ଜାତୀୟ

‘ପ୍ରତି ମହିଳାଙ୍କୁ ମାସକୁ ମିଳିବ ହଜାର ଟଙ୍କା’

ମୋଗା,୨୨।୧୧: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ନିର୍ବାଚନ ପ୍ରତିଶୃତି ଦେଇଛନ୍ତି। ପଞ୍ଜାବର ମୋଗାରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି ଯେ, ଯଦି ପଞ୍ଜାବରେ ଆମ ଆଦମୀ ପାର୍ଟି ସରକାର ଗଠନ ହୁଏ ତେବେ ୧୮...

ଭରଣପୋଷଣରେ ଖିଲାପ ଅଭିଯୋଗରେ ଏକକାଳୀନ ମାସେରୁ ଅଧିକ କାରାଦଣ୍ଡାଦେଶ କରି ହେବ ନାହିଁ…

ଚଣ୍ଡିଗଡ଼,୨୨।୧୧: ଭରଣପୋଷଣ ଆଦେଶର ଖିଲାପ ଅଭିଯୋଗରେ ଅଭିଯୁକ୍ତଙ୍କୁ ଏକକାଳୀନ ମାସେରୁ ଅଧିକ କାରାଦଣ୍ଡାଦେଶ କରି ହେବ ନାହିଁ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ ଏକ ମାମଲାର ଶୁଣାଣି ସମୟରେ କୁହାଯାଇଛି। ବିଚାରପତି ମଞ୍ଜୁରୀ ନେହେରୁ କୌଲଙ୍କ ନେତୃତ୍ୱରେ...

ସାବରିମାଲା ପ୍ରସାଦରେ ହଲାଲ ଗୁଡ଼ ବିବାଦ, ଖାଦ୍ୟ ସୁରକ୍ଷା ବିଭାଗର ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୨୨।୧୧: ସାବରିମାଲା ମନ୍ଦିରରେ ପ୍ରସାଦ ଏବଂ ନୈବେଦ୍ୟ ପାଇଁ ବ୍ୟବହୃତ ହେଉଥିବା ଅଶୁଦ୍ଧ ହଲାଲ ଗୁଡ଼ ବିବାଦରେ କେରଳ ହାଇକୋର୍ଟ ଖାଦ୍ୟ ସୁରକ୍ଷା ବିଭାଗର ସ୍ପଷ୍ଟୀକରଣ ଲୋଡିଛନ୍ତି। ବିଚାରପତି ଅନୀଲ କେ. ନରେନ୍ଦ୍ରମ୍‌ ଏବଂ ପି.ଜି. ଅଜିତ୍‌ କୁମାରଙ୍କ ନେତୃତ୍ୱରେ...

ଦେଶର ଅର୍ଥନୀତିକୁ ହାତୀ ସହ ତୁଳନା କଲେ ଆନନ୍ଦ ମହିନ୍ଦ୍ରା: ଦେଖନ୍ତୁ ମଜାଦାର ଭିଡିଓ

ନୂଆଦିଲ୍ଲୀ,୨୨।୧୧: ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରତିଦିନ କିଛି ନୂଆ ନୂଆ ମଜାଦାର ଶିକ୍ଷଣୀୟ ଭିଡିଓ ଶେୟାର କରନ୍ତି। ବିଶେଷ କଥା ହେଉଛି ତାଙ୍କ ପୋଷ୍ଟ ଦେଖିବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ...

ନିଜ ପସନ୍ଦରେ ବିବାହ କରିଥିବା ଦମ୍ପତିଙ୍କୁ ଧମକ ଦେଲେ କାର୍ଯାନୁଷ୍ଠାନ, ଡିଜିପିଙ୍କୁ ନିର୍ଦ୍ଦେଶ…

ଡେରାଡୁନ୍‌,୨୨।୧୧: ନିଜ ପସନ୍ଦରରେ ବିବାହ କରୁଥିବା ଦମ୍ପତିଙ୍କୁ ସେମାନଙ୍କ ପରିବାର ସଦସ୍ୟ ଅବା ବାହାରର କୌଣସି ବ୍ୟକ୍ତିଙ୍କ ଠାରୁ ଧମକ ମିଳିବାର ଅଭିଯୋଗ ଆସିଲେ, ଏନେଇ ତତ୍‌କାଳ ପଦକ୍ଷେପ ଗ୍ରହଣ କରିବାକୁ ଉତ୍ତରାଖଣ୍ଡ ହାଇକୋର୍ଟ ପୋଲିସ ବିଭାଗ ଉଚ୍ଚ ଅଧିକାରୀଙ୍କୁ...

ସଂଶୋଧିତ କୃଷି ଆଇନକୁ ଫେରାଇ ନିଆଯିବାର ସାମ୍ବିଧାନିକ ଉପାୟ…

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି। ଆନ୍ଦୋଳନ ଶେଷ କରିବାକୁ ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି। ତେବେ ସଂସଦରେ ଆଇନ ନ...

ତ୍ରିପୁରା ହିଂସା: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଅଡି ବସିଲା ତ୍ରୁଣମୂଳ କଂଗ୍ରେସ

ନୂଆଦିଲ୍ଲୀ,୨୨ ।୧୧: ତ୍ରିପୁରାରେ ପୋଲିସ ବର୍ବରତାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ପାର୍ଟି ତ୍ରୁଣମୂଳ କଂଗ୍ରେସର ଏମ୍‌ପଙ୍କ ପ୍ରତିନିଧିମଣ୍ଡଳ ସୋମବାର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ଟିଏମ୍‌ସିର ଏମ୍‌ପିମାନେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହ...

ତିନି ରାଜଧାନୀ ଆଇନ ପ୍ରସ୍ତାବ ଫେରାଇନେବେ ଆନ୍ଧ୍ରପ୍ରଦେଶ ସରକାର…

ହାଇଦ୍ରାବାଦ,୨୨।୧୧: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀଙ୍କ ସରକାରଙ୍କ ପକ୍ଷରୁ ଅଣାଯାଇଥିବା ତିନି ରାଜଧାନୀ ଆଇନ ପ୍ରସ୍ତାବକୁ ଫେରାଇ ନିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ଆଡଭୋକେଟ ଜେନେରାଲ ଶୁଭ୍ରାମନ୍ୟମ ଶ୍ରୀରାମ ଏନେଇ...

ଇସ୍ରୋ ବୈଜ୍ଞାନିକଙ୍କୁ ନିର୍ଯାତନା, ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୨୨।୧୧: ଇସ୍ରୋ ଗୁପ୍ତଚରୀ ମାମଲାରେ ୪ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଆଗୁଆ ଜାମିନ୍‌ ବିରୋଧରେ ନୋଟିସ୍‌ ଜାରି କରିଛନ୍ତି। ୧୯୯୪ରେ କ୍ରାୟୋଜେନିକ୍‌ ଇଞ୍ଜିନ୍‌ ଗୁପ୍ତଚରୀ ଅଭିଯୋଗ ଅଣାଯାଇ ବୈଜ୍ଞାନିକ ନାମ୍ବି ନାରାୟଣଙ୍କ ସମେତ ୪ ଇସ୍ରୋ...

ମୁଲାୟମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୧: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟୁଇଟ୍ କରି କହିଛନ୍ତି ମୁଲାୟମ ସିଂ ଯାଦବଙ୍କର ଭାରତୀୟ ରାଜନୀତିରେ ମହତ୍ୱପୂର୍ଣ୍ଣ ଯୋଗଦାନ...

ଦିଲ୍ଲୀରେ ଚାଲିବନି ଟ୍ରକ୍‌

ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀରେ ଚାଲିବନି ଟ୍ରକ୍‌। ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କ ବାୟୁ ଗୁଣବତ୍ତା ପ୍ରବଧ୍ୟନ ଆୟୋଗ ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଏହି ନିୟମ ଲାଗୁ କରିଥିବା...

ଅଭିନନ୍ଦନଙ୍କୁ ବୀର ଚକ୍ର…

ନୂଆଦିଲ୍ଲୀ,୨୨।୧୧: ବାୟୁସେନାର ଗ୍ରୁପ୍‌ କ୍ୟାପଟେନ୍‌ ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ରରେ ସମ୍ମାନୀତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ସମୟରେ ଅଭିନନ୍ଦନ ବାୟୁସେନାର ଓ୍ବିଙ୍ଗ୍‌ କମାଣ୍ଡା ଭାବେ କାର୍ଯ୍ୟ କରୁଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri