ଜାତୀୟ

ଟିକାର ଡବଲ ଡୋଜ୍‌ ବି ଅକାମୀ, ୧୦ରୁ ୯ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ କ୍ଷେତ୍ରରେ ଟିକାର ଡବଲ ଡୋଜ୍‌ ବି ଅକାମୀ ହେବାରେ ଲାଗିଛି। ଡବଲ ଡୋଜ୍‌ ନେଇଥିବା ୧୦ରୁ ୯ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ ହେଉଛନ୍ତି। ଭାରତରେ ୧୮୩ ଓମିକ୍ରନ...

ଘନେଇଲା ବିପଦ, ଓମିକ୍ରନ୍‌ ସଂକ୍ରମଣକୁ ରୋକି ହେବ ନାହିଁ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ସଂକ୍ରମଣକୁ ରୋକି ହେବ ନାହିଁ। ଏହା ପ୍ରତି ୨ ଦିନରେ ଦୁଇଗୁଣା ହେବାରେ ଲାଗିଛି। ଏନେଇ କେରଳର କୋଭିଡ-୧୯ ସଂକ୍ରମଣ ଉପରେ ଗଠିତ ବିଶେଷଜ୍ଞ କମିଟିର ଡାକ୍ତର ଏହା କହିଛନ୍ତି। କମିଟିର...

ଘରୁ ଜବତ ହେଲା ବିଡ଼ା ବିଡ଼ା ନୋଟ୍‌…

କାନପୁର, ୨୫।୧୨: ଉତ୍ତରପ୍ରଦେଶରେ କେବଳ ଜଣେ ବ୍ୟକ୍ତିଙ୍କ ଘରୁ ବିପୁଳ ପରିମାଣର ନଗଦ ଜବତ ହୋଇଛି। ଅତର ବ୍ୟବସାୟୀ ପୀୟୂଷ ଜୈନଙ୍କ ଘରୁ ଆୟକର ଚଢ଼ାଉ ସମୟରେ ବିଡ଼ା ବିଡ଼ା ନଗଦ ୧୮୦ କୋଟି ଟଙ୍କା ଜବତ ହୋଇଛି। ଏହାକୁ...

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍‌ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ...

୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର...

୧୭ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ୪୧୫ ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି।...

ଘୃଣା ବିସ୍ତାର କରନ୍ତି ହିନ୍ଦୁତ୍ୱବାଦୀ: ରାହୁଲ

ନୂଆଦିଲ୍ଲୀ,୨୫।୧୨: ହିନ୍ଦୁତ୍ୱବାଦୀମାନେ ସବୁବେଳେ ଘୃଣା ବିସ୍ତାର କରି ହିଂସା ଉସୁକାଇଥାଆନ୍ତି। ସେମାନଙ୍କ ଏଭଳି କାର୍ଯ୍ୟ ଯୋଗୁ ସବୁ ସମ୍ପ୍ରଦାୟର ଲୋକଙ୍କୁ ମୂଲ୍ୟ ଦେବାକୁ ପଡ଼ିଥାଏ ବୋଲି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାକୁ ଟାର୍ଗେଟ କରିଛନ୍ତି। ହରିଦ୍ୱାର ବେଦ...

୫ ରାଜ୍ୟରେ ରାତି କର୍ଫ୍ୟୁ

ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍‌-୧୯ ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯିବା ସହ ଜନ ସମାବେଶ ଉପରେ କଟକଣା ଲାଗୁ ହୋଇଛି। ମହାରାଷ୍ଟ୍ରରେ ଗତ...

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା...

୧ ଲକ୍ଷ ଛାତ୍ରୀ-ଛାତ୍ରଙ୍କୁ ମାଗଣାରେ ମୋବାଇଲ-ଲ୍ୟାପଟପ ଦେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୫ ।୧୨: ଉତ୍ତର ପ୍ରଦେଶ ସରକାରଙ୍କ ଫ୍ରି ଲ୍ୟାପଟପ ଓ ସ୍ମାର୍ଟଫୋନ ସ୍କିମ ୨୦୨୧ର ଶୁଭାରମ୍ଭ ଶନିବାର କରାଯାଉଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଜୟନ୍ତି ଅବସରରେ ବିଭିନ୍ନ ପାଠ୍ୟକ୍ରମର ଶେଷ ବର୍ଷର...

୪୦ ଘଣ୍ଟା, ୧୩ ମେଶିନ, ୧୭୯କୋଟି ଟଙ୍କା, ୮୦ଟି ବାକ୍ସରେ ଗଲା ବ୍ୟାଙ୍କ

କାନପୁର,୨୫ ।୧୨: ଉତ୍ତର ପ୍ରଦେଶ କାନପୁରର ଜଣେ ବ୍ୟବସାୟୀଙ୍କ ଘରେ ଡିଜିଜିଆଇ ଦ୍ୱାରା ରେଡ କରାଯିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ପରଫ୍ୟୁମ ଓ କମ୍ପାଉଣ୍ଡ ଟ୍ରେଡର ପିୟୁଷ ଜୈନ ନାମକ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ପକ୍ଷରୁ...

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ ଓମିକ୍ରନ୍ ସଂକମିତ ଚିହ୍ନଟ ହେବା ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri