ଜାତୀୟ

ହିମାଚଳ ପ୍ରଦେଶରେ ଭାଜପାକୁ ଝଟକା: ଗୋଟିଏ ଲୋକ ସଭା, ୩ ବିଧାନସଭା ଆସନରେ ବାଜି ମାରିଲା କଂଗ୍ରେସ

ନୂଆଦିଲ୍ଲୀ,୨ ।୧୧: ହିମାଚଳ ପ୍ରଦେଶ ଉପନିର୍ବାଚନ ଫଳାଫଳ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଶକ୍ତ ଝଟକା ଦେଇଛି । ହିମାଚଳ ପ୍ରଦେଶରେ ହୋଇଥିବା ଉପ ନିର୍ବାଚନରେ ମଣ୍ଡି ଲୋକ ସଭା ଆସନ ବ୍ୟତୀତ ଫତେପୁର, ଅରକିଓ ମ୍ବ୍‌ଲ-କୋଟଖାଇ ବିଧାନସଭା ଆସନରେ...

କୋହଲି-ଅନୁଷ୍କାଙ୍କ ଝିଅଙ୍କୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରାଯାଉ

ନୂଆଦିଲ୍ଲୀ,୨।୧୧: ଟି -୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ଖରାପ ପ୍ରଦର୍ଶନ ପରେ ଦଳର ଅଧିନାୟକ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କୁ ସୋସିଆଲ ମିଡିଆରେ ବଳାତ୍କାର ଧମକ ଦିଆଯାଉଛି। ଏହି ମାମଲାରେ ଦିଲ୍ଲୀ ମହିଳା ଆୟୋଗ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ବିନା ପ୍ରମାଣରେ ଜୀବନ ପ୍ରତି ବିପଦ ଦର୍ଶାଇ ବିଚାରାଧୀନ ମାମଲାର ସ୍ଥାନାନ୍ତରଣ କରାଯାଇ ପାରିବ ନାହିଁ…

ନୂଆଦିଲ୍ଲୀ,୨।୧୧: କୌଣସି ପ୍ରର୍ଯ୍ୟାପ୍ତ ପ୍ରମାଣ ବିନା ବିଚାରାଧୀନ ମାମଲାକୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଅନ୍ୟ କୋର୍ଟକୁ ସ୍ଥାନାନ୍ତରଣ କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। କେବଳ ସିଆରପିସି ଧାରା ୪୦୬ ଅନ୍ତର୍ଗତ ଏଭଳି କରାଯାଇ ପାରିବ...

ଭାଗ୍ୟ ଭଲ ଆର୍ୟନଙ୍କୁ ମିଳିଛି ଜାମିନ୍‌, ଦେଶରେ ପଡ଼ିରହିଛି ଏଭଳି ୨ ଲକ୍ଷ ମାମଲା, କହିଲେ ବିଚାରପତି ଲୋକୁର…

ନୂଆଦିଲ୍ଲୀ,୨।୧୧: ମୁମ୍ବାଇ କ୍ରୁଜ୍‌ ଡ୍ରଗ୍ସ୍‌ ପାର୍ଟି ମାମଲାରେ ବଲିଉଡ ଅଭିନେତା ଶାହାରୁଖ୍‌ ଖାଁଙ୍କ ପୁଅ ଆର୍ୟନ ଖାଁଙ୍କୁ ଜାମିନ୍‌ ମିଳିବା ଘଟଣାରେ ସୁପ୍ରିମ୍‌କୋର୍ଟ ବିଚାରପତି ମଦନ ବି. ଲୋକୁର କହିଛନ୍ତି ଯେ, ଭାଗ୍ୟ ତାଙ୍କୁ ବେଲ୍‌ ମିଳିଛି। ଦେଶରେ ଏଭଳି...

ରୋହିଙ୍ଗ୍ୟାଙ୍କୁ ତତ୍କାଳ ନିର୍ବାସିତ କରିବା ଯୋଜନା ନାହିଁ, ସାନି ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର…

ନୂଆଦିଲ୍ଲୀ,୨।୧୧: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି...

କଂଗ୍ରେସକୁ ପ୍ରଥମ ସଫଳତା

ନୂଆଦିଲ୍ଲୀ,୨ ।୧୧: ଦେଶରେ ୩ ଲୋକ ସଭା ଓ ୨୯ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଫଳାଫଳ ଧୀରେ ଧୀରେ ଆସିବାରେ ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ ରାଜସ୍ଥାନରେ କଂଗ୍ରେସକୁ ପ୍ରଥମ ସଫଳତା ମିଳିଛି । ଏଠାରେ ୨ଟି...

ଅଦରକାରୀ କାଗଜ ବିକିି ୪୦ କୋଟି ରାଜସ୍ବ ପାଇଛନ୍ତି ସରକାର…

ନୂଆଦିଲ୍ଲୀ,୨।୧୧: କେନ୍ଦ୍ର ସରକାର ଅଦରକାରୀ କାଗଜ ବିକି ୪୦ କୋଟି ଟଙ୍କା ରାଜସ୍ବ ସଂଗ୍ରହ କରିଛନ୍ତି। ଏନେଇ କେନ୍ଦ୍ରୀୟମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଏହାଦ୍ୱାରା ଅଦରକାରୀ କାଗଜ ଜମି ରହିଥିବା ୮ ଲକ୍ଷ ବର୍ଗଫୁଟ ସ୍ଥାନ ଖାଲି ହୋଇଛି।...

ଥରିଲା ଲଦାଖ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ଲଦାଖରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ତେବେ ଏପର୍ଯ୍ୟନ୍ତ ରାଜ୍ୟରେ କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ। ଏହାପୂର୍ବରୁ ଅକ୍ଟୋବର ୩୦ରେ ଲେହରେ ଭୂକମ୍ପ ଅନୁଭୂତ ହୋଇଥିଲା। ଲେହର ଅଲଚି...

୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ରଖିଛି ଆଇଏସ୍‌ଆଇ…

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ପ୍ରସ୍ତୁତ ରଖିଛି। ଶୀତଦିନେ ତୁଷାରପାତ ପୂର୍ବରୁ ଆତଙ୍କବାଦୀଙ୍କୁ ଲଞ୍ଚ୍‌ପ୍ୟାଡ୍‌ ଛାଡ଼ିବାକୁ ଆଇଏସ୍‌ଆଇ ନିର୍ଦ୍ଦେଶ ଦେଇଛି। ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ କ୍ରମାଗତ ଭାବେ ସୀମା ପାର...

ଟାର୍ଗେଟରେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପରେ ମଙ୍ଗଳବାର ଆୟକର ବିଭାଗର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଆୟକର ବିଭାଗ ପକ୍ଷରୁ ପାୱାରର ପାଞ୍ଚଟି ସମ୍ପତ୍ତି ଜବତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମ୍ପତ୍ତିର ମୂଲ୍ୟ ଏକ ହଜାର କୋଟିରୁ...

ଶେଷରେ ଗିରଫ ହେଲେ ଅନିଲ ଦେଶମୁଖ

ମୁମ୍ବାଇ୨।୧୦: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ସମସ୍ୟା ବଢିବାରେ ଲାଗିଛି। ୧୦୦ କୋଟି ଏକ୍ସଟୋରସନ ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ସୋମବାର ବିଳମ୍ବିତ ରାତିରେ ଅନିଲ ଦେଶମୁଖଙ୍କୁ ଗିରଫ କରିଛି। ସେ ଅନେକ ଦିନ ନିଖୋଜ ହେବା ପରେ...

ପୋଷାକ ବଦଳାଇବାରେ ମୋଦିଙ୍କୁ ପଛରେ ପକାଇଦେଇଛନ୍ତି ଓ୍ବାଙ୍ଖଡେ

ମୁମ୍ବାଇ,୨।୧୧: ମୁମ୍ବାଇର ଡ୍ରଗ୍ସ ମାମଲାରେ ମହାରାଷ୍ଟ୍ର ମନ୍ତ୍ରୀ ନବାବ ମଲିକ ପୁଣି ବର୍ଷିଛନ୍ତି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ ଡକାଇ ସେ ଭାଜପା ନେତା ଦେବେନ୍ଦ୍ର ଫଡନଭିସ ଏବଂ ଏନସିବି ଜୋନାଲ ନିର୍ଦ୍ଦେଶକ ସବୀର ଓ୍ବାଙ୍ଖଡେଙ୍କୁ ଟାର୍ଗେଟ କରିଥିତ୍ଲେ। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri