ଜାତୀୟ

ତେଜସ୍‌ର ବଢ଼ିବ ଶକ୍ତି, ସାମିଲ ହେବ ହାମର କ୍ଷେପଣାସ୍ତ୍ର…

ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଦୃଷ୍ଟିକୋଣକୁ ଦୃଷ୍ଟିରେ ରଖି ଦେଶର ପ୍ରତିରକ୍ଷା କ୍ଷମତାକୁ ବୃଦ୍ଧି କରିବା ଲାଗି ବାୟୁସେନାରେ ଫ୍ରାନ୍ସ ନିର୍ମିତ ହାମର କ୍ଷେପଣାସ୍ତ୍ରକୁ ସାମିଲ କରାଯିବା ଲାଗି ଯୋଜନା କରାଯାଇଛି। ଏନେଇ ଫ୍ରାନ୍ସ୍‌କୁ ଅର୍ଡର ମଧ୍ୟ...

ବିଏସ୍‌ଏଫ୍‌ କ୍ଷମତା ବୃଦ୍ଧି ବିରୋଧରେ ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ଆଗତ…

କୋଲକାତା,୧୬।୧୧: ପଞ୍ଜାବ ପରେ ପଶ୍ଚିମବଙ୍ଗ ମଧ୍ୟ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଏସଏଫର ପରିସର ବୃଦ୍ଧି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ପଶ୍ଚିମବଙ୍ଗରେ ବିଏସଏଫର ଅଧିକାରୀକ କ୍ଷେତ୍ରକୁ ୧୫ କିଲୋମିଟରରୁ ୫୦ କିଲୋମିଟରକୁ ବୃଦ୍ଧି କରିବାକୁ କେନ୍ଦ୍ରର...

ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ ସଚିବଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ସେ ଚଣ୍ଡିଗଡର ପଞ୍ଜାବ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଉତ୍ସବରେ ଯୋଗଦେବେ ବୋଲି ସୂଚନା...

ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଅଡିଟ୍‌ ..

ନୂଆଦିଲ୍ଲୀ,୧୬।୧୧: ଦେଶରେ ଅଡିଟ୍‌ ଏବେ ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସିଏଜି ମୁଖ୍ୟାଳୟ ପରିସରରେ ଅଡିଟ ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ...

ଦେଶର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ ସୌରଭ କ୍ରିପାଲ…

ନୂଆଦିଲ୍ଲୀ,୧୬।୧୧: ବରିଷ୍ଠ ଆଇନଜୀବୀ ସୌରଭ କ୍ରିପାଲଙ୍କୁ ଦିଲ୍ଲୀ ହାଇକୋର୍ଟର ବିଚାରପତି କରିବାକୁ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି। ବିଶେଷ କଥା ହେଉଛି ସେ ଭାରତର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ। ଏହି ନିଷ୍ପତ୍ତି ନ୍ୟାୟପାଳିକା ଇତିହାସରେ ଏକ ଉଦାହରଣ ଭାବରେ...

ରାଜଧାନୀରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏବର୍ଯ୍ୟନ୍ତ ଏଠାରେ ୫୨୭୭ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଗତ ସପ୍ତାହରେ ୨୫୬୯ଜଣ ଡେଙ୍ଗୁ ରୋଗୀ ଏକାଥରେ ଚିହ୍ନଟ ହେବା ଚିନ୍ତା ବଢାଇ...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୬।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ତଳେ ରହିଛି। ଏହି ସମୟରେ ୮ ହଜାର୮୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ...

ଆରବରେ ଥିବା ବ୍ୟକ୍ତିଙ୍କୁ ଭାରତରୁ ଦିଆଯାଇଛି କରୋନା ଟିକା

ହରଦୋଇ,୧୬ ।୧୧: କରୋନା ଟିକାକରଣରେ ରେକର୍ଡ କରିବା ନିଶାରେ ସ୍ୱାସ୍ଥ୍ୟକର୍ମୀଙ୍କ ଖାମଖିଆଲି ନୀତି ଏବେ ପଦାକୁ ଆସିଛି । ଉତ୍ତରପ୍ରଦେଶ ଶାହାବାଦ ନିବାସୀ ଯୁବକଙ୍କୁ ଏମିତି ସମୟରେ ଟିକା ଦିଆଯାଇଛି ଯେତେବେଳେ ସେ ଆରବରେ ଥିଲେ । ସୂଚନାଯୋଗ୍ୟ, ଶାହାବାଦର...

ଆମେରିକାରେ ଭାରତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ହ୍ରାସ

ନୂଆଦିଲ୍ଲୀ, ୧୬ା୧୧: ଆମେରିକାରେ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୨୦-୨୧ରେ ପୂର୍ବ ଶିକ୍ଷାବର୍ଷ ତୁଳନାରେ ପ୍ରାୟ ୧୩ ପ୍ରତିଶତ ହ୍ରାସ ପାଇଛି। କରୋନା ମହାମାରୀ କାରଣରୁ ଏପରି ହୋଇଥିବା ସୋମବାର ଅନ୍ତର୍ଜାତୀୟ ଶିକ୍ଷା ଅନୁଷ୍ଠାନ ପକ୍ଷରୁ ଏକ ରିପୋର୍ଟ...

ବନ୍ଦ ହେବ ସରକାରୀ ମଦ ଦୋକାନ

ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଔପଚାରିକ ଭାବେ ଏବେ ସରକାରୀ ମଦ ଦୋକାନ ବନ୍ଦ ହେବାକୁ ଯାଉଛି । ଏବେ ଏହା କେବଳ ଘରୋଇ ଦୋକାନରେ ମିଳିପାରିବ । ମଙ୍ଗଳବାର ମଧ୍ୟରାତ୍ରୀରୁ ପାଖାପାଖି ୪୦୦ ମଦ ଦୋକାନରେ ତାଲା ପଡିବ...

ସି-୧୩୦ଜେ ସୁପର ହରକ୍ୟୁଲେସ ଏୟାରକ୍ରାପ୍ଟରୁ ଲ୍ୟାଣ୍ଡ କରି ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୩୪୧ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସୱେର ଉଦଘାଟନ ପାଇଁ ଉତ୍ତରପ୍ରଦେଶ ଆସୁଛନ୍ତି । ମୋଦି ଲାକହିଡ ମୋର୍ଟିନ ସି-୧୩୦ ହରକ୍ୟୁଲେସ ଏୟାରକ୍ରାପ୍ଟରୁ ଦିନ ୧ଟା ୩୦ ମିନିଟରେ ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଅବତରଣ...

ନେପାଳରେ ଭାରତ ନିର୍ମାଣ କରିଛି ୫୦ ହଜାର ଘର

କାଠମାଣ୍ଡୁ, ୧୬ା୧୧: ୨୦୧୫ରେ ନେପାଳକୁ ଦୋହଲାଇ ଦେଇଥିଲା ଭୂକମ୍ପ। ଏହି ଭୟାବହ ଭୂକମ୍ପ ଯୋଗୁ ୨ଟି ଜିଲାରେ ଭାଙ୍ଗିଥିବା ୫୦ ହଜାର ଘର ପୁନଃନିର୍ମାଣ କାର୍ଯ୍ୟ ଭାରତ ଶେଷ କରିଛି। ଏ ନେଇ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri