ଜାତୀୟ

ଆସାମରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ହାଇ ଆଲର୍ଟ ଜାରି…

ଶ୍ରୀନଗର,୧୮।୧୦: ଆସାମରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ଆତଙ୍କବାଦୀ ସଂଗଠନ ଅଲ୍‌-କାଇଦା ପକ୍ଷରୁ ଏନେଇ ଷଡ଼ଯନ୍ତ୍ର ରଚାଯାଇଛି। ଆର୍‌ଏସ୍‌ଏସ୍‌ କ୍ୟାଡର ଏବଂ...

ଆଉ ଫେରିବୁନି କଶ୍ମୀର, ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା କୋହ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଟାର୍ଗେଟ୍‌ କିଲିଂ ଯୋଗୁ ପ୍ରବାସୀ ଶ୍ରମିକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ସେମାନେ ଏବେ ଘର ମୁହାଁ ହୋଇଛନ୍ତି। ଘରକୁ ଫେରିବା ଲାଗି ଷ୍ଟେଶନରେ ପ୍ରବାସୀ ଶ୍ରମିକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ସେମାନେ ଆଉ କଶ୍ମୀର...

ପୋଲିସ ମୁଣ୍ଡରେ ଅଠା, ହିଂସା ପାଇଁ ଦାୟୀ କଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ପୋଲିସ ମୁଣ୍ଡରେ ଅଠା ବୋଳିଛନ୍ତି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା। ସେ କହିଛନ୍ତି ଟିକୁନିଆ ଗାଁରେ ଘଟିଥିବା ହିଂସା ଲାଗି ସ୍ଥାନୀୟ ପୋଲିସ ଦାୟୀ। ସେ କହିଛନ୍ତି ଶ୍ରମିକ ଶ୍ୟାମ ସୁନ୍ଦର...

ଚାଇନା ଉପରେ ବି ହେଉ ସର୍ଜିକାଲ୍‌ ଷ୍ଟ୍ରାଇକ୍‌…

ମୁମ୍ବାଇ,୧୮।୧୦: ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶିବସେନା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଏନେଇ ସୋମବାର ସଞ୍ଜୟ ରାଉତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଜବାବ ମାଗିଛନ୍ତି। ଏହା ସହିତ ସଞ୍ଜୟ କହିଛନ୍ତି ଯେ,...

ଆମକୁ ୧୫ ଦିନ ସମୟ ଦିଅ, କଶ୍ମୀର ସ୍ଥିତି କରିଦେବୁ ଠିକ୍‌…

ପାଟନା,୧୮।୧୦: ଜମ୍ମୁ-କଶ୍ମୀରରେ ରବିବାର ୨ ଜଣ ବିହାର ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହାକୁ ନେଇ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆକ୍ରୋଶ ବୃଦ୍ଦି ପାଇବାରେ ଲାଗିଛି। ଏହି ମର୍ମରେ ପୂର୍ବ ମୁଖ୍ୟମନ୍ତ୍ରୀ ଜୀତନ ରାମ୍‌ ମାଂଝି ଜମ୍ମୁ-କଶ୍ମୀରରୁ...

ଟାର୍ଗେଟ କିଲିଂ, ୧୫ ଦିନରେ ୧୧ ଜଣଙ୍କୁ ହତ୍ୟା କଲେଣି ଆତଙ୍କବାଦୀ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ପକ୍ଷରୁ ଟାର୍ଗେଟ୍‌ କିଲିଂ ଜାରି ରହିଛି। ଚଳିତ ମାସରେ ଗତ ୧୫ ଦିନ ମଧ୍ୟରେ ଆତଙ୍କବାଦୀମାନେ ୧୧ ଜଣ ସାଧାରଣ ଲୋକଙ୍କୁ ହତ୍ୟା କଲେଣି। ରବିବାର କୁଲଗାମ୍‌ରେ ବିହାରରୁ ଆସି ଶ୍ରମିକ ଭାବେ କାମ କରୁଥିବା...

ଲଖିମପୁର ଖେରି ହିଂସା, ଚାଷୀ ସଂଗଠନ ପକ୍ଷରୁ ୬ ଘଣ୍ଟିଆ ରେଳ ରୋକୋ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାକୁ ବିରୋଧ କରି ଚାଷୀ ସଂଗଠନ ପକ୍ଷରୁ ସୋମବାର ଦେଶବ୍ୟାପୀ ୬ ଘଣ୍ଟିଆ ରେଳ ରୋକୋ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ସଂଗଠନ ପକ୍ଷରୁ...

୮ ମାସ ପରେ ୧୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ ଦୈନିକ ସଂକ୍ରମଣ ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ...

‘ଦିଲ୍ଲୀ ପ୍ରଦୂଷଣ ପାଇଁ ପଡ଼ୋଶୀ ଦାୟୀ’

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀରେ ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେବାରେ ଲାଗିଥିବାବେଳେ ଏଥିପାଇଁ ପଡ଼ୋଶୀ ପଞ୍ଜାବ, ହରିୟାଣା ଓ ଉତ୍ତର ପ୍ରଦେଶ ଉପରେ ଦୋଷ ଲଦିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ। ଏହି ୩ ରାଜ୍ୟରେ ବହୁଳ ଭାବେ ନଡ଼ାମୂଳି ପୋଡ଼ାଯାଉଥିବାରୁ...

ମନମୋହନଙ୍କୁ ଭେଟିବାକୁ ଫଟୋଗ୍ରାଫର ଧରି ଯାଇଥିଲେ ମାଣ୍ଡବ୍ୟ

ନୂଆଦିଲ୍ଲୀ,୧୮।୧୦: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ବିଭିନ୍ନ କାର୍ଯ୍ୟକୁ ନେଇ ସମାଲୋଚିତ ହୋଇଆସୁଛନ୍ତି। ସେ କେତେବେଳେ ଟିକାକରଣକୁ ନେଇ ବିଭ୍ରାନ୍ତିକର ତଥ୍ୟ ଦେଉଛନ୍ତି ତ ପୁଣି କେବେ ବିରୋଧୀ ତାଙ୍କ ଇଂଲିଶ ଭାଷା ଜ୍ଞାନ...

ପ୍ରିୟଙ୍କା ଧରିବେ କଂଗ୍ରେସ ପ୍ରଚାର ମଙ୍ଗ

ନୂଆଦିଲ୍ଲୀ,୧୮।୧୦: ଉତ୍ତର ପ୍ରଦେଶରେ ଆସନ୍ତା ଫେବୃୟାରୀ-ମାର୍ଚ୍ଚ ଆଡ଼କୁ ବିଧାନସଭା ନିର୍ବାଚନ ହେବ। ଏଥିଲାଗି ତାରିଖ ଘୋଷଣାକୁ ଅନେକ ଦିନ ବାକି ଥିବାବେଳେ ସବୁ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତି ଚାଲିଛି। ଏହିକ୍ରମରେ ନିସ୍ତେଜ ଅବସ୍ଥାରେ ପଡ଼ିରହିଥିବା କଂଗ୍ରେସ ପାଇଁ...

କେରଳରେ ବର୍ଷା ନେଲାଣି ୨୬ ଜୀବନ

ନୂଆଦିଲ୍ଲୀ, ୧୮।୧୦: କେରଳରେ ଶୁକ୍ରବାରଠାରୁ ପ୍ରବଳ ବର୍ଷା ଲାଗିରହିଥିବାବେଳେ ବନ୍ୟା ଓ ଭୂସ୍ଖଳନରେ ୩ ଶିଶୁଙ୍କ ସମେତ ୨୬ ଜଣଙ୍କ ଜୀବନ ଗଲାଣି। କେବଳ କୋଟ୍ଟାୟାମ ଜିଲାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଇଡୁକିରେ ୯ ଏବଂ ଆଲାପୁଝା ଜିଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri