ଜାତୀୟ

ବିଦେଶ ଯାଇପାରିବେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୨୫।୧୦: ଆଇଏନ୍‌ଏକ୍ସ ମିଡିଆ ମାମଲାର ଅଭିଯୁକ୍ତ କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ଅକ୍ଟୋବର ୨୫ରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ବିଦେଶ ଯିବା ଲାଗି ସୁପ୍ରିମକୋର୍ଟ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ବିଦେଶ ଯିବା ପୂର୍ବରୁ ସୁପ୍ରିମକୋର୍ଟ ରେଜିଷ୍ଟ୍ରିରେ ୧ କୋଟି...

ଜମ୍ମୁ-କଶ୍ମୀର ପାଇଁ ପ୍ରୋଟୋକଲ୍‌ ଭାଙ୍ଗିବେ ଶାହା

ଶ୍ରୀନଗର, ୨୫।୧୦: ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ପୁଲ୍‌ଓ୍ବାମା ଜିଲାର ଶହୀଦ ସ୍ମାରକଠାରେ ସିଆର୍‌ପିଏଫ୍‌ ଯବାନମାନଙ୍କ ସହ ରାତି କଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ତାଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୋମବାର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ଆର୍ଯ୍ୟନଙ୍କ ମାମଲାରେ ଭିଜିଲାନ୍ସ ତଦନ୍ତ

ନୂଆଦିଲ୍ଲୀ,୨୫।୧୦: ଡ୍ରାଗ୍ସ ମାମଲାରେ ଗିରଫ ହୋଇଥିବା ଆର୍ଯ୍ୟନ ଖାନଙ୍କୁ ଛାଡ଼ିବା ପାଇଁ ଶାହରୁଖ ଖାନଙ୍କ ଠାରୁ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଆଞ୍ଚଳିକ ମୁଖ୍ୟ ସମୀର ଓ୍ବାଙ୍ଖଡେ ୨୫ କୋଟି ଟଙ୍କା ମାଗିଥିଲେ। ଚଢ଼ାଉ ବେଳେ କ୍ରୁଜ ଜାହାଜରେ ଉପସ୍ଥିତ...

ଇଡିକୁ ମୋର ଭୟ ନାହିଁ: ଭାଜପା ଏମ୍‌ପି

ମୁମ୍ବାଇ,୨୫।୧୦: ମୁଁ ଭାଜପା ଏମ୍‌ପି ହୋଇଥିବାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଦାପି ମୋ ଉପରେ ଚଢ଼ାଉ କରିବ ନାହିଁ। ମହାରାଷ୍ଟ୍ରର ଭାଜପା ଏମ୍‌ପି ସଞ୍ଜୟ ପାଟିଲ ରବିବାର ଏଭଳି ମନ୍ତବ୍ୟ ଦେଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କେବଳ ବିରୋଧୀ ଦଳର...

ରିକ୍ସା ଚାଳକଙ୍କ ନାମରେ ଆସିଲା ୩ କୋଟି ଟଙ୍କାର ଟ୍ୟାକ୍ସ ଠକେଇ

ମଥୁରା,୨୫।୧୦: ଉତ୍ତରପ୍ରଦେଶ ମଥୁରାର ଜଣେ ରିକ୍ସା ଚାଳକଙ୍କୁ ଆୟକର ବିଭାଗ ୩ କୋଟି ଟଙ୍କାର ଟିକସ୍‌ ଦେବାକୁ ନୋଟିସ ଜାରି କରିଛି। ଏହି ନୋଟିସ ପାଇବା ପରେ ରିକ୍ସା ଚାଳକ ଜଣକ ଅଡୁଆରେ ପଡିଛନ୍ତି। ରିକ୍ସା ଚାଳକ ବାକଲପୁର ଅଞ୍ଚଳ...

‘ପଟାଖା ନହିଁ ଦିଆ ଜଲାଓ’ ଅଭିଯାନ ଆରମ୍ଭ କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୫।୧୦: ଚଳିତବର୍ଷ ଦୀପାବଳିକୁ ନେଇ ମଧ୍ୟ କିଛି କଟକଣା ସହ ଏକ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରଓ୍ବାଲ। ଅକ୍ଟୋବର ୨୭ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଅଭିଯାନର ନାଁ ‘ପଟାଖା ନହିଁ ଦିଆ...

ଟିକାକରଣ ଉପରେ ସନ୍ଦେହ କରାଯିବା ଅନୁଚିତ, ଦେଶ ପାଇଁ ଏହା ସୁରକ୍ଷା କବଚ…

ନୂଆଦିଲ୍ଲୀ,୨୫।୧୦: ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନ ଉପରେ ସନ୍ଦେହ କରିବା ଅନୁଚିତ। ଏହା ଦେଶର ଜନସଂଖ୍ୟା ପାଇଁ ସୁରକ୍ଷା କବଚ ପାଲଟିଛି। ଏଭଳି କହି ସୋମବାର କ୍ଲିନିକାଲ ପରୀକ୍ଷା ପର୍ଯ୍ୟନ୍ତ ଟିକାକରଣ ବନ୍ଦ କରିବାକୁ କରାଯାଇଥିବା ଏକ ଆବେଦନକଚ...

ସାଧାରଣ ନାଗରିକଙ୍କୁ ନିଜ ଫୋନ୍‌ ନମ୍ବର ଦେଲେ ଶାହା

ଜମ୍ମୁ,୨୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ଦିନିଆ ଜମ୍ମୁ କଶ୍ମୀର ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କୁ ସ୍ଥାନୀୟ ଲୋକଙ୍କ ନିକଟତର ହେଉଥିବା ଦେଖିବାକୁ ମିଳିଥିଲା। ଶାହା ତାଙ୍କର ତିନି ଦିନିଆ ଗସ୍ତର ଦ୍ୱିତୀୟ ଦିନରେ ସେ ଆରଏସପୁରା...

ଏୟାରପୋର୍ଟରେ ସୁରକ୍ଷା କର୍ମୀଙ୍କୁ ଦେଖି ସାଲ୍ୟୁଟ୍‌ କଲେ କୁନି ଶିଶୁ, ଭାଇରାଲ ହେଉଛି ଭିଡିଓ

ବେଙ୍ଗାଲୁରୁ,୨୫ା୧୦: ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଭିଡିଓ ଭାଇରାଲ ହୁଏ, ଯାହାକୁ ଦେଖିଲେ ମନ ଖୁସିରେ ଭରିଉଠେ। ଏବେ ସେମିତି ଏକ ଭିଡିଓ ବେଙ୍ଗାଲୁରୁ ଏୟାରପୋର୍ଟରୁ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ଭାବୁକ ହୋଇଉଠିବେ। ଏୟାରପୋର୍ଟର ସୁରକ୍ଷା...

ପୁଣି ଆତଙ୍କ, ଭାରତରେ ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌-ଏଓ୍ବାଇ.୪.୨

ନୂଆଦିଲ୍ଲୀ,୨୫।୧୦: ଭାରତରେ କରୋନା ମହାମାରୀର ଏକ ନୂତନ ଭାରିଆଣ୍ଟ୍‌ ଡେଲଟା ପ୍ଲସ- ଏଓ୍ବାଇ.୪.୨ ଚିହ୍ନଟ ହୋଇଛି। ଏହା ବ୍ରିଟେନରେ ତାଣ୍ଡବ ରଚିସାରିଛି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ସାର୍ସ କୋଭ୍‌-୨ର ଡେଲଟା ଭାରିଆଣ୍ଟର ସବ୍‌ଲାଇନ ମାମଲା ଚିହ୍ନଟ ହେବା ପରେ ଭାରତର...

ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କଲେ ମହିଳା, ଯାତ୍ରୀମାନେ କଲେ ସାହାଯ୍ୟ

ମୁମ୍ବାଇ,୨୫ା୧୦: କର୍ନାଟକର ଦେବଦୁର୍ଗରୁ ପୁଣେ ଯାଉଥିବା ଜଣେ ମହିଳା ଏକ ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କରିଛନ୍ତି। ପ୍ରସବ ପରେ ମହିଳା ଏବଂ ତାଙ୍କ ନବଜାତକ ଶିଶୁକୁ ନୀରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉଭୟ ମା’ ଏବଂ ଶିଶୁର...

କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ବିବାହକୁ ସ୍ବୀକୃତି…

ନୂଆଦିଲ୍ଲୀ,୨୫।୧୦: ସମଲିଙ୍ଗୀ ବିବାହ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ଦେଇଛନ୍ତିି ଯେ, କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ହୋଇଥିବା ବିବାହକୁ ସ୍ବୀକୃତି ମିଳିବ। ଏହା ସହିତ ଏଭଳି ବିବାହକୁ ପଞ୍ଜିକରଣ ମଧ୍ୟ କରାଯାଇ ପାରିବ। ବିଚାରପତି ଡି.ଏନ୍‌. ପଟେଲ ଏବଂ ଜ୍ୟୋତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri