ଜାତୀୟ

ସିଆର୍‌ପିଏଫ୍ କ୍ୟାମ୍ପରେ ଯବାନଙ୍କ ଗୁଳିରେ ଟଳି ପଡିଲେ ୪ ସାଥି, ୩ ଆହତ

ସୁକମା,୮ ।୧୧: ଛତିଶଗଡ଼ର ସୁକମାରେ ଜଣେ ଯବାନ ନିଜ ସାଥି ଯବାନଙ୍କ ଉପରକୁ ଗୁଳି ଚାଳନା କରିଥିବା ଖବର ମିଳିଛି । ଯେଉଁଥିରେ ୪ ଯବାନଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିବା ସୂଚନା ରହିଛି । ସମାଚାର...

ଆସନ୍ତା ଦୁଇଦିନ ଚେନ୍ନାଇରେ ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ ବନ୍ଦ

ଚେନ୍ନାଇ,୮ ।୧୧: ପ୍ରବଳ ବର୍ଷା ଯୋଗୁ ତାମିଲନାଡୁର ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି । କିଛି ଜିଲାରେ ଏବେବି ପ୍ରବଳ ବର୍ଷା ଜାରି ରହିଛି । ଚେନ୍ନାଇ ସମେତ ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ରେଡ...

କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ସତ୍ୟପାଲ କହିଲେ ଗୋଟିଏ ମିନିଟରେ ଛାଡିଦେବେ ପଦ

ନୂଆଦିଲ୍ଲୀ,୮ ।୧୧: ମେଘାଳୟର ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କୃଷକ ଆନ୍ଦୋଳନର ସମର୍ଥନରେ ସେ ତାଙ୍କ ପଦ ଛାଡିବାକୁ ପ୍ରସ୍ତୁତ ଅଛନ୍ତି । ସେ କହିଛନ୍ତି ଦିଲ୍ଲୀରେ କୁକୁରର ମୃତ୍ୟୁ ହେଲେ ନେତା ଶୋକ ପ୍ରକାଶ କରୁଛନ୍ତି ହେଲେ କୃଷକଙ୍କ...

ପଶ୍ଚିମବଙ୍ଗରେ ଭାଜପା ନେତାଙ୍କୁ ନିର୍ଯାତନା ଦେଇ ହତ୍ୟା

କୋଲକାତା, ୭।୧୧: ପଶ୍ଚିମବଙ୍ଗର ଉତ୍ତର ଦିନାଜପୁର ଜିଲାରେ ଭାଜପା ଯୁବମୋର୍ଚ୍ଚାର ଜଣେ ନେତାଙ୍କୁ ଗୁଳିକରି ହତ୍ୟା କରିବାର କିଛିଦିନ ପରେ ଶନିବାର ରାତିରେ ପୂର୍ବ ମେଦିନିପୁର ଜିଲାର ଭଗବାନପୁରଠାରେ ଅନ୍ୟ ଜଣେ ଭାଜପା ନେତାଙ୍କୁ ହତ୍ୟା କରାଯାଇଛି। ଚାନ୍ଦିପୁର ବିଧାନସଭା...

ଆର୍ଯ୍ୟନଙ୍କ ଅପହରଣ ଯୋଜନାକୁ ଫେଲ୍‌ କରିଦେଇଥିଲା ସେଲ୍‌ଫି

ମୁମ୍ବାଇ,୭।୧୧: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କୁ ଟଙ୍କା ପାଇଁ ଅପହରଣ କରାଯାଇଥିଲା। କିନ୍ତୁ ଏହି ଯୋଜନାରେ ସବୁ କିଛି ଭଣ୍ଡୁର କରି ଦେଇଥିଲା ସେଲ୍‌ଫି। ଭାଜପା ନେତା ମୋହିତ କାମ୍‌ବୋଜ ରଚିଥିବା ଅପହରଣ ଯୋଜନାର ଅଂଶ ଥିଲେ...

ଦିନକର ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ, ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକଙ୍କ ଘରେ ପାଣି ପଶିଛି। ଏନେଇ ଜୀବନଯାତ୍ରା...

କଏଦୀଙ୍କ ମୃତ୍ୟୁ ପରେ ଜେଲରେ ହିଂସା, ୩୦ ପୋଲିସ ଆହତ

ଫାରୁଖାବାଦ(ୟୁପି),୭।୧୧: ଉତ୍ତରପ୍ରଦେଶର ଫାରୁଖାବାଦ ଜେଲ୍‌ରେ ରବିବାର ଜଣେ କଏଦୀ ଡେଙ୍ଗୁରେ ପ୍ରାଣ ହରାଇବା ପରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଜେଲ୍‌ ଅନ୍ତେବାସୀମାନଙ୍କ ଆକ୍ରମଣରେ ୩୦ ଜଣ ପୋଲିସ କର୍ମଚାରୀ ଓ ୬ ବନ୍ଦୀ ଆହତ ହୋଇଛନ୍ତି। ସାଇଫାଇ ମେଡିକାଲ...

ଚଢ଼ାଉ ବେଳେ ପୋଲିସକୁ ଧରି ଛେଚିଲେ

ମୋତିହାରି,୭।୧୧: ବିହାରର ମୋତିହାରିରେ ଦୀପାବଳି ଦିନ ସନ୍ଧ୍ୟାରେ ଜଣେ ପୋଲିସ ଅଫିସରଙ୍କୁ ଏକ ଗୋଷ୍ଠି ବାନ୍ଧି ବାଡେଇଥିଲା। ଘଟଣାର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଭିଡିଓରେ କ୍ୟାମେରା ଧରିଥିବା ବ୍ୟକ୍ତି ପୋଲିସ ଅଧିକାରୀଙ୍କୁ ବାରମ୍ବାର ପଚାରିଥିଲେ, କାହା କଥାରେ ଚଢ଼ାଉ...

ବଢୁଛି ଜିକା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା

କାନପୁର,୭।୧୧: ଉତ୍ତରପ୍ରଦେଶର କାନପୁରରେ ଜିକା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଏଠାରେ ଆଉ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି । ମାମଲା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ଖୁବ୍‌ଶୀଘ୍ର ପିଲାଙ୍କୁ ଦିଆଯିବ ଟିକା: ୧ କୋଟି ଡୋଜ୍‌ କିଣିବେ ସରକାର

ନୂଆଦିଲ୍ଲୀ,୭।୧୧: ଭାରତରେ ପିଲାମାନଙ୍କୁ ଖୁବ୍‌ଶୀଘ୍ର କରୋନା ଟିକା ଦିଆଯିବ। ୧୨ ବର୍ଷ ଏବଂ ତଦୁର୍ଦ୍ଧ୍ୱ ଲୋକଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। ଅହମ୍ମଦାବାଦ ସ୍ଥିତ କମ୍ପାନୀ ଜାୟଡସ କାଡିଲା ଠାରୁ ତିନି ଡୋଜ ଟିକା ‘ଜାଇକୋଭ-ଡି’ର ୧...

ପୁନିତଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କୁ ସୁରକ୍ଷା ଲୋଡା

ବେଙ୍ଗାଲୁରୁ,୭।୧୧: କନ୍ନଡ ଅଭିନେତା ପୁନିତ ରାଜକୁମାରଙ୍କ ଅକାଳ ବିୟୋଗକୁ ସପ୍ତାହରେ ଊର୍ଦ୍ଧ୍ୱ ସମୟ ବିତି ସାରିଥିଲେ ମଧ୍ୟ ତାଙ୍କ ପ୍ରଶଂସକ ଏହାକୁ ସହଜେ ଗ୍ରହଣ କରିପାରୁ ନାହାନ୍ତି। ଉପଯୁକ୍ତ ଚିକିତ୍ସା ନ ମିଳିବାରୁ ଅକାଳେ ପୁନିତ ଆଖି ବୁଜିଲେ ବୋଲି...

‘ମୋଦି ଜଣେ ଚତୁର ରାଜନେତା’

ନୂଆଦିଲ୍ଲୀ,୭।୧୧:କଂଗ୍ରେସ ଏମ୍‌ପି ଶଶି ଥରୁର ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସା କରିଛନ୍ତି। ସେ ମୋଦିଙ୍କୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସହ ତୁଳନା କରିଛନ୍ତି। ରବିବାର ସେ କହିଛନ୍ତି ସର୍ଦ୍ଦାର ସମଗ୍ର ରାଷ୍ଟ୍ର ତଥା ଗୁଜରାଟୀଙ୍କ ପ୍ରତିନିଧିତ୍ୱ କରୁଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri