ଜାତୀୟ

ଟ୍ରକ ମାଡିଯାଇ ୬ ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ,୩।୧୧: ଉତ୍ତର ପ୍ରଦେଶର ଗାଜିପୁର ଅହରାଉଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଚା’ ଦୋକାନରେ ଟ୍ରକ ମାଡିଯାଇ ୬ ଜଣଙ୍କ ମୃତ୍ୟୁ ଘଟିଛି॥ ଏଥିସହ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।...

ଟିକାକରଣ ଯୋଗୁ ଦେଶରେ ସୃଷ୍ଟି ହୋଇଛନ୍ତି ୨ ଭିନ୍ନ ଭିନ୍ନ ବର୍ଗ, କହିଲେ ହାଇକୋର୍ଟ…

କୋଚି,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ମହାମାରୀ ବିରୋଧରେ ଲଢ଼େଇ ଅନ୍ତର୍ଗତ ଟିକାକରଣ ଅଭିଯାନ ଦେଶବ୍ୟାପୀ ଜାରି ରହିଛ। ଏପରିସ୍ଥଳେ କେରଳ ହାଇକୋର୍ଟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଟିକାକରଣ ଯୋଜନା ଦେଶରେ ନାଗରିକଙ୍କ ଦୁଇଟି...

ପାରାମିଲିଟାରୀ କର୍ମଚାରୀଙ୍କୁ ମାଗଣା ସ୍ବାସ୍ଥ୍ୟସେବା…

ନୂଆଦିଲ୍ଲୀ,୩।୧୧: ଦେଶର ସମସ୍ତ କେନ୍ଦ୍ରୀୟ ପାରାମିଲିଟାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତରେ ମାଗଣା ଏବଂ ନଗଦ ବିହୀନ ଚିକିତ୍ସା ଉପଲବ୍ଧ ହେବ। ଆୟୁଷ୍ମାନ ଭାରତ ଅଧୀନରେ ସ୍ବୀକୃତିପ୍ରାପ୍ତ ଯେ କୌଣସି ସିଜିଏଚ୍‌ଏସ୍‌ ହସ୍ପିଟାଲ...

ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୦୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

‘ସଚ୍ଚୋଟ ଅଫିସର ୨ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ନାହିଁ’

ମୁମ୍ବାଇ,୩।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜୋନାଲ ଡିରେକ୍ଟର ସମୀର ୱାଙ୍ଖଡେଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲ୍ଲିକ। ୱାଙ୍ଖଡେ ଜଣେ ଦୁର୍ନୀତି ଖୋର ଅଫିସର। ସେ ବଟି ଆଦାୟ କରିବା ସହ ଅତି ଦାମୀ ପୋଷାକ...

ବିମାନରେ ମିଳିବ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ

ନୂଆଦିଲ୍ଲୀ,୨।୧୧: ଆଗାମୀ ଦିନରେ ବିମାନଗୁଡ଼ିକରେ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ଉପଲବ୍ଧ ହେବ। ଏ ନେଇ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି ବିଲିୟନେୟାର ଉଦ୍ୟୋଗୀ ଏଲନ ମସ୍କ। ରକେଟ କମ୍ପାନୀ ସ୍ପେସ୍‌ ଏକ୍ସ ପକ୍ଷରୁ ଷ୍ଟାର୍‌ଲିଙ୍କ୍‌ ହେଉଛି...

କୋହଲିଙ୍କ ସମର୍ଥନରେ ଏମିତି ଲେଖିଲେ ରାହୁଲ

ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ମଙ୍ଗଳବାର ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ସମର୍ଥନରେ ଟୁଇଟ୍‌ କରିଛନ୍ତି। ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଠାରୁ ଭାରତ ପରାସ୍ତ ହେବା ପରେ ମହମ୍ମଦ ଶାମିଙ୍କ ସମର୍ଥନରେ ବାହାରିବା କାରଣରୁ କୋହଲିଙ୍କ...

କୋହଲିଙ୍କ ଝିଅକୁ ବଳାତ୍କାର ଧମକ : ସାଇବର ପୋଲିସକୁ ନୋଟିସ

ନୂଆଦିଲ୍ଲୀ,୨।୧୧: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପରିବାରକୁ ଧମକ ମିଳିବା ନେଇ ମିଡିଆ ରିପୋର୍ଟ ପ୍ରକାଶ ପାଇବା ପରେ ସାଇବର ପୋଲିସକୁ ନୋଟିସ କରିଛି ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)। ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନଠାରୁ ୧୦ ଉଇକେଟରେ...

ଚାଷୀଙ୍କ ପାଇଁ ଛାଡ଼ିଥିଲେ ବିଧାୟକ ପଦ, ପୁଣି ଜିତିଲେ

ଚଣ୍ଡିଗଡ଼,୨।୧୧: ଆଇଏନ୍‌ଏଲ୍‌ଡି (ଇଣ୍ଡିଆନ ନ୍ୟାଶନାଲ ଲୋକ ଦଳ) ନେତା ଅଭୟ ଚୌତାଲା ହରିୟାଣାର ଏଲେନାବାଦ୍‌ ବିଧାନସଭା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି। ସେ ସରକାରୀ ଭାଜପା ଦଳର ଗୋବିନ୍ଦ କାଣ୍ଡାଙ୍କୁ ୬,୭୩୯ ଭୋଟରେ ହରାଇ ଦେଇଛନ୍ତି ବୋଲି ନିର୍ବାଚନ ଆୟୋଗ(ଇସି)ର ଓ୍ବେବସାଇଟ୍‌ରେ...

କଂଗ୍ରେସରୁ ଇସ୍ତଫା ଦେଲେ ଅମରିନ୍ଦର

ଚଣ୍ଡିଗଡ଼,୨ ।୧୧: ପଞ୍ଜାବର ପୁର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୭ ପୃଷ୍ଠାର ପତ୍ର ଲେଖି ଦଳରୁ ଇସ୍ତଫା ଦେଇଛନ୍ତି । ଏହାସହ ଅମରିନ୍ଦର ନୂଆ...

ସବୁ ଆସନରେ ହାରିଲା ଭାଜପା

କୋଲକତା,୨।୧୧: ପଶ୍ଚିମବଙ୍ଗର ୪ଟି ବିଧାନସଭା ଆସନରେ ହୋଇଥିବା ଉପ-ନିର୍ବାଚନରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ ଏକପାଖିଆ ବିଜୟ ହାସଲ କରିଛି। ସଦ୍ୟତମ ତଥ୍ୟ ଅନୁଯାୟୀ ଟିଏମସି ଚାରିଟି ଆସନ ଜିତିଛି। ଟିଏମସି ଗୋସାବା, ଦିନହଟା, ଖାରଦାହ ଏବଂ ଶାନ୍ତିପୁର...

୭,୯୬୫ କୋଟିର ପ୍ରତିରକ୍ଷା ପ୍ରସ୍ତାବକୁ ମଞ୍ଜୁରୀ, ବୃଦ୍ଧି ପାଇବ ସେନାର ଶକ୍ତି…

ନୂଆଦିଲ୍ଲୀ,୨।୧୧: ପୂର୍ବ ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୭,୯୬୫ କୋଟି ଟଙ୍କାର ପ୍ରତିରକ୍ଷା ପ୍ରସ୍ତାବକୁ ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥିରେ ୧୨ଟି ହାଲକା ୟୁଟିଲିଟି ହେଲିକପ୍ଟର, ଶର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri