ଜାତୀୟ

ସତ ହେବ ସ୍ୱପ୍ନ: ରବି କିଶନ

ନୂଆଦିଲ୍ଲୀ,୨୩ ।୧୧: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ସମ୍ମିଳନୀରେ ଯୋଗଦେଇ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ରବି କିଶନ କହିଛନ୍ତି ଉତ୍ତର ପ୍ରଦେଶରେ ଏବେ ବହୁ ଭାଷାରେ ଚଳଚ୍ଚିତ୍ର ଶୁଟିଂ ଚାଲିଛି । ଭୋଜପୁରୀ ଭାଷାରେ କିଛି ଚଳଚ୍ଚିତ୍ର ବି...

ବିବାଦୀୟ ବ୍ୟଙ୍ଗଚିତ୍ରକୁ ଲଳିତକଳା ଏକାଡେମୀ ପକ୍ଷରୁ ପୁରସ୍କୃତ ନିଷ୍ପତ୍ତି,ନୋଟିସ୍‌ ଜାରି କଲେ ହାଇକୋର୍ଟ…

ନୂଆଦିଲ୍ଲୀ,୨୩।୧୧: ଏକ ବିବାଦୀୟ ବ୍ୟଙ୍ଗଚିତ୍ରକୁ ଲଳିତକଳା ଏକାଡେମୀ ପକ୍ଷରୁ ପୁରସ୍କୃତ କରିବାକୁ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ବିରୋଧରେ କେରଳ ହାଇକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ଏହାକୁ ଭିତ୍ତି କରି ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି ହୋଇଛି। ବିଚାରପତି ଏନ୍‌.ନାଗରେଶଙ୍କ...

କଂଗ୍ରେସର ଅଳିଆକୁ ନେବାକୁ ଚାହୁଁନାହିଁ ଏଏପି: କେଜରିୱାଲ

ଅମୃତସର,୨୩ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ଏବେ ପଞ୍ଜାବ ବିଧାନସଭାରେ ନିଜ ଦଳକୁ ଶକ୍ତ କରିବାରେ ଲାଗି ପଡିଛନ୍ତି । ମଙ୍ଗଳବାର ପଞ୍ଜାବରେ ପହଞ୍ଚି ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ।...

ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଭାଜପା-ଟିଏମସି ବିବାଦ ମଧ୍ୟରେ ସୁପ୍ରିମକୋର୍ଟ ତ୍ରିପୁରା ସରକାରଙ୍କୁ ପ୍ରଶ୍ନ କରିଛନ୍ତି...

ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ୪୫ ଜିଅନ୍ତା ଦଗ୍ଧ

  ନୂଆଦିଲ୍ଲୀ,୨୩।୧୧: ବୁଲଗେରିଆର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ହାଇୱେରେ ଅବସ୍ଥିତ ଉତ୍ତର ମାସିଡୋନିଆର ଏକ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪୫ ଜଣ ଜିଅନ୍ତା ଦଗ୍ଧ ହୋଇଥିବା ନେଇ ସୂଚନା ରହିଛି। ମୃତାହତ ହୋଇଥିବା ଲୋକଙ୍କ ମଧ୍ୟରେ...

ଶହୀଦ୍‌ ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର ସମ୍ମାନ…

ନୂଆଦିଲ୍ଲୀ,୨୩।୧୧: ଲଦାଖ ସେକ୍ଟରର ଗଲୱାନ ଘାଟିରେ ଚାଇନା ସୈନ୍ୟଙ୍କ ସହିତ ସଂଘର୍ଷରେ ଶହୀଦ୍‌ ହୋଇଥିବା କର୍ନଲ ସନ୍ତୋଷ ବାବୁଙ୍କୁ ମଙ୍ଗଳବାର ମହାବୀର ଚକ୍ରରେ ସମ୍ମାନିତ କରାଯାଇଛି। ତାଙ୍କ ମାତା ଓ ସ୍ତ୍ରୀଙ୍କୁ ରାଜ ଭବନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ...

ଆମେଠିରେ ତିଆରି ହେବ ଏକେ-୨୦୩ ଅସ୍ଲଟ ରାଇଫଲ

ନୂଆଦିଲ୍ଲୀ,୨୩ ।୧୧: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ମାସ ୫ ତାରିଖରେ ଭାରତ ଯାତ୍ରାରେ ଆସୁଛନ୍ତି । ପୁଟିନଙ୍କ ଏହି ଯାତ୍ରା ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକେ ୨୦୩ ଅସଲ୍ଟ ରାଇଫଲର ୫୦୦୦ କୋଟି ଡିଲକୁ ନେଇ ପ୍ରସ୍ତୁତିରେ...

ଅନ୍ତର୍ଜାତୀୟ ବିମାନ ବନ୍ଦର ସଂଖ୍ୟାରେ ବି ଉତ୍ତରପ୍ରଦେଶ ଏକ ନମ୍ବର ସ୍ଥାନରେ…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶର ଜଓ୍ବେର ବିମାନ ବନ୍ଦରର ଭିତ୍ତିପ୍ରସ୍ତର ସ୍ଥାପନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୨୫ରେ କରିବେ। ଏହା ରାଜ୍ୟର ପଞ୍ଚମ ଅନ୍ତର୍ଜାତୀୟ ବିମାନବନ୍ଦର ହେବ। ପୂର୍ବରୁ ଏକ୍ସପ୍ରେସ୍‌ ଓ୍ବେ ନିର୍ମାଣରେ ଉତ୍ତରପ୍ରଦେଶ ଆଗରେ ଥିଲା। ଏବେ ବିମାନବନ୍ଦର କ୍ଷେତ୍ରରେ...

ସ୍ପୁଲ୍‌ ଯାଇ ନ ପାରିବାରୁ ୯ମ ଶ୍ରେଣୀ ଛାତ୍ର ନେଲେ ଏମିତି ପଦକ୍ଷେପ

ଭୋପାଳ,୨୩।୧୧: ମଧ୍ୟପ୍ରଦେଶର ବୈତୁଲରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଯାଇ ନ ପାରିବା କାରଣରୁ ଜଣେ ୯ମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାର ଯାଞ୍ଚ୍‌ ଆରମ୍ଭ କରିଛି। ମୃତ ଛାତ୍ର ଜଣଙ୍କ ହେଲେ ରାହୁଲ ସରଦାର।...

ଆଇଆଇଟିରେ ଛାତ୍ରଙ୍କ ଆଡମିଶନ ପାଇଁ ସ୍ବତନ୍ତ୍ର ଅଧିକାରର ପ୍ରୟୋଗ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୩।୧୧: ଆଇଆଇଟି ବମ୍ବେରେ ଜଣେ ଏସ୍‌ସି ଛାତ୍ରଙ୍କ ଆଡମିଶନ ନେଇ ସୁପ୍ରିମକୋର୍ଟ ନିଜର ସ୍ବତନ୍ତ୍ର ଅଧିକାର ପ୍ରୟୋଗ କରିଛନ୍ତି। ଛାତ୍ରଙ୍କୁ ୪୮ ଘଣ୍ଟା ମଧ୍ୟରେ ଆଡମିଶନ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବିଧାନର ଧାରା ୧୪୨ ଅନୁଯାୟୀ ଶୀର୍ଷକୋର୍ଟଙ୍କୁ ଦିଆଯାଇଥିବା...

ମୁମ୍ବାଇ ଆତଙ୍କବାଦୀ ବିସ୍ଫୋରଣ ପରେ ମନମୋହନ ସରକାରଙ୍କୁ ପାକିସ୍ତାନ ବିରୋଧରେ ବଡ଼ ପଦକ୍ଷେପ ଗ୍ରହଣ କରିବା ଉଚିତ ଥିଲା…

ନୂଆଦିଲ୍ଲୀ,୨୩।୧୧: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୀଷ ତିଓ୍ବାରୀ ୨୦୦୮ ମୁମ୍ବାଇ ଆକ୍ରମଣ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମନୀଷ ତତ୍କାଳୀନ ମନମୋହନ ସରକାରଙ୍କୁ ଘେରିଛନ୍ତି। ଏହି ଆକ୍ରମଣ ପରେ ସରକାର ପାକିସ୍ତାନ ଉପରେ...

ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ଗୁରୁତର ଅପରାଧ ନୁହେଁ, ହାଇକୋର୍ଟଙ୍କ ରାୟ ନେଇ ବିବାଦ…

ଆହ୍ଲାବାଦ୍‌,୨୩।୧୧: ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏକ ବିବାଦୀୟ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଯୌନ ସମ୍ପର୍କକୁ ’ଗୁରୁତର ଅପରାଧ ଭାବେ ଗ୍ରହଣ କରାଯାଇ ପାରିବ ନାହିିଁ। ଏହା ସହିତ କୋର୍ଟ ଦୋଷୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri