ଜାତୀୟ

ଲୋକଙ୍କ ଉପରେ ମାଡ଼ିଗଲା ଅଡି କାର

ଯୋଧପୁର,୯।୧୧: ରାଜସ୍ଥାନ ଯୋଧପୁର ସହରର ଏମ୍ସ ରୋଡରେ ମଙ୍ଗଳବାର ଏକ ଭୟଙ୍କର ଦୃର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ଅଡି କାର ରାସ୍ତାରେ ଯାଉଥିବା ଲୋକଙ୍କୁ ଦଳି ଦେବା ସହ ପଶି ଯାଇଛି ଏକ ଝୁମ୍ପୁଡି ଘରେ। ଘଟଣାସ୍ଥଳରେ...

‘ଯୋଗୀଙ୍କ ଭଳି ମୋର ବି ପରିବାର ନାହିଁ, ନିଜ ଦମ୍‌ରେ ଲଢିବି ନିର୍ବାଚନ’

ଲକ୍ଷ୍ନୌ, ୯।୧୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଭିନ୍ନ ପାର୍ଟି ପକ୍ଷରୁ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଭାଜପା ଏବଂ ଅନ୍ୟ ଦଳ ଉପରେ କଡ଼ା ଟାର୍ଗେଟ କରିଥିଲେ। ସେ...

ଫଡନବିଶଙ୍କ ଅଭିଯୋଗକୁ ନେଇ ନୱାବ କହିଲେ କାଲି ପକାଇବେ ହାଇଡ୍ରୋଜେନ ବମ୍‌

ମୁମ୍ବାଇ,୯ ।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ତଥା ଏନ୍‌ସିପି ନେତା ନୱାବ ମଲିକଙ୍କର ଅଣ୍ଡରୱାର୍ଲଡ ସମ୍ପର୍କ ଥିବା କହିଥିଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ । ଏହାର ଉତ୍ତର ଦେବାକୁ ଯାଇ ମଲିକ କହିଛନ୍ତି ଫଡନବିଶଙ୍କ ଅଭିଯୋଗରେ କୌଣସି...

ତିନି ଦିନ ହେଲା ଲାଗି ରହିଛି ବର୍ଷା ,୫ ମୃତ

ଚେନ୍ନାଇ,୯।୧୧: ତାମିଲନାଡୁର ବିଭିନ୍ନ ସ୍ଥାନରେ ଲଗାତର ତିନି ଦିନ ହେଲା ବର୍ଷାଜାରି ରହିଛି । ବର୍ଷା ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ୫ଶହରୁ ଅଧିକ ଲୋକ ବାସହରା ହୋଇଛନ୍ତି। ରାଜ୍ୟର ବିଭିନ୍ନ...

ଆଶିଷଙ୍କ ବନ୍ଧୁକରୁ ହୋଇଥିଲା ଫାୟାରିଂ…

ଲକ୍ଷ୍ନୌ,୯।୧୧: ଅକ୍ଟୋବର ୩ରେ, ଲଖିମପୁର ଖେରିରେ କୃଷକମାନେ ଏକ କାର୍‌ ଦ୍ୱାରା ଚାପି ହୋଇଯିବା ଘଟଣାରେ ଏକ ନୂଆ ପର୍ଦ୍ଦାଫାଶ୍‌ ହୋଇଛି। ଏହି ମାମଲାରେ ଫୋରେନ୍ସିକ ଲ୍ୟାବ୍‌ର ରିପୋର୍ଟରେ ଦର୍ଶାଯାଇଛି ଯେ ଏହି ଦଙ୍ଗା ସମୟରେ ଘଟିଥିବା ଗୁଳି ବିନିମୟରେ...

ଅଖିଳେଶ ଆଣିଲେ ସମାଜବାଦୀ ପରଫ୍ୟୁମ୍‌…

ନୂଆଦିଲ୍ଲୀ,୯।୧୧: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ବର୍ଷରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ସମାଜବଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ସମାଜବାଦୀ ପରଫ୍ୟୁମ୍‌ର ଶୁଭାରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ନିର୍ବାଚନ ଏବେ ମହକିବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।...

ଅଣ୍ଡରୱାର୍ଲଡ ସହ ରହିଛି ନୱାବ ମଲିକଙ୍କ ସିଧା ସମ୍ପର୍କ: ଫଡନବିଶ

ମୁମ୍ବାଇ,୯ ।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏନ୍‌ସିପି ନେତା ନୱାବ ମଲିକଙ୍କ ଉପରେ କିଛି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଛନ୍ତି । ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଫଡନବିଶ କହିଛନ୍ତି ନୱାବ ମଲିକଙ୍କ ସମ୍ପର୍କ ସିଧାସଳଖ ଅଣ୍ଡୱାର୍ଲଡ ସହ...

ରାଫାଲ ସ୍କାମ୍‌, କଂଗ୍ରେସ ମୁଣ୍ଡରେ ଅଠା ବୋଳିଲା ଭାଜପା…

ନୂଆଦିଲ୍ଲୀ,୯।୧୧: ରାଫାଲ ଯୁଦ୍ଧ ବିମାନ ସ୍କାମ୍‌ ମାମଲାରେ ଫ୍ରାନ୍ସର ପତ୍ରିକା ମିଡିଆପାର୍ଟ ଦ୍ୱାରା ପ୍ରକାଶିତ ତଥ୍ୟ ଉପରେ କଂଗ୍ରେସ ଭାଜପାକୁ ଘେରିବା ଉଦ୍ୟମ କରିଛି। ତେବେ ଭାଜପା ପକ୍ଷରୁ ଏହାର ପାଲଟା ଜବାବ୍‌ ପ୍ରଦାନ କରାଯାଇଛି। ଭାଜପା ପକ୍ଷରୁ ଏହି...

ଜେଲ୍‌ରୁ ହ୍ୟାକିଙ୍ଗ୍‌, ବିଚାରପତି-ଗୃହମନ୍ତ୍ରୀଙ୍କ ସଚିବ-ଆଇପିଏସ୍‌ ଅଫିସରଙ୍କ ଫୋନ୍‌ ହ୍ୟାକ୍‌…

ଭୋପାଳ,୯।୧୧: ମଧ୍ୟପ୍ରଦେଶର ଉଜ୍ୱୟନୀ ଜେଲର ଅଧିକାରୀମାନଙ୍କ ବିରୋଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ କଏଦୀଙ୍କ ଦ୍ୱାରା ଡିଜିଟାଲ ଠକେଇ ଅଭିଯୋଗ ଅଣାଯାଇଛି। କଏଦୀ ଅଭିଯୋଗ କରିଛନ୍ତି ଯେ ତାଙ୍କ ଉପରେ ଚାପ ପକାଇ ଜେଲ କର୍ତ୍ତୃପକ୍ଷ ଆଇପିଏସ ଅଧିକାରୀ, ବିଚାରପତି...

୩୧ ଡିସେମ୍ବର ସୁଦ୍ଧା ଟିକାକରଣ ଲକ୍ଷ୍ୟ ପୂରଣ କାଠିକର ପାଠ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଜାରି ରହିଛି। ୨୦୨୧ ଶେଷ ସୁଦ୍ଧା ଦେଶର ସମସ୍ତ ୯୪ କୋଟି ବୟସ୍କଙ୍କୁ କରୋନା ଟିକା ଦେବା କାଠିକର ପାଠ ମନେ...

ହସ୍ପିଟାଲରେ ଅଗ୍ନିକାଣ୍ଡ: ୪ ଶିଶୁ ମୃତ

ଭୋପାଳ,୯।୧୧: ଭୋପାଳରେ ସୋମବାର ରାତିରେ କମଳା ନେହରୁ ହସ୍ପିଟାଲର ଶିଶୁ ବିଭାଗର ଏସଏନସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ସୂଚନାନୁସାରେ, ସୋମବାର ରାତି ପ୍ରାୟ ୯ଟା ପରେ ହସ୍ପିଟାଲର ଶିଶୁ ବିଭାଗରେ...

ତୈଳ ରାଜନୀତି ଘେରରେ ଉପଭୋକ୍ତା, ୧୦ ଅଣ-ଭାଜପା ଶାସିତ ରାଜ୍ୟରେ କମୁନି ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ,୯।୧୧: ଗତ ସପ୍ତାହରେ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ ଡୁ୍ୟୁଟି ଯଥାକ୍ରମେ ୫ ଏବଂ ୧୦ ଟଙ୍କା ହ୍ରାସ କରିବା ପରେ ଭାଜପା ଶାସିତ ସମସ୍ତ ରାଜ୍ୟ ମଧ୍ୟ ଇନ୍ଧନ ଉପରେ ଭାଲ୍ୟୁ ଆଡ ଟ୍ୟାକ୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri