ଜାତୀୟ

ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨୭ ହଜାର ୫୫୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ...

କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ

ଶ୍ରୀନଗର, ୨।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍‌ତିଙ୍କୁ ଗୃହବନ୍ଦୀ ରଖାଯାଇଛି। ସେମାନେ ରହୁଥିବା ଶ୍ରୀନଗରର ଗୁପ୍‌କାର ରୋଡ୍‌ ଅଞ୍ଚଳକୁ ହାଇ ସିକ୍ୟୁରିଟି ଜୋନ୍‌ ମଧ୍ୟରେ ରଖାଯାଇଛି। ପିପୁଲ୍ସ ଆଲିଆନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ...

ଚାଷୀଙ୍କ ଖାତାକୁ ଗଲା ୨୦,୯୦୦ କୋଟି

ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍‌-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ପଠାଇଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ମୋଦି ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ...

ମୃତ୍ୟୁମୁହଁରେ ପଡ଼ିପାରନ୍ତି ୮୦ ହଜାର

ମୁମ୍ବାଇ, ୨ା୧: ମହାରାଷ୍ଟ୍ରରେ କରୋନାର ତୃତୀୟ ଲହର ସ୍ପଷ୍ଟ ହୋଇସାରିଥିବାବେଳେ ସଂକ୍ରମଣ ବ୍ୟାପକ ହେବ ଏବଂ ଏହା ବେଶ୍‌ ଘାତକ ସାବ୍ୟସ୍ତ ବୋଲି ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଏଥିରେ ୮୦ ଲକ୍ଷରୁ ଅଧିକ ଆକ୍ରାନ୍ତ ହେବେ ଏବଂ ୮୦...

ବିଦେଶୀ ଅନୁଦାନ ଲାଇସେନ୍ସ ହରାଇଲେ ୬ ହଜାର ଏନ୍‌ଜିଓ

ନୂଆଦିଲ୍ଲୀ, ୨।୧: ବିଦେଶୀ ଅନୁଦାନ ପାଇବାକୁ ହେଲେ ଯେକୌଣସି ସଂଗଠନ ଏବଂ ଏନ୍‌ଜିଓ ପାଇଁ ଏଫ୍‌ସିଆର୍‌ଏ ପଞ୍ଜୀକରଣ ବାଧ୍ୟତାମୂଳକ। ତେବେ ନୂଆବର୍ଷରେ ଅକ୍ସଫାମ୍‌ ଇଣ୍ଡିଆ, କମନ କଜ୍‌, ଆଇଆଇଟି ଦିଲ୍ଲୀ, ଜାମିଆ ମିଲିଆ ଇସ୍‌ଲାମିଆ, ଇଣ୍ଡିଆନ ମେଡିକାଲ ଆସୋସିଏଶନ, ନେହେରୁ...

ଆଫଗାନିସ୍ତାନକୁ ପୁଣି ସହାୟତାର ହାତ ବଢାଇଲା ଭାରତ

ନୂଆଦିଲ୍ଲୀ,୨ ।୧: ସାରା ବିଶ୍ୱରେ କରୋନା ଓ ଓମିକ୍ରନ୍ ଭାରିଏଣ୍ଟ ତାଣ୍ଡବ ରଚୁଥିବା ବେଳେ ଏବେ ଆଫଗାନିସ୍ତାନକୁ ସହାୟତାର ହାତ ବଢାଇଛି ଭାରତ । ଭାରତ ଆଫଗାନିସ୍ତାନକୁ କୋଭିଡ ୧୯ ଭ୍ୟାକ୍ସିନର ୫ଲକ୍ଷ ଡୋଜ ପଠାଇଛି । ଗଣ ମାଧ୍ୟମର...

ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ ।୧: କ୍ରାନ୍ତି ଓ କ୍ରୀଡା ନଗରୀ ନାମରେ ପରିଚିତ ମିରଠ ପାଇଁ ରବିବାର ଏକ ଐତିହାସିକ ଦିନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମିରଠରେ ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବାକୁ ଯାଉଛନ୍ତି...

ହରିୟାଣାରେ କରୋନା ବିସ୍ଫୋରଣ, ୫ ଜିଲାରେ ମହାମାରୀ ଆଲର୍ଟ, ସିନେମାହଲରେ ତାଲା

ଚଣ୍ଡିଗଡ଼,୨ ।୧: ଦେଶରେ ପୁଣିଥରେ ବଢିବାରେ ଲାଗିଲାଣି କରୋନା ସଂକ୍ରମଣ । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ନୂଆ ନୂଆ ଗାଇଡ ଲାଇନ୍ ଜାରି କଲେଣି । ହରିୟାଣାରେ ବେଳକୁ ବେଳ କରୋନା ବେକାବୁ ହେବାରୁ ଏଠାରେ ୫...

ପ୍ରଥମଥର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ଯୋଗୀ ଆଦିତ୍ୟନାଥ!

ଲକ୍ଷ୍ନୌ,୨ ।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଥମଥର ଲାଗି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ବୋଲି ଜଣାପଡିଛି । ଶନିବାର ଖବରାତାଙ୍କ ସହ କଥା ହେବା ସମୟରେ ସେ ପରୋକ୍ଷରେ ଏହା କହିଛନ୍ତି । ଏହା ଅଫିସିୟାଲି ଘୋଷଣା...

ଇସ୍ରାଏଲରେ ଫ୍ଲୋରୋନା ସଂକ୍ରମଣ

ନୂଆଦିଲ୍ଲୀ,୧।୧: ବିଶ୍ୱ କରୋନାରୁ ମୁକୁଳିବାକୁ ରାସ୍ତା ଖୋଜୁଥିବାବେଳେ ଇସ୍ରାଏଲର ନୂତନ କରି ‘ଫ୍ଲୋରୋନା’ ସଂକ୍ରମଣ ଚିହ୍ନଟ ହୋଇଛି। ଏହା କରୋନା ଏବଂ ଇନ୍‌ଫ୍ଲୁଏଞ୍ଜାର ଏକ ଦୋହରା ସଂକ୍ରମଣ ବୋଲି ଇସ୍ରାଏଲ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ରୋବିନ୍‌ ମେଡିକାଲ ସେଣ୍ଟରେ...

ଥରିଲା ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୧।୧: ଆଫଗାନିସ୍ତାନ ଫାୟାଜାବାଦର ଦକ୍ଷିଣ-ପୂର୍ବରେ ୮୪ କି.ମି. ଦୂରରେ ଶନିବାର ସନ୍ଧ୍ୟାରେ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରବିନ୍ଦୁ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାରେ ରହିଛି। ଏହାର ପ୍ରଭାବରେ ଜମ୍ମୁ-କଶ୍ମୀର ପୁଞ୍ଚ ଅଞ୍ଚଳ ଥରି ଉଠିଥିଲା। ହେଲେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ...

କ୍ଷମତାକୁ ଆସିଲେ ମାଗଣାରେ ବିଦ୍ୟୁତ୍‌

ଲକ୍ଷ୍ନୌ,୧।୧: ସମାଜବାଦୀ ପାର୍ଟି(ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଶନିବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ୨୦୨୨ ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି କ୍ଷମତାକୁ ଆସିଲେ ରାଜ୍ୟର ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ମାଗଣାରେ ୩୦୦ ୟୁନିଟ ବିଜୁଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri