ଜାତୀୟ

ଅଟଳ ବିହାରୀଙ୍କ ନାମରେ ନାମିତ ହେବ ଯମୁନା ଏକ୍ସପ୍ରେସ ୱେ…

ନୋଏଡା,୨୩।୧୧: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ  ଯୋଗୀ ଆଦିତ୍ୟନାଥ ସରକାର ଯମୁନା ଏକ୍ସପ୍ରେସ ୱେର ନାମ ପରିବର୍ତ୍ତନ କରିବାକୁ ଯୋଜନା କରୁଛନ୍ତି। ଦୁଇ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରେଟର ନୋଏଡାକୁ ଜୁଆର ବିମାନବନ୍ଦରର ଭୁମି ପୂଜନ କରିବା ପାଇଁ ଆସୁଛନ୍ତି।...

ଚିନି ମିଲ ଉଦ୍‌ଘାଟନ ପାଇଁ ଆସିଲେ ଅଜୟ ମିଶ୍ରାଙ୍କୁ କରାଯିବ ବିରୋଧ: ଟିକାଏତ

ଲଖିମପୁର,୨୩ ।୧୧: କେନ୍ଦ୍ର ସରକାର ୩ କୃଷି ଆଇନକୁ ପ୍ରତ୍ୟାହର କରିନେବା ପରେ ଏବେ କେନ୍ଦ୍ର ଗୃହରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ରା ‘ଟେନି’ଙ୍କୁ ଗିରଫ କରିବାକୁ ଦାବି କରାଯାଉଛି । ଭାରତୀୟ କୃଷକ ୟୁନିୟନର ପ୍ରବକ୍ତା ରାକେଶ ଟିକାଏତ କହିଛନ୍ତି,...

ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୮ ହଜାର ତଳେ ରହିଛି। ଗୋଟିଏ ଦିନ ପୂର୍ବରୁ ଏହା ୯ ହଜାର ତଳେ ଥିଲା। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାର ୫୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ଗିରଫ ହେବେନି ପରମବୀର

ନୂଆଦିଲ୍ଲୀ, ୨୩।୧୧: ସୁପ୍ରିମକୋର୍ଟ ସୋମବାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଗିରଫଦାରିରୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ବାରମ୍ବାର ଓ୍ବାରେଣ୍ଟ ଜାରି ସତ୍ତ୍ୱେ ସେ ତଦନ୍ତ ପାଇଁ ହାଜର ନ ହେବାରୁ ମୁମ୍ବାଇର ଏକ ମାଜିଷ୍ଟ୍ରେଟ୍‌ କୋର୍ଟ...

ତ୍ରିପୁରା ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଦିଲ୍ଲୀରେ ବିକ୍ଷୋଭ

ନୂଆଦିଲ୍ଲୀ, ୨୩।୧୧: ତ୍ରିପୁରାରେ ଟିଏମ୍‌ସିର ଯୁବନେତ୍ରୀଙ୍କ ଉପରେ ପୋଲିସର ବର୍ବରତା ଓ ଗିରଫଦାରି ପ୍ରତିବାଦରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଦଳର ଏମ୍‌ପିମାନେ ଧାରଣାରେ ବସିଛନ୍ତି। ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ...

କ୍ଷମା ନୁହେଁ, ସମାଧାନ ଚାହୁଁ

ଲକ୍ଷ୍ନୌ, ୨୩।୧୧: ବିବାଦୀୟ ୩ କୃଷି ଆଇନ ପ୍ରତ୍ୟାହାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ସତ୍ତ୍ୱେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ସୋମବାର ଲକ୍ଷ୍ନୌରେ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଆଇନ ପ୍ରତ୍ୟାହାର ନ...

ସିଂହଭୂମ ପୃଥିବୀର ପ୍ରଥମ ବେଳାଭୂମି

ସିଂହଭୂମ, ୨୩ା୧୧: ପୃଥିବୀର ସର୍ବପୁରାତନ ଇତିହାସ ମଧ୍ୟରୁ ସବୁଠୁ ଅଧିକ ରହସ୍ୟ ଓ ରୋମାଞ୍ଚକର କଥା ହେଉଛି କିପରି ଏବଂ କେବେ ପୃଥିବୀ ପ୍ରଥମ ଥର ପାଇଁ ପାଣି ଭିତରୁ ବାହାରିଥିଲା। ଟେକ୍ଟୋନିକ୍‌ ପ୍ଲେଟ୍‌ ଗତିବିଧି ଯୋଗୁ ଜଳମଗ୍ନ ପୃଥିବୀରୁ...

କଙ୍ଗନାଙ୍କ ପରେ ସ୍ୱାଧିନତାକୁ ନେଇ ବିବାଦୀୟ ବୟାନ ଦେଲେ ମଣିଶଙ୍କର

ନୂଆଦିଲ୍ଲୀ,୨୩ ।୧୧: ଦେଶର ସ୍ୱାଧିନତାକୁ ନେଇ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଏକ ବିବାଦୀୟ ବୟାନ ଦେଇଥିଲେ । ଏବେ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ମଣିଶଙ୍କର ଆୟାର ଦେଶର ସ୍ୱାଧିନତାକୁ...

ଜେୱର ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ, ଗୋଟିଏ ଦିନ ପରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୋଦି

ଲକ୍ଷ୍ନୌ,୨୩ ।୧୧: ଏସିଆର ସବୁଠାରୁ ବଡ ବିମାନ ବନ୍ଦର ଭାବେ ବିକଶିତ ହେବାକୁ ଯାଉଛି ନୋଏଡ଼ା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ । ଏହାର ଶିଳାନ୍ୟାସ ନଭେମ୍ବର ୨୫ରେ କରାଯିବ । ଏହି ଶିଳାନ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ । ଏହାପୂର୍ବରୁ...

ଆତଙ୍କବାଦୀ ଆକ୍ରମଣର ଧମକ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଶିମଲା,୨୩ ।୧୧: ହିମାଚଳ ପ୍ରଦେଶ ଶିମଲା ରେଲୱେ ଷ୍ଟେଶନର ଅଥରିଟି କାଲକା-ଶିମଲା ରେଲୱେରେ ସୁରକ୍ଷା କଡାକଡି କରିଛନ୍ତି । ଚଳିତ ମାସ ଆରମ୍ଭରେ କିଛି ଆତଙ୍କବାଦୀ ସଙ୍ଗଠନ ଦ୍ୱାରା ମନ୍ଦିର ଓ ରେଲୱେ ଷ୍ଟେଶନରେ ଆକ୍ରମଣ କରିବାର ଧମକ ଦେବା...

‘ଆଧୁନିକ ଶିକ୍ଷା ଦ୍ୱାରା ଚରିତ୍ର ଗଠନ ହୋଇପାରିବ ନାହିଁ’

ହାଇଦ୍ରାବାଦ, ୨୩ା୧୧: ଆଧୁନିକ ଶିକ୍ଷାର ପ୍ରକୃତି ଉପଯୋଗିତା ଯୋଗ୍ୟ। କିନ୍ତୁ ଏହା ପିଲାଙ୍କ ଚରିତ୍ର ଗଠନ କିମ୍ବା ନୈତିକ ମୂଲ୍ୟବୋଧ ପ୍ରଦାନ ଦିଗରେ ଉପଯୁକ୍ତ ନୁହେଁ। ପ୍ରକୃତ ଶିକ୍ଷାରେ ବ୍ୟକ୍ତିର ସାମଗ୍ରିକ ବିକାଶ ଅନ୍ତର୍ଭୂକ୍ତ ହେବା ଉଚିତ ବୋଲି ଭାରତର...

ରାମାୟଣ ସର୍କିଟ ଟ୍ରେନ୍‌: ବିରୋଧ ପରେ ବଦଳିଲା ୱେଟର୍ସଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୨୩ ।୧୧: ରାମାୟଣ ସର୍କିଟ ସ୍ପେଶାଲ ଟ୍ରେନରେ ୱେଟର୍ସଙ୍କ ୟୁନିଫର୍ମକୁ ନେଇ ଉଜ୍ଜୟିନୀର ସାଧୁ-ସନ୍ଥମାନେ ବିରୋଧ କରିବା ପରେ ଆଇଆର୍‌ସିଟିସି ରାମାୟଣ ଏକ୍ସପ୍ରେସରେ ସେବା ଯୋଗାଇ ଦେଉଥିବ ୱେଟର୍ସଙ୍କ ଡ୍ରେସ୍ ବଦଳାଯାଇଛି । ସୋମବାର ସନ୍ଧ୍ୟାରେ ଆଇଆର୍‌ସିଟିସି ପକ୍ଷରୁ ଟୁଇଟ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri