ଜାତୀୟ

ଶେଖ ହାସିନାଙ୍କ ଗୁପ୍ତ ଘରେ ଏ କ’ଣ? ବୁଲୁଛି କଳା କାର୍‌, ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୮।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବର୍ତ୍ତମାନ ଭାରତର ଏକ ‘ସୁରକ୍ଷିତ ଘର’ରେ ଅସ୍ଥାୟୀ ଭାବରେ ରହୁଛନ୍ତି। ଦୀର୍ଘ ଦିନ ଧରି ହାସିନାଙ୍କୁ ଭାରତ ଆଶ୍ରୟ ଦେବ ବୋଲି ଆଶା କରାଯାଉନାହିଁ। ଶେଖ ହସିନା ସାଉଦି ଆରବ କିମ୍ବା...

ଶେଷରେ ଅଖିଳେଶଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଯୋଗୀ ସରକାର

ଅଯୋଧ୍ୟା,୮।୮: ଅଯୋଧ୍ୟା ବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତ ମୋଇଦ ଖାନଙ୍କ ଡିଏନଏ ପରୀକ୍ଷା କରାଯିବ। ଏଥିପାଇଁ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି। ପୋଲିସର ସୂଚନାନୁସାରେ, ମୋଇଦଙ୍କ ସହ ତାଙ୍କ ଚାକର ରାଜୁଙ୍କ ସହ ମଧ୍ୟ ପରୀକ୍ଷା କରାଯିବ। ୟୁପି ସରକାର...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ: ଚାରିଆଡେ ଶୋକର ଛାୟା

କୋଲକାତା,୮।୮: ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ବଙ୍ଗଳାରେ ୩୪ ବର୍ଷ ବାମପନ୍ଥୀ ଶାସନ...

ଭିନେଶଙ୍କୁ ଟାର୍ଗେଟ କରିବାର ଗୋଟିଏ ଦିନ ପରେ ପ୍ରଶଂସା କଲେ କଙ୍ଗନା, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଐତିହାସିକ ସଫଳତା ପାଇବା ପରେ ରେସଲର ଭିନେଶ ଫୋଗଟ କୁସ୍ତିରୁ ସନ୍ୟାସ ଘୋଷଣା କରିଛନ୍ତି। ତେବେ ସେମି ଫାଇନାଲରେ ସଫଳତା ପାଇବା ପରେ ଭାଜପା ଏମପି କଙ୍ଗନା ରଣାଓ୍ବତ ତାଙ୍କୁ କଟାକ୍ଷ କରିଥିଲେ। କିନ୍ତୁ...

ରାହୁଲ ଗାନ୍ଧୀଙ୍କ ପାଇଁ ବଡ଼ ଉପହାର ପଠାଇଲା ପାକିସ୍ତାନ: ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୮।୮: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଏବଂ ୭ ଜଣ ଏମ୍‌ପିଙ୍କୁ ପାକିସ୍ତାନ ଆମ୍ବ ପଠାଇଛି। ଦିଲ୍ଲୀର ପାକିସ୍ତାନ ହାଇ କମିଶନଙ୍କ ପକ୍ଷରୁ ଆମ୍ବ ବକ୍ସ ଏହି ଏମ୍‌ପିଙ୍କୁ ପଠାଯାଇଛି। ଅନେକ...

ସରକାରଙ୍କ ବଡ଼ ଘୋଷଣା, ରୋପ୍ୟ ପଦକ ବିଜେତା ଭଳି ସମ୍ମାନ ଓ ସୁବିଧା ପାଇବେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ହେବା ପରେ ଭାରତୀୟ ମହିଳା ରେସଲର ଭିନେଶ ଫୋଗେଟ କୁସ୍ତିରୁ ସନ୍ୟାସ ଘୋଷଣା କରିଛନ୍ତି। ସେପଟେ ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ଏକ ବଡ଼ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ...

ପ୍ରଫେସର୍‌ ଗୋବିନ୍ଦରାଜନ ପଦ୍ମନାଭନ ପାଇବେ ଭାରତର ପ୍ରଥମ ବିଜ୍ଞାନ ରତ୍ନ ପୁରସ୍କାର

ନୂଆଦିଲ୍ଲୀ, ୮।୮: ଭାରତର ପ୍ରଥମ ବିଜ୍ଞାନ ରତ୍ନ ପୁରସ୍କାର ପାଇଁ ପ୍ରସିଦ୍ଧ ଜୈବ ରସାୟନବିତ୍‌ ଗୋବିନ୍ଦରାଜନ ପଦ୍ମନାଭନଙ୍କ ନାମକୁ ବୁଧବାର ଚୟନ କରାଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷଠାରୁ କେନ୍ଦ୍ର ସରକାର ଏହି...

ଓଡ଼ିଶାକୁ ପଶି ଆସିବେ ବାଂଲାଦେଶୀ! ସମୁଦ୍ର ତଟରେ କଡ଼ା ନଜର

ପୁରୀ, ୮ା୮(ଅଜିତ୍‌ କୁମାର ମହାନ୍ତି): ଆରକ୍ଷଣକୁ ନେଇ ପଡ଼ୋଶୀ ଦେଶ ବାଂଲାଦେଶରେ ହିଂସା ଓ ରାଜନୈତିକ ସଙ୍କଟ ଉଗ୍ର ରୂପ ନେଇଛି। ଶେଖ୍‌ ହାସିନା ସରକାରଙ୍କ ପତନ ପରେ ବାଂଲାଦେଶ ଜଳୁଛି। ବାଂଲାଦେଶରେ ବ୍ୟାପକ ଅରାଜକତା ବଢ଼ିଥିବାବେଳେ ହିଂସାକାଣ୍ଡ ଓ...

ଆଜି ଶପଥ ନେବେ ମହମ୍ମଦ ୟୁନୁସ

ଢାକା,୮ା୮: ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍‌ ଷ୍ଟୁଡେଣ୍ଟ୍‌ସ ଏଗେନ୍‌ଷ୍ଟ ଡିସ୍‌କ୍ରିମିନେଶନ୍‌ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ ଛାତ୍ରୀଛାତ୍ର’ଙ୍କୁ ଅଭିନନ୍ଦନ...

ଜେପି ନଡ୍ଡା ଫୋନ୍‌ କରିବେ, ଆପଣଙ୍କ ପାଇଁ ବଡ଼ ପ୍ଲାନ୍‌ ଅଛି: ବିଧାୟକଙ୍କୁ ଆସିଲା ଚାଞ୍ଚଲ୍ୟକର ଫୋନ୍‌ କଲ୍‌: ଆଉ ତା’ପରେ

ଭୋପାଳ,୭।୮: ମଧ୍ୟପ୍ରଦେଶର ଜଣେ ବିଧାୟକଙ୍କୁ ଠକିବାକୁ ଉଦ୍ୟମ ମାମଲା ସାମ୍ନାକୁ ଆସିଛି। ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ନାଁ ନେଇ ଠକ ତାଙ୍କୁ ୧.୨୫ ଲକ୍ଷ ଟଙ୍କା ମାଗିଥିଲେ। ତେବେ ବିଧାୟକଙ୍କ ଉପସ୍ଥିତି ହେତୁ ତାଙ୍କୁ ଠକାମୀର ଶିକାର ହେବାରୁ ବର୍ତ୍ତିଥିଲେ।...

‘ଭିନେଶ ଫୋଗଟଙ୍କୁ ‘ଭାରତ ରତ୍ନ’ ଦିଆଯାଉ’

ନୂଆଦିଲ୍ଲୀ,୭।୮: ଭାରତୀୟ ରେସଲର ଭିନେଶ ଫୋଗଟଙ୍କ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ଘୋଷଣା କରାଯାଇଛି। ଅଲିମ୍ପିକ ପ୍ରତିଯୋଗିତାରୁ ମହିଳା ରେସଲର ଭିନେଶଙ୍କ ଅଯୋଗ୍ୟତା ପଛରେ ଏକ ଷଡଯନ୍ତ୍ରକାରୀ ଅଛନ୍ତି ବୋଲି ସଂସଦରେ ବିରୋଧୀ ଦାବି କରିଛନ୍ତି। ସେପଟେ ଟିଏମସି ଏମ୍‌ପି...

ଅଯୋଗ୍ୟ ଘୋଷିତ ସତ୍ତ୍ୱେ ଭିନେଶଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର

ନୂଆଦିଲ୍ଲୀ, ୭ା୮:କୁସ୍ତିରେ ପ୍ରଥମ ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭାବେ ଫାଇନାଲରେ ପ୍ରବେଶ କରିପାରିଥିବାରୁ ପଞ୍ଜାବର ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି(ଏଲ୍‌ପିୟୁ) ଏହାର ଛାତ୍ରୀ ଭିନେଶ ଫୋଗଟଙ୍କ ପାଇଁ ୨୫ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛି। ପ୍ୟାରିସରେ ବୁଧବାର ମହିଳା ୫୦କେଜି ଫାଇନାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri