ଜାତୀୟ

୨୦୨୨ରେ ଦୁଇଟି ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ ଭାରତ…

ନୂଆଦିଲ୍ଲୀ,୨୦।୧୧: ଭାରତ ୨୦୨୨ରେ ଦୁଇଟି ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ। ରୁଷିଆର ଏହି ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଭାରତୀୟ ସେନାଙ୍କ ଶକ୍ତି ବୃଦ୍ଧି ପାଇପାରିବ। ଲଦାଖ ଏବଂ ଅରୁଣାଚଳ ପ୍ରଦେଶରେ ଥିବା ଏଲଏସିଠାରେ ଚାଇନା ଦ୍ୱାରା ସୃଷ୍ଟି...

ମାଓବାଦୀଙ୍କ ଭାରତ ବନ୍ଦ, ଟ୍ରେନ୍‌ ଲାଇନ୍‌ ଉଡାଇଲେ…

ରାଞ୍ଚି,୨୦।୧୧: ମାଓବାଦୀଙ୍କ ୨୪ ଘଣ୍ଟିଆ ଭାରତ ବନ୍ଦ ଶୁକ୍ରବାର ମଧ୍ୟ ରାତ୍ରରୁ ଆରମ୍ଭ ହୋଇଛି। ମାଓବାଦୀ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମରାଣ୍ଡିଙ୍କ ଗିରଫକୁ ବିରୋଧ କରି ମାଓବାଦୀ ସଂଗଠନ ପକ୍ଷରୁ ଏହି ବନ୍ଦ ଠାକରା...

କୃଷି ଆଇନ: ଦେଶର ୩୨ କୃଷକ ସଙ୍ଗଠନର ଗୁରୁତ୍ୱପୂର୍ଣ୍ଣ ବୈଠକ, ନିଆଯାଇପାରେ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା ପରେ ଶନିବାର ଦେଶର ପାୟ ୩୨ କୃଷକ ସଙ୍ଗଠନ ଏକ ଗରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ଯାଉଛନ୍ତି । ଏଥିରେ ଆଗକୁ ଥିବା ରଣନୀତି ପ୍ରସ୍ତୁତ କରାଯିବ...

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୩୦୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ମାଷ୍ଟରଷ୍ଟ୍ରୋକ୍‌ ନା ପରାଜୟ ଭୟ

ନୂଆଦିଲ୍ଲୀ,୨୦।୧୧: ଗୁରୁନାନକ ଦେବଙ୍କ ୫୫୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପ୍ରତ୍ୟାଶିତ ଘୋଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯେଉଁ କୃଷି ଆଇନକୁ ନେଇ ଏତେ ତୁମ୍ବିତୋଫାନ ହେଲା, ୭୦୦ରୁ ଊର୍ଦ୍ଧ୍ୱ କୃଷକଙ୍କ ଜୀବନ ଚାଲିଗଲା ତାକୁ ନେଇ ହଠାତ୍‌...

ବିଚାର ବିଭାଗୀୟ ତଦନ୍ତ ଦାବିକଲା ଗୁପ୍‌କାର ମେଣ୍ଟ

ଶ୍ରୀନଗର, ୨୦।୧୧: ହାଇଦରପୋରା ଏନ୍‌କାଉଣ୍ଟରର ବିଚାର ବିଭାଗୀୟ ତଦନ୍ତ ଲାଗି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱରେ ୬ ଦଳୀୟ ଗୁଫ୍‌କାର ମେଣ୍ଟ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି। ଗତ ସୋମବାର ଶ୍ରୀନଗରର...

ଆନ୍ଧ୍ରରେ ବର୍ଷା ବିତ୍ପାତ: ୧୭ ମୃତ

ତିରୁପତି, ୨୦।୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରୟାଲସୀମା ଅନ୍ତର୍ଗତ ୪ ଜିଲାରେ ବର୍ଷା ଓ ବନ୍ୟାରେ ଶୁକ୍ରବାର ୧୭ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଚେୟେରୁ...

ଗେହଲଟ ସରକାରଙ୍କୁ ଝଟକା: ଇସ୍ତଫା ଦେଲେ ୩ ମନ୍ତ୍ରୀ

ଜୟପୁର,୨୦ ।୧୧: ରାଜସ୍ଥାନରେ କ୍ୟାବିନେଟ ସମ୍ପ୍ରସାରଣ କଥା ଆଲୋଚନା ହେଉଥିବା ବେଳେ କଂଗ୍ରେସକୁ ବଡ ଝଟକା ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ଗେହଲଟ ସରକାରଙ୍କ ୩ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ମନ୍ତ୍ରୀମାନେ ଏହା...

କୃଷି ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ପାଳିବ ‘କୃଷକ ବିଜୟ ଦିବସ’ ରାଲି ସହ ବାହାରିବ କ୍ୟାଣ୍ଡେଲ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି । ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଶନିବାର ‘କୃଷକ ବିଜୟ ଦିବସ’ ପାଳନ କରୁଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ରାଲି...

ପଞ୍ଜାବରେ ବଦଳିଲା ରାଜନୈତିକ ସମିକରଣ: ଭାଜପା ହୋଇପାରେ ଗେମ ଚେଞ୍ଜର, ୭୭ ଆସନରେ ପଡିପାରେ ପ୍ରଭାବ

ଚଣ୍ଡିଗଡ,୨୦ ।୧୧: ଗୁରୁପର୍ବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା କରିବା ପରେ ପଞ୍ଜାବ ରାଜନୀତିର ସମିକରଣ ବଦଳି ଯିବା ପରି ଲକ୍ଷ୍ୟ କରାଯାଇଛି । ଆଗାମୀ ୨୦୨୨ରେ ହେବାକୁ ଥିବା...

କ୍ଷମତାକୁ ନ ଫେରିବା ଯାଏ ବିଧାନସଭା ଆସିବେ ନାହଁ

ଅମରାବତୀ, ୧୯।୧୧: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ନେତା ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଶୁକ୍ରବାର ରାଜ୍ୟ ବିଧାନସଭାରୁ କକ୍ଷତ୍ୟାଗ କରିବା ସମୟରେ କାନ୍ଦି ପକାଇଥିଲେ। ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ସଦସ୍ୟମାନଙ୍କ ଅପମାନଜନକ ମନ୍ତବ୍ୟରେ କ୍ଷୁବ୍ଧ...

ବଢିଲା ବାୟୁସେନାର ଶକ୍ତି

ଝାନ୍‌ସୀ,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ବାୟୁସେନାକୁ ହିନ୍ଦୁସ୍ତାନ ଏରୋନଟିକ୍ସ ଦ୍ୱାରା ନିର୍ମିତ ହାଲୁକା କମ୍ବାକ୍ଟ ହେଲିକପ୍ଟର ପ୍ରଦାନ କରିଛନ୍ତି । ଡିଆରଡିଓ ଦ୍ୱାରା ଡିଜାଇନ ଓ ବିଇଏଲ ଦ୍ୱାରା ନିର୍ମିତ ଉନ୍ନତ ଇଲେକ୍‌ଟ୍ରୋନିକ ୱାରଫେୟାର ଶୁଟ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri