ଜାତୀୟ

ସନ୍ଥ ଜ୍ଞାନେଶ୍ୱର-ତୁକାରାମ ମହାରାଜ ପାଲକି ମାର୍ଗ ୪ ଲେନ ହେବ

ନୂଆଦିଲ୍ଲୀ,୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମହାରାଷ୍ଟ୍ରର ସନ୍ଥ ଜ୍ଞାନେଶ୍ୱର ପାଲକି ମାର୍ଗ(ଏନ୍‌ଏଚ୍‌-୯୬୫)ର ପଞ୍ଚମ ଖଣ୍ଡ ଓ ସନ୍ଥ ତୁକାରାମ ମହାରାଜ ପାଲକି ମାର୍ଗ(ଏନ୍‌ଏଚ୍‌-୯୬୫ଜି)ର ତୃତୀୟ ଖଣ୍ଡକୁ ୪ ଲେନ କରିବାର ଯୋଜନାର ଶିଳାନ୍ୟାସ କରିଛନ୍ତି । ଏହି...

ଆଫଗାନିସ୍ତାନକୁ ନେଇ ୧୦ ନଭେମ୍ବରରେ ଅଜିତ ଡୋଭାଲଙ୍କ ନେତୃତ୍ୱରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୮ ।୧୧: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ନେତୃତ୍ୱରେ ରାଜଧାନୀ ଦିଲ୍ଲୀରେ ଆଫଗାନିସ୍ତାନକୁ ନେଇ ବିଶ୍ୱର ଅଧିକାଂଶ ଦେଶର ସୁରକ୍ଷା ପରାମର୍ଶଦାତାଙ୍କ ସହ ବୁଧବାର ଅର୍ଥାତ୍ ୧୦ ନଭେମ୍ବରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ସବୁଠାରୁ...

ଟି-୨୦ ଓ୍ବାଲର୍‌ଡ କପ୍‌ରୁ ଭାରତ ବାହାର, ବିଜ୍ଞାପନ ଆୟରେ ୧ ହଜାର କୋଟି କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୮।୧୧: ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା। ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଭାରତୀୟ ପ୍ରଶଂସକମାନେ ଏହା ଦ୍ୱାରା କେବଳ ନିରାଶ ନୁହଁନ୍ତି, ମ୍ୟାଚର ବିଜ୍ଞାପନ ସ୍ଲଟ କିଣୁଥିବା ଏବଂ ବିକ୍ରୟ କରୁଥିବା...

୨୪ ବର୍ଷ ପରେ ପାକିସ୍ତାନ ଗସ୍ତରେ ଯିବ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ମାର୍ଚ୍ଚରେ ଅଷ୍ଟ୍ରେଲିଆ ଦଳ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୋମବାର ଏହା ନିଶ୍ଚିତ କରିଛି। ୧୯୯୮ ପରଠାରୁ ଏହା ଅଷ୍ଟ୍ରେଲିଆର ପାକିସ୍ତାନ ଗସ୍ତ ହେବ। ଏହି ଗସ୍ତରେ ଦୁଇ...

ଉପହାର ଫାୟାର ଟ୍ରାଜେଡି ମାମଲା: ସୁଶୀଲ-ଗୋପାଳଙ୍କୁ ୭ ବର୍ଷ ଜେଲ

ନୂଆଦିଲ୍ଲୀ,୮ ।୧୧: ଉପହାର ସିନେମା ଅଗ୍ନିକାଣ୍ଡ ମାମଲାରେ ଦିଲ୍ଲୀର ପଟିୟାଲା ହାଉସ କୋର୍ଟ ତଥ୍ୟକୁ ନେଇ ସାକ୍ଷୀଙ୍କୁ ଏପଟ ସେପଟ କରିବା ମାମଲାରେ ସୁଶୀଲ ଅଂସଲ ଓ ଗୋପଳ ଅଂସଲଙ୍କୁ ୭ ବର୍ଷ ଲେଖାଏଁ ସଜା ଶୁଣାଇଛନ୍ତି । ୧୯୯୭ରେ...

ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୧ ପରୀକ୍ଷା ପାଇଁ ନିର୍ଦ୍ଦେଶନାମା ଜାରି କଲା ସିବିଏସ୍‌ସି

ନୂଆଦିଲ୍ଲୀ,୮।୧୧: ସିବିଏସ୍‌ସି ଦଶମ ଓ ଦ୍ବାଦଶର ଟର୍ମ-୧ ପରୀକ୍ଷାକୁ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ମଙ୍ଗଳବାର ସିବିଏସ୍‌ସି ପୋର୍ଟାଲରେ ନଭେମ୍ବର ଓ ଡିସେମ୍ବରରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ରୋଲ ନମ୍ବର ଅପଲୋଡ଼ କରାଯିବ । ୪୫ରୁ...

ମୁଜଫରନଗର ହିଂସାକୁ ନିର୍ବାଚନି ଅସ୍ତ୍ର କରିବେନି ଯୋଗୀ

ଲକ୍ଷ୍ନୌ,୮ ।୧୧: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ସୋମବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୈରାନା ପହଞ୍ଚିଛନ୍ତି । ସେଠାରେ ସେ କହିଛନ୍ତି ଏହା ପୂର୍ବର ସରକାରଙ୍କର ରାଜନୈତିକ ଅପରାଧିକରଣର ଶିକାର ହୋଇଥିଲେ ଲୋକେ । ହେଲେ...

ହାଜତ ମୃତ୍ୟୁ ମାମଲାରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ …

ନୂଆଦିଲ୍ଲୀ,୮।୧୧: ହାଜତ ମୃତ୍ୟୁ ମାମଲାରେ ସିବିଆଇ ଯାଞ୍ଚ ପାଇଁ ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। ଏହି ମାମଲାରେ ଉତ୍ତରପ୍ରଦେଶର ଜୈନପୁରର ଜଣେ ୨୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ଘଟଣାର ତଦନ୍ତ...

ଘରୋଇ ହିଂସା ଆଇନ, ପୀଡିତାଙ୍କ ସହାୟତା ପାଇଁ କେନ୍ଦ୍ରର ଜବାବ୍‌ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୮।୧୧: ଘରୋଇ ହିଂସା ଆଇନରେ ପୀଡିତା ମହିଳାଙ୍କୁ ସାହାଯ୍ୟ କରିବା ପାଇଁ ପ୍ରାବଧାନ କାର୍ଯ୍ୟକାରୀ କରିବାକୁ ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ୍‌ ଲୋଡିଛନ୍ତି। ସୁପ୍ରିମକୋର୍ଟ ସୋମବାର ଏସମ୍ପର୍କିତ ରିଟ୍‌ ପିଟିଶନ ଉପରେ...

କଂଗ୍ରେସକୁ ଝଟ୍‌କା: ଦଳ ଛାଡି ଭାଜପାରେ ଯୋଗ ଦେଲେ ୨ ବିଧାୟକ

ଇମ୍ଫାଲ,୮।୧୧: ମଣିପୁରରେ କଂଗ୍ରେସ ଏକ ବଡ଼ ଝଟ୍‌କା ଲାଗିଛି। ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ସୋମବାର କଂଗ୍ରେସର ଦୁଇ ଜଣ ବିଧାୟକ ରାଜକୁମାର ଇମୋ ସିଂ ଏବଂ ୟାମଥୋଙ୍ଗ ହୋକିପ ଦଳ ଛାଡି ଭାରତୀୟ ଜନତା...

ନିର୍ବାଚନ ପରବର୍ତ୍ତୀ ହିଂସା, ସିବିଆଇ-ଏସ୍‌ଆଇଟିକୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ…

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ହାଇକୋର୍ଟ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୋଲକାତା ହାଇକୋର୍ଟ ଉଭୟ ସିବିଆଇ ଏବଂ ଏସଆଇଟିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର...

୧୧୯ଙ୍କୁ ପଦ୍ମ ସମ୍ମାନ…

ନୂଆଦିଲ୍ଲୀ,୮।୧୧: ଚଳିତ ବର୍ଷ ୧୧୯ ପ୍ରସିଦ୍ଧ ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଛି। ସେମାନଙ୍କ ମଧ୍ୟରେ ୭ ଜଣଙ୍କୁ ପଦ୍ମ ବିଭୂଷଣ, ୧୦ଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି। ପଦ୍ମ ସମ୍ମାନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri