ଜାତୀୟ

ପାଇଲଟ ଖୁସି: କହିଲେ କଂଗ୍ରେସ ଏବେ ଏକଜୁଟ…

ଜୟପୁର,୨୧।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ କ୍ୟାବିନେଟରେ ବହୁ ପ୍ରତୀକ୍ଷିତ ଅଦଳବଦଳ ହେବ। ଏହା ଅନ୍ତର୍ଗତ ୧୫ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ ୪ଟାରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ।...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ଚାଇନା ଉପରେ ନଜର, ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ 

ମୁମ୍ବାଇ,୨୧ ।୧୧: ବଢିବ ନୌସେନାର ଶକ୍ତି । ରବିବାର ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ । ଏହି ଯୁଦ୍ଧପୋତର ଲମ୍ବ ୧୩୬ ମିଟର, ଚଉଡା ୧୭ ମିଟର ଥିବା ବେଳେ ଏହାର ଓଜନ ରହିଛି ୭୪୦୦ଟନ । ଏହା...

ମୋଦିଙ୍କ ବିବାଦୀୟ ନୀତି

ନୂଆଦିଲ୍ଲୀ, ୨୧।୧୧: ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବିପୁଳ ଜନାଦେଶ ପାଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିମଧ୍ୟରେ ଅନେକ ବିବାଦୀୟ ନୀତି କାର୍ଯ୍ୟକାରୀ କରିବା ସହ କେତେକକୁ ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ୩ କୃଷି...

ରାଜସ୍ଥାନ ମନ୍ତ୍ରିମଣ୍ଡଳର ପୁର୍ନଗଠନ ଆଜି, ୫ ବିଧାୟକଙ୍କ ସମେତ ୧୫ ମନ୍ତ୍ରୀ ନେବେ ଶପଥ

ଜୟପୁର,୨୧ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରବିବାର ତାଙ୍କ ମନ୍ତ୍ରିମଣ୍ଡଳର ପୁର୍ନଗଠନ କରିବାକୁ ଯାଉଛନ୍ତି । ରବିବାର ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ ମୋଟ ୧୫ ନେତାଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯିବ । ନୂଆ ମନ୍ତ୍ରୀଙ୍କ...

ଏମ୍‌ଏସ୍‌ପିକୁ ନେଇ କୃଷକ ସଙ୍ଗଠନର ବୈଠକ ଆଜି: ୨୯ରେ ସଂସଦ ପର୍ଯ୍ୟନ୍ତ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ,୨୧ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନ ପୂର୍ବରୁ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା କଥା ଘୋଷଣା କରିଥିଲେ । ଏହାପରେ ସିନ୍ଧୁ ସୀମାରେ ପଞ୍ଜାବର କୃଷକ ସଙ୍ଗଠନ ବୈଠକ ଡାକିଥିଲା । ଏଥିରେ ସ୍ଥିର କରାଯାଇଛି କି...

ଦିଲ୍ଲୀ ମେଟ୍ରୋ, ଡିଟିସି ବସରେ ଠିଆ ହୋଇ କରିପାରିବେ ଯାତ୍ରା

ନୂଆଦିଲ୍ଲୀ,୨୧ ।୧୧: ଦିଲ୍ଲୀ-ଏନ୍‌ସିଆରରେ ବାୟୁ ପ୍ରଦୂଷଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ଘରୋଇ ଯାନବାହାନର ବହୁଳ ବ୍ୟବହାର ଏପଟେ ବାୟୁ ପ୍ରଦୂଷଣକୁ ଦେଖପ ଦିଲ୍ଲୀ ସରକାର ଶନିବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ...

କଙ୍ଗନାଙ୍କ ଉପରେ ଦେଶଦ୍ରୋହ

ନୂଆଦିଲ୍ଲୀ, ୨୧।୧୧: ଇନଷ୍ଟାଗ୍ରାମରେ ଷ୍ଟୋରି ପୋଷ୍ଟ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ଉପରେ ରୁଜୁ ହୋଇଛି ଦେଶଦ୍ରୋହ ମାମଲା। ଭାରତୀୟ ଯୁବ କଂଗ୍ରେସ (ଆଇୟାଇସି) ଜାତୀୟ ସମ୍ପାଦକ ଅମ୍ରେଶ ରଞ୍ଜନ ପାଣ୍ଡେ ଓ ଅମବୁଜ ଦିକ୍ସିତ ନୂଆଦିଲ୍ଲୀସ୍ଥିତ ପାର୍ଲାମେଣ୍ଟ...

ପାର୍ଲାମେଣ୍ଟକୁ ଟ୍ରାକ୍ଟର ରାଲିରୁ ଓହରି ନାହାନ୍ତି ଚାଷୀ

ନୂଆଦିଲ୍ଲୀ, ୨୧।୧୧: ବିବାଦୀୟ କୃଷି ଆଇନ ରଦ୍ଦ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ ଆଗାମୀ ଶୀତ ଅଧିବେଶନ ବେଳେ ପାର୍ଲାମେଣ୍ଟକୁ ଟ୍ରାକ୍ଟର ରାଲି କରିବା ନିଷ୍ପତ୍ତିରୁ ଓହରି ନାହାନ୍ତି ଆନ୍ଦୋଳନରେ ସକ୍ରିୟ ଥିବା ଚାଷୀ...

ଇସ୍ତଫା ଦେଲେ ରାଜସ୍ଥାନର ସମସ୍ତ ମନ୍ତ୍ରୀ

ଜୟପୁର,୨୦।୧୧: ରାଜସ୍ଥାନ ମନ୍ତ୍ରିମଣ୍ଡଳରେ ହେବାକୁ ଥିବା ଅଦଳବଦଳର ଗୋଟିଏ ଦିନ ପୂର୍ବରୁ ଇସ୍ତଫା ଦେଇଛନ୍ତି ରାଜ୍ୟର ସମସ୍ତ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସମସ୍ତ ମନ୍ତ୍ରୀଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ଜଣାପଡ଼ିଛି। ନୂଆ କ୍ୟାବିନେଟର ଶପଥ ଗ୍ରହଣ ଉତ୍ସବ ରବିବାର...

ଦୁଇ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ଘନିଷ୍ଠ ସମ୍ପର୍କ ବିଷୟରେ ପ୍ରକାଶ କରିବା ମାନହାନୀ ନୁହେଁ, ହାଇକୋର୍ଟଙ୍କ ରାୟ…

ଲକ୍ଷ୍ନୌ,୨୦।୧୧: ମାନହାନୀ ମାମଲାରେ ଆହ୍ଲାବାଦ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏକ ମାମଲାର ବିଚାର କରି ହାଇକୋର୍ଟ କହିଛନ୍ତି ଯେ,ଦୁଇ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ଘନିଷ୍ଠ ସମ୍ପର୍କ ବିଷୟରେ ପ୍ରକାଶ କରିବା ମାନହାନୀ ନୁହେଁ। ବିଚାରପତି ସୌମିତ୍ର...

ପ୍ରଧାନମନ୍ତ୍ରୀଙ୍କ ଆଗରେ ବଡ଼ ଦାବି ରଖିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୦।୧୧: ବିବାଦୀୟ ୩ ଚାଷୀ ଆଇନକୁ ବାତିଲ କରାଯିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗରେ ୪ ବଡ଼ ଦାବି ରଖିଛନ୍ତି ଭାଜପା ଏମ୍‌ପି ବରୁଣ ଗାନ୍ଧୀ। ଅନଲାଇନରେ ଶେୟାର କରିଥିବା ଚିଠିରେ ବରୁଣ ଲେଖିଛନ୍ତି, ୩ ନୂଆ ଚାଷୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri