ଜାତୀୟ

ସାପ ଦ୍ୱାରା ସ୍ତ୍ରୀଙ୍କୁ ହତ୍ୟା କରିଥିବା ସ୍ବାମୀଙ୍କୁ ଦୁଇଥର ଆଜୀବନ କାରାଦଣ୍ଡାଦେଶ…

କୋଲ୍ଲମ,୧୩।୧୦: ସାପ ଦ୍ୱାରା ସ୍ତ୍ରୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ସ୍ବାମୀଙ୍କୁ ଏକ କୋର୍ଟ ଦୁଇଥର ଆଜୀବନ କାରାଦଣ୍ଡାଦେଶ କରିଛନ୍ତି। କେରଳର କୋଲ୍ଲମର ଏକ କୋର୍ଟ ବୁଧବାର ଅଭିଯୁକ୍ତ ସ୍ବାମୀ ପି ସୋରାଜ ଏସ୍‌ କୁମାରଙ୍କ ବୟସକୁ...

ଲଖିମପୁର ମାମଲା, ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲ-ପ୍ରିୟଙ୍କା…

ନୂଆଦିଲ୍ଲୀ,୧୩।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଗୁଲାମନବୀ ଆଜାଦ୍‌, ମଲ୍ଲକାର୍ଜୁନ ଖର୍ଗେ, ଏ.କେ.ଆଣ୍ଟୋନୀ ପ୍ରମୁଖ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଅଜୟ...

୧୦୦ ଲକ୍ଷ କୋଟିର ଗତିଶକ୍ତି ପ୍ରକଳ୍ପ ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ…

ନୂଆଦିଲ୍ଲୀ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତିଶକ୍ତି ପ୍ରକଳ୍ପ ଅନ୍ତର୍ଗତ ୧୦୦ ଲକ୍ଷ କୋଟିର ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଦେଶର ଭିତ୍ତିଭୂମିକୁ ମଜବୁତ କରାଯିବା ସହିତ ରେଳବାଇ ଏବଂ ସଡକ ଭିତ୍ତିଭୂମିକୁ ସୁଦୃଢ଼ କରାଯିବ। ସେହିପରି...

ମହିଳାଙ୍କ ଲୋଟା ଦୌଡ଼, ବାହାରେ ଶୌଚ ବନ୍ଦ ପାଇଁ ସଚେତନତା…

ଭୋପାଳ,୧୩।୧୦: ବାହାରେ ଶୌଚ ହେବା ବନ୍ଦ କରିବା ପାଇଁ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ମହିଳାମାନେ ଏକ ନିଆରା ଦୌଡ଼ର ଆୟୋଜନ କରିଛନ୍ତି। ସେମାନେ ଲୋଟା ଧରି ଦୌଡ଼ିଛନ୍ତି। ପୂର୍ବରୁ ପ୍ରତିଦିନ ସେମାନେ ଲୋଟା ଧରି ବାହାରକୁ ଶୌଚ ପାଇଁ ଅସୁଥିଲେ।...

ରାଜଧାନୀ ପବନରେ ଜହର,୭୫ ପ୍ରତିଶତରୁ ଅଧିକ ଛୋଟପିଲା ହେଉଛନ୍ତି ଶ୍ୱାସରୁଦ୍ଧ…

ନୂଆଦିଲ୍ଲୀ,୧୩।୧୦: ଶୀତ ଆରମ୍ଭ ହେବା ସହିତ ରାଜଧାନୀ ଦିଲ୍ଲୀର ବାୟୁ ମଣ୍ଡଳର ଗୁଣବତ୍ତାମାନ ପ୍ରତିବର୍ଷ ଖରାପ ହେବାକୁ ଲାଗିଥାଏ। ପବନରେ ଜହର ଯୋଗୁ ରାଜଧାନୀର ୭୫ ପ୍ରତିଶତରୁ ଅଧିକ ପିଲା ଶ୍ୱାସରୁଦ୍ଧ ହେଉଛନ୍ତି। ସେମାନେ ନେବୁଲାଇଜର ଏବଂ ଅନ୍ୟାନ୍ୟ ବ୍ୟବସ୍ଥା...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪...

‘ବାହ୍ୟଶକ୍ତି ଇଙ୍ଗିତରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ’

ନୂଆଦିଲ୍ଲୀ,୧୩।୧୦: ବାହ୍ୟଶକ୍ତି ଇଙ୍ଗିତରେ ଭାରତ ବିରୋଧରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆଣିବା ନୂଆ ନିୟମ ପାଲଟିଯାଇଛି ବୋଲି ମଙ୍ଗଳବାର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ଜଷ୍ଟିସ୍‌ ଅରୁଣ ମିଶ୍ର କହିଛନ୍ତି। ଏନ୍‌ଏଚ୍‌ଆର୍‌ସିର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ନୂଆଦିଲ୍ଲୀର...

ଜିମେଲ୍‌ ସର୍ଭିସ ଡାଉନ୍‌

ନୂଆଦିଲ୍ଲୀ,୧୩।୧୦: ଗୁଗଲର ଜିମେଲ୍‌ ସର୍ଭିସ ମଙ୍ଗଳବାର ଡାଉନ ହେବା ଯୋଗୁ ଲୋକମାନେ ଲଗ୍‌ ଇନ୍‌ ଏବଂ ଇମେଲ୍‌ ଏରର ଭଳି ସମସ୍ୟା ସାମ୍ନା କରିଥିଲେ। ସମସ୍ୟାକୁ ନେଇ ଲୋକମାନେ ଟୁଇଟରରେ ସେମାନଙ୍କ ରୋଷ ବ୍ୟକ୍ତ କରିଛନ୍ତି। ଫଳରେ ହ୍ୟାସ୍‌ଟ୍ୟାଗ୍‌ ଜିମେଲ୍‌...

୪.୩୫% ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତ

ନୂଆଦିଲ୍ଲୀ,୧୩।୧୦: ସେପ୍ଟେମ୍ବରରେ ଖାଉଟି ମୂଲ୍ୟ ସୂଚୀ ଭିତ୍ତିକ ମୁଦ୍ରାସ୍ଫୀତି (ସିପିଆଇ) ୫ ମାସର ସର୍ବନିମ୍ନ ସ୍ତର ୪.୩୫% ସ୍ତରକୁ ଖସିଛି। ଏହା ଅଗଷ୍ଟରେ ୫.୫୯% ସ୍ତରରେ ରହିଥିଲା। ଖାଦ୍ୟ ସାମଗ୍ରୀ ଦର କମିବା ଯୋଗୁ ଏଭଳି ସ୍ଥିତି ଆସିଛି। ଲଗାତାର...

କୋଇଲା ସଙ୍କଟ: ବିଦ୍ୟୁତ୍‌ ଦର ବୃଦ୍ଧି ନ କରିବାକୁ ରାଜ୍ୟକୁ ଚେତାବନୀ

ବାଙ୍ଗାଲୋର, ୧୩।୧୦: ଏସିଆର ତୃତୀୟ ବୃହତ୍‌ ଅର୍ଥନୀତି କ୍ଷେତ୍ର କୁହାଯାଉଥିବା ଭାରତରେ ଏବେ ବିଦ୍ୟୁତ୍‌ କ୍ଷେତ୍ର ସଙ୍କଟ ଦେଇ ଗତି କରୁଛି। କୋଇଲା ଅଭାବ ଯୋଗୁ ଅନେକ ପାଓ୍ବାର ପ୍ଲାଣ୍ଟରେ ଅଚଳାବସ୍ଥା ଲାଗି ରହିଛି। ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହେଉଥିବାରୁ...

କରୋନାରେ ମୃତକଙ୍କ ପରିବାରକୁ ପଞ୍ଜାବ ସରକାର ଦେବେ ଆର୍ଥିକ ସହାୟତା

ଚଣ୍ଡିଗଡ଼,୧୩ ।୧୦ : ପଞ୍ଜାବ ସରକାର କରୋନା ଭାଇରସ ଯୋଗୁ ଯେଉଁମାନଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ପରିଜନଙ୍କୁ ଆର୍ଥିକ ସହାୟତା ସ୍ୱରୂପ ୫୦ ହଜାର ଟଙ୍କା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା...

ଲଖିମପୁର ଖେରି ହିଂସା: ରାଷ୍ଟ୍ରପତିଙ୍କୁ ଭେଟିବେ କଂଗ୍ରେସ ପ୍ରତିନିଧି ମଣ୍ଡଳ, ଉପସ୍ଥିତ ରହିବେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୧୩ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାକୁ ନେଇ ବୁଧବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ପ୍ରତିନିଧି ମଣ୍ଡଳ ବୁଧବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri