ଜାତୀୟ

ଅଯଥା ଘରୁ ନ ବାହାରିବାକୁ ଡିଜିପିଙ୍କ ଅନୁରୋଧ

ଚେନ୍ନାଇ:,୯।୧୧: ବର୍ଷାରେ ତାମିଲନାଡୁରେ ସ୍ଥିତି ବିଗିଡିବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବନ୍ୟା ସୃଷ୍ଟି ହୋଇଥିବା ବେଳେ ଲୋକମାନେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଦିନକୁ ଦିନ ବର୍ଷାର ପରିମାଣ ବଢୁଥିବାରୁ ରାଜ୍ୟର ୯ଟି ଜିଲାରେ ସ୍କୁଲଗଡିକ ଦୁଇ ଦିନ ପାଇଁ ଛୁଟି...

ଚାର୍‌ ଧାମ ପରିଯୋଜନା ରାଷ୍ଟ୍ରୀୟ ସୁରକ୍ଷା ପାଇଁ ଗୁରୁୁତ୍ୱପୂର୍ଣ୍ଣ, ସୁପ୍ରିମ୍‌କୋର୍ଟଙ୍କୁ କହିଲେ ସରକାର…

ନୂଆଦିଲ୍ଲୀ,୧୦।୧୧: ଦେଶରେ ଜାରି ରହିଥିବା ଚାର୍‌ ଧାମ ପରିଯୋଜନା ରାଷ୍ଟ୍ରୀୟ ସୁରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହା ଦେଶ ପାଇଁ ଅପରିହାର୍ଯ୍ୟ ହୋଇପଡ଼ିଛି ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କୁ କୁହାଯାଇଛି। ନଚେତ୍‌ ୧୯୬୨ ଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା...

ନୌସେନା ମୁଖ୍ୟ ହେବେ ଆର ହରିକୁମାର

ନୂଆଦିଲ୍ଲୀ,୧୦।୧୧: ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡ ମୁଖ୍ୟ ଭାଇସ ଆଡମିରାଲ ଆର ହରିକୁମାରଙ୍କୁ ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି । ନଭେମ୍ବର ୩୦ରେ ବର୍ତ୍ତମାନ ନୌସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଆଡମିରାଲ କରମବୀର ସିଂହଙ୍କ ଠାରୁ...

ସିଙ୍ଘୁ ବର୍ଡରରେ ଫାଶୀ ଦେଇ ଆତ୍ମହତ୍ୟା କଲେ ଆନ୍ଦୋଳନକାରୀ ଚାଷୀ…

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀ-ପଞ୍ଜାବର ସିଙ୍ଘୁ ବର୍ଡରରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ କେନ୍ଦ୍ର ସରକାର ନୂତନ କୃଷି ଆଇନ ବିରୋଧରେ ପ୍ରାୟ ଏକ ବର୍ଷ ଧରି ପ୍ରଦର୍ଶନ ଜାରି ରହିଛି। ବୁଧବାର ଏଠାରେ ଜଣେ ଆନ୍ଦୋଳନକାରୀ ଚାଷୀ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି।...

ଟାର୍ଗେଟ କିଲିଂର କଡ଼ା ଜବାବ ଦେବାକୁ ଜମ୍ମୁ-କଶ୍ମୀର ଗଲେ ୫,୫୦୦ ଯବାନ…

ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଘଟଣାର ବୃଦ୍ଧି ପରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ୍‌) ର ୫୫ କମ୍ପାନୀ ଅର୍ଥାତ୍‌ ୫,୫୦୦ରୁ ଅଧିକ ଅତିରିକ୍ତ କର୍ମଚାରୀଙ୍କୁ...

୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା…

ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ସାର୍ବଜନୀକ ଟିକାକରଣ ଜାରି ରହିଛି। ଇତିମଧ୍ୟରେ ୯୬ ଦେଶରେ ଭାରତୀୟ ଟିକାକରଣ ପ୍ରମାଣପତ୍ରକୁ ମାନ୍ୟତା ମିଳିଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସୂଚନା ଦେଇଛନ୍ତି। ମାଣ୍ଡଭ୍ୟ ଏକ ବିବୃତ୍ତିରେ କହିଛନ୍ତି...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୪୬୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

‘ନଓ୍ବାବ ମଲିକଙ୍କ ଅଣ୍ଡରଓ୍ବାଲର୍‌ଡ ଲିଙ୍କ୍‌’

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରର ଉଦ୍ଧବ ଠାକ୍‌ରେ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ନଓ୍ବାବ ମଲିକଙ୍କ ଅଣ୍ଡରଓ୍ବାଲର୍‌ଡ ଲିଙ୍କ୍‌ ରହିଛି। ସେ ଓ ତାଙ୍କ ପରିବାର ସଦସ୍ୟମାନେ ଅଣ୍ଡରଓ୍ବାଲର୍‌ଡ ସହିତ ଜଡ଼ିତ ଲୋକଙ୍କଠାରୁ ଜମି କିଣିଛନ୍ତି। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)ର ପ୍ରଭାବଶାଳୀ ନେତା...

ଜୋରାମ୍‌ଥାଙ୍ଗା ଦୋଷମୁକ୍ତ

ଆଇଜଲ, ୧୦ା୧୧: କ୍ଷମତାର ଅପବ୍ୟବହାର ଏବଂ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏକ ସ୍ବତନ୍ତ୍ର କୋର୍ଟ ମିଜୋରାମ୍‌ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କୁ ଦୋଷମୁକ୍ତ କରିଛନ୍ତି। ଦୁର୍ନୀତି ନିରୋଧୀ ସଂସ୍ଥା ପିପୁଲ ରାଇଟ୍‌ ଟୁ ଇନଫର୍ମେଶନ ଏବଂ ଡେଭେଲପମେଣ୍ଟ ଇମ୍ପ୍ଲିମେଣ୍ଟିଂ ସୋସାଇଟି...

‘ଜାତୀୟ ସ୍ବାର୍ଥ ହାନି କରିଛି କେନ୍ଦ୍ର’

ନୂଆଦିଲ୍ଲୀ, ୧୦ା୧୧: ଫ୍ରାନ୍ସରୁ ରାଫାଲ ଯୁଦ୍ଧ ବିମାନ କିଣିବା ପାଇଁ ଭାରତ ସହ ହୋଇଥିବା ଚୁକ୍ତିରେ ୬୫ କୋଟି ଟଙ୍କା ଲାଞ୍ଚ କାରବାର, ନକଲି ଇନ୍‌ଭଏସ୍‌ ପ୍ରସ୍ତୁତ ଆଦି ବେଆଇନ କାର୍ଯ୍ୟକଳାପକୁ ନେଇ ମିଡିଆପାର୍ଟ ପୋର୍ଟାଲରେ ରିପୋର୍ଟ ପ୍ରକାଶ ପାଇବା...

ରାଜସ୍ଥାନରେ କମିବ ତୈଳ ଦର

ଯୋଧପୁର,୧୦।୧୧: ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର କମିବା ପରେ ରାଜସ୍ଥାନରେ ତୈଳ ଉପରୁ ଭ୍ୟାଟ ହ୍ରାସ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ଗତ ୩ ତାରିଖରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ...

ଫେଲ ମାରିଲା ପାଣିପାଗ ବିଭାଗ

ଚେନ୍ନାଇ,୯।୧୧: ଗତ ୬ ତାରିଖ ରାତିରେ ଚେନ୍ନାଇରେ ୨୦ ସେଣ୍ଟିମିଟର ବର୍ଷା ହୋଇଥିଲା। ୨୦୧୫ ବନ୍ୟା ପରେ ଏଭଳି ବର୍ଷା ଦେଖି ନ ଥିଲା ଚେନ୍ନାଇ। ତେବେ ବନ୍ୟାର କ୍ଷୟକ୍ଷତିକୁ ରୋକାଯାଇ ପାରିଥାନ୍ତା। ମାତ୍ର ସ୍ଥାନୀୟ ପାଣିପାଗ ବିଭାଗର ଆକଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri