧିବେଶନ ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଗୃହରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ସୋମବାର କଂଗ୍ରେସ ବିରୋଧୀ ଦଳର ଏକ ବୈଠକ ଡାକିଛି। କିନ୍ତୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ...

ଗୌତମ ଗମ୍ଭୀରଙ୍କୁ ଆଇଏସ୍ କଶ୍ମୀର ପକ୍ଷରୁ ମିଳିଲା ଧମକ, କହିଲେ ବଞ୍ଚାଇ ପାରିବେନି ଆଇପିଏସ୍ ଶ୍ୱେତା

ନୂଆଦିଲ୍ଲୀ, ପୂର୍ବତନ କ୍ରିକେଟର ତଥା ଭାରତୀୟ ଜତନା ପାର୍ଟି ଏମ୍‌ପି ଗୌତମ ଗମ୍ଭୀରଙ୍କୁ ଆଇଏସ୍ କଶ୍ମୀର ପକ୍ଷରୁ ପୁଣିଥରେ ଜୀବନରୁ ମାରିଦେବାକୁ ଧମ ଦିଆଯାଇଛି । ଶନିବାର-ରବିବାର ରାତିରେ ଇମେଲ ଜରିଆରେ ଏହି ଧମକ ଦିଆଯାଇଛି ।ଏଥର ମେଲରେ ଦିଲ୍ଲୀ...

ତିନି ଧାଡ଼ିଆ ହ୍ବିପ୍‌ ଅନୁସାରେ ଉପସ୍ଥିତ ରହିବେ ସମସ୍ତ ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୮।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ତିନି ଧାଡିଆ ହ୍ବିପ୍‌ ଜାରି କରାଯାଇଛି। ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଅଧିବେଶନରେ ଏମ୍‌ପିମାନେ ଉପସ୍ଥିତ ରହିବାକୁ ଭାଜପା କହିଛି। ଏହି...

କ୍ଷମତାରେ ରହିବାର ଆଶୀର୍ବାଦ ଦିଅନ୍ତୁ ନାହିଁ, ସବୁବେଳେ ସେବା କରିବାକୁ ଚାହେଁ…

ନୂଆଦିଲ୍ଲୀ,୨୮।୧୧: ଦେଶର ସ୍ବାଧୀନତାର ୭୫ ବର୍ଷ ଉପଲକ୍ଷେ ଆୟୋଜିତ ହେଉଥିବା ଅମୃତ ମହୋତ୍ସବ ମନରେ ଦେଶ ଲାଗି କିଛି କରିବାର ଉତ୍ସାହ ଏବଂ ପ୍ରେରଣା ଦେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୩ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଏଭଳି...

ହ୍ବାଟସ୍‌ଆପ୍‌ରେ ପେପର ଲିକ୍‌, ପରୀକ୍ଷା ବାତିଲ…

ଲକ୍ଷ୍ନୌ,୨୮।୧୧: ହ୍ବାଟସ୍‌ଆପ୍‌ରେ ପେପର ଲିକ୍‌ ହେବା ଯୋଗୁ ରବିବାର ଉତ୍ତରପ୍ରଦେଶରେ ହେବାକୁ ଥିବା ଟିଇଟି ପରୀକ୍ଷାକୁ ବାତିଲ କରି ଦିଆଯାଇଛି। ଏହି ପରୀକ୍ଷା ଦୁଇଟି ସିଫ୍ଟରେ କରାଯାଉଥିଲା। ଏହି ପରୀକ୍ଷାରେ ୨୧,୬୨,୨୮୭ ପ୍ରାର୍ଥୀ ପରୀକ୍ଷା ଦେଇଥାନ୍ତେ। କୁହାଯାଉଛି ଯେ ବର୍ତ୍ତମାନ...

ମୃତଦେହକୁ ଶ୍ମଶାନ ନେଇ ଯାଉଥିବାବେଳେ ମର୍ମନ୍ତୁଦ ଦୁର୍ଘଟଣା, ୧୮ ମୃତ…

କୋଲକାତା,୨୮।୧୧: ମୃତଦେହର ଅନ୍ତିମ ସଂସ୍କାର ପାଇଁ ଯାଉଥିବାବେଳେ ଏକ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ରାତିରେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ...

୫୦ ବର୍ଷରେ ମହିଳା ଭୋଟରଙ୍କ ସଂଖ୍ୟା ୨୩୫ ପ୍ରତିଶତରୁ ଅଧିକ…

ନୂଆଦିଲ୍ଲୀ,୨୮।୧୧: ଦେଶରେ ୧୯୭୧ ନିର୍ବାଚନ ପରଠାରୁ ମହିଳା ଭୋଟରଙ୍କ ସଂଖ୍ୟାରେ ୨୩୫.୭୧ ପ୍ରତିଶତ ବୃଦ୍ଧି ଘଟିଛି। ଦେଶରେ ମହିଳାଙ୍କ ଭୋଟର ନିର୍ବାଚନରେ ପୁରୁଷଙ୍କ ତୁଳନାରେ ଅଧିକ ମତଦାନ କରୁଛନ୍ତି। ଅଂଶଗ୍ରହଣ ୨୦୧୯ ସାଧାରଣ ନିର୍ବାଚନରେ ଭହିଳା ଭୋଟରଙ୍କ ସଂଖ୍ୟା୬୭ ପ୍ରତିଶତରୁ...

ପାକିସ୍ତାନୀ ଗୁପ୍ତଚର ଗିରଫ…

ଜୈସଲମେର,୨୮।୧୧: ରାଜସ୍ଥାନର ଜୈସଲମେରରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କ ନାମ ନବାବ ଖାଁ। ତାଙ୍କ ବୟସ ୩୨ ବର୍ଷ। ସେ ଚାନେସର ଖାଁ ଅଞ୍ଚଳର ବାସିନ୍ଦା। ଏହି ପାକିସ୍ତାନୀ ଗୁପ୍ତଚରଙ୍କୁ ଭାରତୀୟ...

ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୨୧ ଜଣଙ୍କ...

ଉଦ୍ଧବ ସରକାର ପୂରଣ କଲା ଦୁଇ ବର୍ଷ

ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ରର ମହାବିକାଶ ଅଘାଡି ମେଣ୍ଟ ସରକାର ୨ବର୍ଷ ପୂରଣ କରିଛି । ଏହି ଅବସରରେ ମେଣ୍ଟରେ ସାମିଲ ଥିବା ଶିବସେନା, ଏନ୍‌ସିପି ଓ କଂଗ୍ରେସରେ କର୍ମୀମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri