ଜାତୀୟ

ବିଜୟର ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୭।୧୧: ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବଚନ ସମ୍ପର୍କରେ ଦଳର କର୍ମୀଙ୍କୁ ବିଜୟ ମନ୍ତ୍ର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦଳ ସାଧାରଣ ଲୋକଙ୍କ...

ଚେନ୍ନାଇରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

ଚେନ୍ନାଇ,୭।୧୧: ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡଛି। ୨୦୧୫ ଠାରୁ ସବୁଠୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ରାସ୍ତାଘାଟ ଜଳମଗ୍ନ ହୋଇ ପାଣିରେ ବୁଡ଼ି ରହିଥିବାରୁ ସାଧାରଣ ଲୋକଙ୍କ ଜୀବନ ପ୍ରଭାବିତ ହୋଇଛି। ନଭେମ୍ବର ୧୦...

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ କର୍ମଚାରୀ ଭାରତୀୟ ବୋଟ ସହିତ ୬ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କରି...

୧୦୦ କୋଟି ଟିକା ଲକ୍ଷ୍ୟ ହାସଲ ପାଇଁ ପ୍ରଧାନମନ୍ତ୍ରୀ ହେଲେ ସମ୍ମାନୀତ…

ନୂଆଦିଲ୍ଲୀ,୭।୧୧: ରାଜଧାନୀ ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ (ଏନଡିଏମସି) ର ସମ୍ମିଳନୀ କକ୍ଷରେ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାନ୍ତ୍ରୀ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ...

ନୱାବ ମଲିକଙ୍କ ଉପରେ ଏନ୍‌ସିବିର ପାଲଟା ଆକ୍ରମଣ: ଏତେ ପ୍ରମାଣ ଯଦି ଅଛି କୋର୍ଟ କାହିଁକି ଯାଉ ନାହାନ୍ତି ନୱାବ

ମୁମ୍ବାଇ,୭ ।୧୧: ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାରେ ନୱାବ ମଲିକଙ୍କ ଦ୍ୱାରା ସମିର ୱାନଖଡେଙ୍କ ଉପରେ ଗୋଟିଏ ପରେ ଗୋଟିଏ ଅଭିଯୋଗ ଲଗାଯାଉଛି । ଏବେ ଏହାକୁ ନେଇ ଏନ୍‌ସିବି ଅଧିକାରୀମାନେ କହିଛନ୍ତି ଯଦି ନୱାବ ମଲିକଙ୍କ ପାଖରେ ଏତେ...

ମହାମାରୀ ଲଢ଼େଇରେ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ, କହିଲେ ନଡ୍ଡା…

ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟି ଭାଜପାର ଜାତୀୟ କାର୍ଯ୍ୟକାରିଣୀ ଦିଲ୍ଲୀରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଲାଲକୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀଙ୍କ ସମେତ ସମସ୍ତ...

୨ଦିନିଆ ଗୋଆ ଗସ୍ତରେ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୧୧: ବିଧାନସଭା ନିର୍ବାଚନ ନେଇ ଆଜିଠୁ ୨ଦିନିଆ ଗୋଆ ଗସ୍ତରେ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଏ ନେଇ ଏକ ବିଶେଷ ସୁତ୍ରରୁ ସୂଚନା ମିଳିଛି । ୨୦୨୨ରେ ଗୋଆ ବିଧାନସଭା ନିର୍ବାଚନ। ତେବେ ବିଭିନ୍ନ ରାଜନୈତିକ...

ରେଲୱେ କ୍ରସିଂ ପାର୍‌ ହେଲା ବେଳେ ଚାଲିଗଲା ଚାରି ଜୀବନ

ଲକ୍ଷ୍ନୌ,୭।୧୧: ରେଲୱେ କ୍ରସିଂରେ ଯାଉଥିବା ବେଳେ ଶନିବାର ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶ ଅଯୋଧ୍ୟାରର ମହାରାଜଗଞ୍ଜ ପୋଲିସ ଷ୍ଟେଶନ ଏକ ରେଲୱେ କ୍ରସିଂ ନିକଟରେ। ମୃତକଙ୍କ ମଧ୍ୟରେ ସ୍ତ୍ରୀ-ସ୍ବାମୀ ଓ ତାଙ୍କ ୨...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଜାରି: ବିଧାନସଭା ନିର୍ବାଚନକୁ ନେଇ ହେଉଛି ଆଲୋଚନା

ନୂଆଦିଲ୍ଲୀ,୭ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଛି । ରବିବାର ସକାଳେ ଏହା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୩ଟାରେ ଶେଷ ହେବ ବୋଲି ଜଣାପଡିଛି । ଏହି ବୌଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

କଏଦୀଙ୍କ ଢେଲା ମାଡ଼ରେ ଜେଲରଙ୍କ ସମେତ ୩୦ ପୋଲିସ ଆହତ…

ଫତେଗଡ଼,୭।୧୧: ଉତ୍ତରପ୍ରଦେଶର ଫତେହଗଡ ଜିଲା ଜେଲରେ କଏଦୀମାନଙ୍କ ଢେଲା ମାଡ଼ରେ ଜେଳରଙ୍କ ସମେତ ୩-ୟ୦ ପୋଲିସ ଆହତ ହୋଇଛନ୍ତି। କଏଦୀ ଆକ୍ରମଣ, ଫାୟାରିଂ ଏବଂ ଅଗ୍ନିକାଣ୍ଡ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଏକ ସୁରକ୍ଷାକମୀଙ୍କ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲାପାଳ...

ନିଆଁ ଲିଭାଇବା ସହିତ ବୁଲା ପ୍ରାଣୀଙ୍କୁ ଘଉଡ଼ାଇବ ଡ୍ରୋନ୍‌…

କାନପୁର,୭।୧୧: ଡ୍ରୋନ ଏବଂ ଅନ୍ୟାନ୍ୟ ମାନବବିହୀନ ବିମାନ (ୟୁଏଭି) ଏବେ କେବଳ ସର୍ଭେଲାନ୍ସ ଏବଂ ଗୁପ୍ତଚରୀ ପାଇଁ ବ୍ୟବହୃତ ହେଉ ନାହିଁ, ବରଂ ଏହା ସମାଜର ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ବ୍ୟବହୃତ ହେବାରେ ଲାଗିଛି। ଏହାର ଏକ ଉଦାହରଣ...

ଦିଦିଙ୍କ ନୂଆ ରଣନୀତି, କଂଗ୍ରେସ-ସିପିଏମକୁ କରୁଛନ୍ତି ସଶକ୍ତ…

କୋଲକାତା,୭।୧୧: ପଶ୍ଚିମବଙ୍ଗର ନିକଟରେ ୪ଟିି ଆସନରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସେଥିରୁ ତିନୋଟି ଆସନରେ ଭାଜପା ପ୍ରାର୍ଥୀଙ୍କ ଅମାନତ ଉଡ଼ିଯାଇଛି। ବର୍ତ୍ତମାନ ଏହି ପରାଜୟକୁ ନେଇ ଦଳ ଭିତରେ ଏକ ଚର୍ଚ୍ଚା ଆରମ୍ଭ ହୋଇଛି। ସବୁଠୁ ବଡ କଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri