ଜାତୀୟ

ମନୋନୀତ ଆଇଏଏସ୍‌ ପ୍ରାର୍ଥୀଙ୍କୁ ପସନ୍ଦର କ୍ୟାଡର ଅବା ନିଜ ରାଜ୍ୟର କ୍ୟାଡର ଚୟନ କରିବାର ଅଧିକାର ନାହିଁ …

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ମନୋନୀତ ଆଇଏଏସ ପ୍ରାର୍ଥୀଙ୍କୁ ନିଜ ପସନ୍ଦର କ୍ୟାଡର କିମ୍ବା ଘରୋଇ ରାଜ୍ୟରେ କ୍ୟାଡର ଗ୍ରହଣ କରିବାର କୌଣସି ଅଧିକାର ନାହିଁ। ବିଚାରପତି ହେମନ୍ତ ଗୁପ୍ତା ଏବଂ ଭି.ରାମାସୁବ୍ରମଣ୍ୟମଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ,...

ସତର୍କ ସୂଚନା, କରୋନା ମହାମାରୀ ପ୍ରଭାବରେ ଭାରତୀୟଙ୍କ ହାରାହାରି ବୟସ କମିଛି ୨ ବର୍ଷ…

ନୂଆଦିଲ୍ଲୀ,୨୩।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତୀୟଙ୍କ ଜୀନଧାରଣ ବୟସ ହାରାହାରି ୨ ବର୍ଷ କମିଛି। ଏନେଇ ଏନେଇ ଏକ ଅନ୍ତର୍ଜାତୀୟ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପୃଥିବୀରେ ଇତି ମଧ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୫୦ ଲକ୍ଷରୁ ଅଧିକ ଲୋକଙ୍କ...

ଏବେ ଚୁଲି ଜଳାଇବା ବି ମହଙ୍ଗା !…

ନୂଆଦିଲ୍ଲୀ,୨୩।୧୦: ଦେଶରେ ଖାଦ୍ୟଶସ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଆଦିର ଦାମ ବୃଦ୍ଧି ପାଇଛି। ଏବେ ଚୁଲି ଜଳାଇବା ବି ମହଙ୍ଗା ହେବାକୁ ଯାଉଛି। ମ୍ୟାଚେସ୍‌ ଦାମ ଡିସେମ୍ବରଠାରୁ ୧ ଟଙ୍କା ବଦଳରେ ୨ ଟଙ୍କା ହେବ। ଏସମ୍ପର୍କରେ...

ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ମିଳିବ ଏକ ଲକ୍ଷ ପୁରସ୍କାର…

ଲକ୍ଷ୍ନୌ,୨୩।୧୦: ଏଣିକି ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ସରକାର ଏକ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିବେ। ଏସମ୍ପର୍କରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଅଚିହ୍ନା ଲୋକଙ୍କୁ ସହାୟତା କରିଥିବା ଲୋକଙ୍କ ମହାନ କାର୍ଯ୍ୟ ପାଇଁ...

ଦୈନିକ ମୃତ୍ୟୁ ସଂଖ୍ୟା ୬୬୬ ଛୁଇଁଲା…

ନୂଆଦିଲ୍ଲୀ,୨୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୩୨୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

ଦେଢ଼ ବର୍ଷର ଝିଅଙ୍କୁ କୋଳରେ ଧରି ଡ୍ୟୁଟି କରୁଥିଲେ ଡିଏସ୍‌ପି; ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ…

କଥାରେ ଅଛି ନାରୀ ସର୍ବଗୁଣସମ୍ପନ୍ନା। କର୍ତ୍ତବ୍ୟ ସହ ପରିବାରର ଦାୟିତ୍ୱକୁ ସେ ଠିକ୍‌ ଭାବେ ତୁଲାଇପାରେ। ଏହାର ଅନେକ ଉଦାହରଣ ସମାଜରେ ଦେଖିବାକୁ ମିଳିଥାଏ। ଏହି କ୍ରମରେ ଅଲିରାଜପୁରର ଜଣେ ମହିଳା ପୋଲିସ ଅଧିକାରୀ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି।...

ଆତଙ୍କବାଦୀଙ୍କ ଉପରେ ଚାଲିବ ଯୋଗୀଙ୍କ ଆଇନ, ଉତ୍ତରପ୍ରଦେଶ ଜେଲ୍‌ରେ ୨୬ ଆତଙ୍କବାଦୀ…

ଲକ୍ଷ୍ନୌ,୨୩।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାର ବୃଦ୍ଧିକୁ ରୋକିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର ଜେଲରେ ବନ୍ଦୀ ଥିବା ‘ଏ’ ଏବଂ ‘ବି’ ବର୍ଗର ହାର୍ଡକୋର ଆତଙ୍କବାଦୀଙ୍କୁ ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର କରାଯାଉଛି। କଶ୍ମୀର ଉପତ୍ୟକାର...

୧୧ ଟ୍ରାକରଙ୍କ ମୃତ ଦେହ ଉଦ୍ଧାର, ବାୟୁସେନାର ଅପରେଶନ୍‌ ଜାରି…

ନୂଆଦିଲ୍ଲୀ,୨୩।୧୦: ବାୟୁସେନା ଉତ୍ତରାଖଣ୍ଡର ଲାମଖାଗା ଗିରିପଥ ନିକଟରୁ ସମୁଦ୍ର ପତ୍ତନଠାରୁ ୧୭,୦୦୦ ଫୁଟ ଉଚ୍ଚରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଏଠାରେ ପ୍ରବଳ ତୁଷାରପାତ ଏବଂ ଖରାପ ପାଗ ଯୋଗୁଁ ଅକ୍ଟୋବର୧୮ରେ ପର୍ଯ୍ୟଟକ, ପୋର୍ଟର ଏବଂ ଗାଇଡ ସମେତ ୧୭ଜଣ...

ସୁସ୍ମିତା ଦେବଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୩।୧୦: ୨୦୨୩ରେ ହେବାକୁ ଥିବା ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଚାର ବେଳେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ସୁସ୍ମିତା ଦେବଙ୍କ କାର୍‌କୁ ଆକ୍ରମଣ କରାଯାଇଛି। ଭାଜପା କର୍ମୀମାନେ ତାଙ୍କ କାର୍‌କୁ ଟାର୍ଗେଟ କରିଥିବା ସୁସ୍ମିତା ଟୁଇଟରରେ ଅଭିଯୋଗ...

ଟିକାକରଣ: ଭାରତ ବନାମ ଅବଶିଷ୍ଟ ବିଶ୍ୱ

ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତର କରୋନା ନିରୋଧୀ ଟିକାକରଣ ସଫଳତା ବଖାଣିବାକୁ ଯାଇ ବିରୋଧୀଙ୍କୁ ସମାଲୋଚନା କରିଛନ୍ତି। ସରକାରଙ୍କ ସାମର୍ଥ୍ୟକୁ ନେଇ ପ୍ରଶ୍ନ କରୁଥିବା ଲୋକଙ୍କୁ ଉପଯୁକ୍ତ ଜବାବ ମିଳିଥିବା ସେ କହିଛନ୍ତି। କଂଗ୍ରେସ ମତରେ ମୋଦି...

କଂଗ୍ରେସର ‘ପ୍ରତିଜ୍ଞା ଯାତ୍ରା’

ଲକ୍ଷ୍ନୌ,୨୩ ।୧୦: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି କଂଗ୍ରେସ ଶନିବାର ‘ପ୍ରତିଜ୍ଞା ଯାତ୍ରା’ ଆରମ୍ଭ କରିବାକୁ ଯାଉଛି । ଉତ୍ତର ପଦେଶ ଲକ୍ଷ୍ନୌର ବାରବାଙ୍କିରେ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଏହାକୁ ସବୁଜ ସଙ୍କେତ ଦେଇ ଆରମ୍ଭ...

କ୍ୟାପଟେନଙ୍କ ପାକିସ୍ତାନି ବନ୍ଧୁଙ୍କୁ ନେଇ ବଢୁଛି କଳହ

ଚଣ୍ଡିଗଡ଼,୨୩ ।୧୦: ପଞ୍ଜାବ କଂଗ୍ରେସରେ କଳହ ଥମିବାର ନାଁ ନେଉନି । କ୍ୟାପଟେନ-ସିଦ୍ଧୁଙ୍କ ମଧ୍ୟରେ ଆରମ୍ଭ ହୋଇଥିବା କଳହ ଏବେ ଅରୁସା ଆଲମଙ୍କ ପାଖରେ ପହଞ୍ଚିଲାଣି । ପଞ୍ଜାବର ଗୃହମନ୍ତ୍ରୀ ସୁଖଜିନ୍ଦର ସିଂ ରନ୍ଧୱା ଶୁକ୍ରବାର କହିଥିଲେ କି କ୍ୟାପଟେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri