ଜାତୀୟ

ପୁରୁଣା ଟିକେଟ ଦାମରେ ଚାଲିବ ୧୭୦୦ ଟ୍ରେନ୍‌, ବନ୍ଦ ହେବ ଜେନରାଲ ଟିକେଟ

ନୂଆଦିଲ୍ଲୀ,୧୩ ।୧୧: କରୋନା ମହାମାରୀ ଯୋଗୁ ରେଗୁଲାର ଟ୍ରେନ୍ ବନ୍ଦ କରାଯାଇ କିଛି ସ୍ପେଶାଲ ଟ୍ରେନ୍ ଚାଲୁ କରାଯାଇଥିଲା । ଏବେ ପୁଣିଥରେ ସେସବୁ ରେଗୁଲାର ଟ୍ରେନ୍ ମଧ୍ୟରୁ ୧୭୦୦ଟ୍ରେନକୁ ଚଲାଇବା ପାଇଁ ନିଷ୍ପତ୍ତି ନିଆଯାଇଛି । କରୋନା ନିୟନ୍ତ୍ରଣରେ...

ପଶୁଙ୍କ ଠାରୁ ପାଣିରେ ବ୍ୟାପୁଛି ନୂଆ ଭାଇରସ

ଥିରୁଭାନନ୍ତପୁରମ,୧୩।୧୧: କରୋନା ଭାଇରାସ ପରେ ଡରାଇଲାଣି ନୋରୋ ଭାଇରସ। ପଶୁଙ୍କ ଠାରୁ ପାଣି ଓ ଖାଦ୍ୟ ମାଧ୍ୟମରେ ବ୍ୟାପୁଥିବା ଏହି ଭାଇରସ କେରଳର ଓ୍ବେନାଡ ଜିଲାରେ ଚିହ୍ନଟ ହୋଇଛି। ଭାଇରସ ଦ୍ୱାରା ୧୩ ଜଣ ସଂକ୍ରମିତ ଥିବା ଜଣାପଡ଼ିବା ପରେ...

ଜରୁରୀକାଳିନ ସ୍ଥିତି ପାଇଁ ପ୍ରସ୍ତୁତ ହୁଅ

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ଜିନତ ଧୂଆଁର ବଳୟ ଦିନକୁ ଦିନ ଅଧିକରୁ ଅଧିକ ଘନ ହେବାରେ ଲାଗିଛି। ତାପମାତ୍ର ଖସୁ ଥିବାରୁ ସ୍ଥିତି ଆହୁରି ଖରାପ ହୋଇପାରେ। ସେଥିଲାଗି ରାଜ୍ୟ ଓ ସ୍ଥାନୀୟ ପ୍ରଶାସନକୁ ଜରୁରୀକାଳିନ ସ୍ଥିତି ପାଇଁ...

ଦୁର୍ଦ୍ଦାନ୍ତ ମାଓବାଦୀ ଦମ୍ପତି ଗିରଫ

ରାଞ୍ଚି,୧୨।୧୧: ସିପିଆଇ ମାଓବାଦୀ ସଙ୍ଗଠନର ଦ୍ୱିତୀୟ ସର୍ବୋଚ୍ଚ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମାରାଣ୍ଡିଙ୍କୁ ଶୁକ୍ରବାର ଝାଡ଼ଖଣ୍ଡ ପୋଲିସ ଗିରଫ କରିଛି।  ଦମ୍ପତିଙ୍କ ଗିରଫଦାରି ଉତ୍ତର ଭାରତରେ ମାଓବାଦୀ କ୍ୟାଡରଙ୍କ ମନୋବଳ ଓ ହିଂସାମତ୍କ କାର୍ଯ୍ୟକଳାପକୁ...

ପଞ୍ଜାବରେ ୧୦ ବିଧାୟକଙ୍କୁ ପ୍ରାର୍ଥୀ କଲା ଏଏପି

ଚଣ୍ଡିଗଡ଼,୧୨।୧୧: ୨୦୨୨ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) । ୧୦ ବିଧାୟକଙ୍କୁ ଦଳୀୟ ଟିକେଟ ଦିଆଯାଇଛି। ପଞ୍ଜାବ ବିଧାନସଭାର ବିରୋଧୀ ଦଳ ନେତା ହରପାଲ...

ବଳାତ୍କାର ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ଆଜୀବନ ଜେଲ

ଲକ୍ଷ୍ନୌ,୧୨।୧୧: ପୂର୍ବତନ ଉତ୍ତରପ୍ରଦେଶ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଓ ଅନ୍ୟ ଦୁଇ ଜଣଙ୍କୁ ଜଣେ ମହିଳାଙ୍କୁ ବଳାତ୍କାର କରିବା ମାମଲାରେ ଆଜୀବନ ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। ଦଣ୍ଡାଦେଶ ଶୁଣାଇଲା ବେଳେ ଗାୟତ୍ରୀ ପ୍ରଜାପତିଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତ...

‘ସମ୍ପୂର୍ଣ୍ଣ ଭୁଲ କରିଛନ୍ତି କଙ୍ଗନା’

ମୁମ୍ବାଇ,୧୨।୧୧: ‘ଦେଶକୁ ଅସଲ ସ୍ବାଧୀନତା ୨୦୧୪ରେ ମିଳିଥିଲା। ୧୯୪୭ରେ ଦେଶକୁ ଭିକ୍‌ ମିଳିଥିଲା’। ଏଭଳି ବୟାନ ଦେବା ପରଠାରୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ। ବିଭିନ୍ନ ରାଜନୈତିକ ଦଳ ଭଳି ତାଙ୍କ ଉପରୋକ୍ତ ମନ୍ତବ୍ୟକୁ...

ରେକର୍ଡ ହେଲା ଆର୍ଯ୍ୟନଙ୍କ ବୟାନ

ନୂଆଦିଲ୍ଲୀ,୧୨।୧୧: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ବୟାନ ରେକର୍ଡ କରିଛି ନାର୍କୋଟିକ୍‌ ଏଜେନ୍ସିର ଦିଲ୍ଲୀ ୟୁନିଟ୍‌। ପୂର୍ବରୁ ଏହି ମାମଲାର ତଦନ୍ତ କରୁଥିବା ଏନ୍‌ସିବିର ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ ବିରୋଧରେ...

ରଚନାଙ୍କ ଘୋଷଣା: ପ୍ରିୟଙ୍କାଙ୍କ ବିପକ୍ଷରେ ନିର୍ବାଚନ ଲଢ଼ିବି ଆଉ ଜିତିବି…

ନୂଆଦିଲ୍ଲୀ: ପ୍ରିୟଙ୍କା ଗାନ୍ଧୀ ନିଜେ ବିଧାନସଭା ନିର୍ବାଚନ ଲଢ଼ିବେ କି ନାହିଁ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ହେଲେ ବଲିଉଡ୍‌ ଅଭିନେତ୍ରୀ ରଚନା ସିଂହ ଯଦୁବଂଶୀ ପ୍ରିୟଙ୍କାଙ୍କ ବିପକ୍ଷରେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରି ଏବେ ଚର୍ଚ୍ଚାରେ।...

ସୋନିଆଙ୍କୁ ଭେଟିଲେ ପାଇଲଟ୍‌

ନୂଆଦିଲ୍ଲୀ,୧୨।୧୧: ରାଜସ୍ଥାନ କ୍ୟାବିନେଟ ଅଦଳବଦଳକୁ ନେଇ ଚର୍ଚ୍ଚା ଚାଲୁଛି। ତେବେ ଶୁକ୍ରବାର ବରିଷ୍ଠ ନେତା ସଚିନ ପାଇଲଟ୍‌ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କୁ ଭେଟିଛନ୍ତି । ସେ ଦିଲ୍ଲୀ ଆସି ସୋନିଆଙ୍କ ସହ ତାଙ୍କ ବାସଭବନରେ ଦୀର୍ଘ ସମୟ...

ଗୁରୁତର ବ୍ୟକ୍ତିଙ୍କୁ କାନ୍ଧରେ ପକାଇ ଡାକ୍ତରଖାନା ନେଲେ ମହିଳା ଇନ୍ସପେକ୍ଟର, ଛୁଟୁଛି ପ୍ରଶଂସାର ସୁଅ

ଚେନ୍ନାଇ,୧୨ା୧୧: ତାମିଲନାଡୁର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ପରିସ୍ଥିତି ଜଟିଳ ହୋଇପଡ଼ିଛି। ଏହି ସମୟରେ ଏଠାରୁ ଏକ ହୃଦୟକୁ ଛୁଇଁଗଲା ପରି ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ମହିଳା ଇନ୍ସପେକ୍ଟର ଗଛ ପଡ଼ି ଗୁରୁତର ହୋଇଥିବା ଜଣେ...

କରୋନା ମୃତକଙ୍କ ସ୍ମୃତିରେ ଦେଶର ପ୍ରଥମ ସ୍ମାରକୀ

ହାଇଦ୍ରାବାଦ,୧୨।୧୧: କରୋନା ସଂକ୍ରମଣରେ ନିହତ ହୋଇଥିବା ବ୍ୟକ୍ତିଙ୍କ ସ୍ମୃତିରେ ତେଲେଙ୍ଗାନାର ଏକ ଗ୍ରାମରେ ଦେଶରେ ଏହାର ପ୍ରଥମ ସ୍ମୃତି ସ୍ମାରକୀ ଉଦଘାଟନ କରାଯାଇଛି। ଏହି ସ୍ମାରକୀ ରାଜନ୍ନା ସିରସିଲା ଜିଲାର ରାଜନ୍ନାପେଟ ଗ୍ରାମରେ ପ୍ରତିଷ୍ଠା କରାଯାଇଛି। ଭାରତ ତଥା ବିଦେଶରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri