ଜାତୀୟ

ମାସେ ମଧ୍ୟରେ ଏସ୍‌ଆଇଟି ଯାଞ୍ଚ୍‌ ଶେଷ ହେବ…

ନୂଆଦିଲ୍ଲୀ,୬।୧୨: ନାଗାଲାଣ୍ଡରେ ସୁରକ୍ଷାକର୍ମୀଙ୍କ ଦ୍ୱାରା କରାଯାଇ ଯାଇଥିବା ଫାୟାରିଂ ଘଟଣା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ଲୋକ ସଭାରେ ବକ୍ତବ୍ୟ ରଖିଛନ୍ତି। ମାସେ ମଧ୍ୟରେ ଏହି ମାମଲାର ଯାଞ୍‌ ଏସ୍‌ଆଇଟି ଦ୍ୱାରା ଶେଷ ହେବ ବୋଲି ସେ ସୂଚନା...

ଆତଙ୍କବାଦୀ ସଂଗଠନ ପକ୍ଷରୁ ଧମକ ଭରା ପୋଷ୍ଟର ଜାରି…

ଶ୍ରୀନଗର,୬।୧୨: ଜମ୍ମୁ-କଶ୍ମୀରରେ ଗଜନାଭି ଫୋର୍ସ ନାମକ ଆତଙ୍କବାଦୀ ସଂଗଠନର ପକ୍ଷରୁ ଦୁଇଟି ପୋଷ୍ଟର କାଶ୍ମୀରର ରାଜୌରୀର ଥାନାମାଣ୍ଡିର ଆଜମତାବାଦ ଅଞ୍ଚଳରେ ଲଗାଯାଇଛି। ପ୍ରକାଶ ପାଇଛି। ଆଜମାତାବାଦର କାନ୍ଥରେ ଉଭୟ ପୋଷ୍ଟର ଲଗାଯାଇଥିଲା। ଏହି ପୋଷ୍ଟରଗୁଡିକରେ, ଭାରତୀୟ ସେନା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନର...

କଦଳୀ, ମକା, ଡାଳିମ୍ବ ଆଉ ବାଉଁଶରୁ ପ୍ରସ୍ତୁତ ହେଉଛି ଡ୍ରେସ୍‌, ଜାଣନ୍ତୁ କିପରି

ଗାନ୍ଧିନଗର,୬ା୧୨: କଦଳୀ, ମକା, ଡାଳିମ୍ବ ଏବଂ ବାଉଁଶରୁ ଡ୍ରେସ୍‌ ପ୍ରସ୍ତୁତ ହେବାର କେବେ ଶୁଣିଛନ୍ତି? ଗୁଜରାଟର ସୁରଟରେ ୩ ଦିବସୀୟ ଆୟୋଜିତ ଏକ ବାଣିଜ୍ୟ ମେଳାରେ କଦଳୀ, ମକା, ଡାଳିମ୍ବ ଏବଂ ବାଉଁଶରୁ ଡ୍ରେସ୍‌ ତିଆରି କରାଯାଇଥିବା ପ୍ରଦର୍ଶିତ ହୋଇଛି।...

ପ୍ରେମ ମାନେ ନା ବାଧା ବନ୍ଧନ, ରାଜସ୍ଥାନ ସୀମାରେ ଧରାପଡ଼ିଲା ପାକିସ୍ତାନୀ ପ୍ରେମିକ…

ଜୟପୁର,୬।୧୨: କଥାରେ ଅଛି ପ୍ରେମ ବାଧା ବନ୍ଧନ ମାନେ ନା। ଏହାର ସଦ୍ୟତମ ଉଦାହରଣ ରାଜସ୍ଥାନ ସୀମାରେ ଦେଖିବାକୁ ମିଳିଛି। ଜଣେ ପାକିସ୍ତାନୀ ଯୁବକ ସୀମାର ଶ୍ରୀ ଗଙ୍ଗା ନଗରଠାରେ ଭାରତରେ ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ହାତରେ ଧରା ପଡ଼ିଛନ୍ତି।...

ଭାଜପା ସହ ମିଶି ନିର୍ବାଚନ ଲଢିବେ କ୍ୟାପଟେନ

ଚଣ୍ଡିଗଡ଼,୬ ।୧୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ସୋମବାର ବଡ ଘୋଷଣା କରିଛନ୍ତି । ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ ଆଗମୀ ବିଧାନସଭା ନିର୍ବାଚନ ଭାରତୀୟ ଜନତା ପାର୍ଟି(ଭାଜପା) ଓ...

ଜାଣନ୍ତୁ କାହିଁକି ଓମିକ୍ରନ ମାରାତ୍ମକ

କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ ପୁଣି ଥରେ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଭୂତାଣୁର ସଂକ୍ରମଣକୁ ନେଇ ଲଗାତର ଭୟଙ୍କର କଥା ସବୁ ଶୁଣିବାକୁ ମିଳୁଛି। ଏହା ମଧ୍ୟରେ ମେଡାନ୍ତାର ଚେୟାରମ୍ୟାନ୍‌ ଡ. ନରେଶ ତ୍ରେହାନ ଏହି...

ଅସାଲ୍ଟ ରାଇଫଲ ଚୁକ୍ତି ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କକୁ ସୁଦୃଢ଼ କରିବ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ବ୍ଳାଡ଼ିମୀର ପୁଟିନଙ୍କ ଭାରତ ଗସ୍ତ ପୂର୍ବରୁ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତାଙ୍କ ପ୍ରତିପକ୍ଷ ଜେନେରାଲ ସେର୍ଜେଇ ଶୋଇଗୁଙ୍କୁ ଭେଟିଛନ୍ତି। ଶୋଇଗୁଙ୍କ ସହ କଥାବାର୍ତ୍ତା ବେଳେ ରାଜନାଥ ସିଂ କହିଛନ୍ତି ଯେ ବହୁପକ୍ଷବାଦ, ବିଶ୍ୱ...

ଏମିତି ମହିଳାଙ୍କୁ ସଲାମ

କୋଲକତା,୬।୧୨:ବିବାହ ସମାରୋହରେ ଖାଦ୍ୟର ବହୁତ ଅପଚୟ ହୁଏ। ବିବାହରେ ଲକ୍ଷ୍ୟଠାରୁ ଅଧିକ ଖାଦ୍ୟ ପ୍ରସ୍ତୁତ ହୁଏ। କିନ୍ତୁ ବେଳେବେଳେ ଖାଦ୍ୟ ବଳକା ରହିଯାଏ। ପରେ ସେହି ଖାଦ୍ୟ ଅଳିଆ ଆବର୍ଜନାରେ ପକାଯାଏ। କିନ୍ତୁ ଖାଦ୍ୟ ନଷ୍ଟ କରିବା ପରିବର୍ତ୍ତେ କୋଲକାତାର...

ଓ୍ବାସିମ୍‌ ରିଜଭି ଇସଲାମ ଛାଡ଼ି ହିନ୍ଦୁଧର୍ମ ଗ୍ରହଣ କଲେ…

ନୂଆଦିଲ୍ଲୀ,୬।୧୨: ଶିଆ ୱାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ ୱାସିମ ରିଜଭି ଇସଲାମ ଛାଡି ସୋମବାର ହିନ୍ଦୁଧର୍ମରେ ଦୀକ୍ଷିତ ହୋଇଛନ୍ତି। କୁରାନର ଆୟତଗୁଡ଼ିକୁ ହଟାଇବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିବା ୱାସିମ ରିଜଭି ହିନ୍ଦୁଧର୍ମ ଗ୍ରହଣ କରିଛନ୍ତି। ସେ ୱାସିମ ରିଜଭିରୁ...

୪୩ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ହାଇଦ୍ରାବାଦ,୬।୧୧: ତେଲେଙ୍ଗାନାର କରିମନଗର ଜିଲାର ବମ୍ମାକାଲରେ ଥିବା ଚାଲମେଡା ଆନନ୍ଦ ରାଓ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସ କଲେଜରୁ ୪୩ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏ ନେଇ କରିମନଗର ଜିଲା ମେଡିକାଲ ସ୍ବାସ୍ଥ୍ୟ...

ବୁଷ୍ଟର ଡୋଜ୍‌ ନେବାକୁ ଦେଶ ଛାଡୁଛନ୍ତି ଭାରତୀୟ…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଏକ ରିପୋର୍ଟ ପ୍ରକାଶ ପାଇଛି ଯେ, ଓମିକ୍ରନ୍‌ ଭୟରେ ବହୁ ଭାରତୀୟ ଦେଶ ଛାଡୁଛନ୍ତି। ସେମାନେ ବୁଷ୍ଟର ଡୋଜ୍‌ ନେବାକୁ ବିଦେଶ ପଳାୟନ କରୁଛନ୍ତି।...

୨୧ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୧ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଦିଲ୍ଲୀରୁ ଏସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମହାରାଷ୍ଟ୍ରରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri