ଜାତୀୟ

ପଳାତକଙ୍କୁ ସୁରକ୍ଷା ଦେଉଛନ୍ତି କେନ୍ଦ୍ର ସରକାର, କଂଗ୍ରେସର ଅଭିଯୋଗ…

ନୂଆଦିଲ୍ଲୀ,୧୧।୧୦: କେନ୍ଦ୍ରର ଭାଜପା ସରକାରଙ୍କୁ କଂଗ୍ରେସ ପକ୍ଷରୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅର୍ଥନୈତିକ ଅପରାଧରେ ଜଡିତ ଲୋକଙ୍କୁ ଦେଶରୁ ବାହାର କରି ସେମାନଙ୍କୁ ସମର୍ଥନ କରୁଥିବା ଅଭିଯୋଗ କରିଛି। ପଳାତକଙ୍କୁ...

ମାଆଙ୍କ ଆଶୀର୍ବାଦ ବିନା ଶକ୍ତି ପ୍ରଦର୍ଶନ କଲେ ଲାଲୁ ନନ୍ଦନ

ପାଟନା,୧୧ ।୧୦: ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ହସନପୁର ବିଧାୟକ ତେଜ ପ୍ରତାପ ଯାଦବ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଉପରେ ଖପ୍ପା ହୋଇଛନ୍ତି ।  ସେ ତାଙ୍କ ଭାଇ ତେଜସ୍ୱୀ ଯାଦବଙ୍କଠାରୁ ରାଜନୀତି ମଇଦାନରେ ସମ୍ପୂର୍ଣ୍ଣ ଅଲଗା...

ସର୍ଚ୍ଚ ଅପରେଶନ୍‌ ସମୟରେ ୫ ଯବାନ ଶହୀଦ୍‌…

ଶ୍ରୀନଗର,୧୧।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସର୍ଚ୍ଚ ଅପରେଶନ୍‌ ସମୟରେ ୫ ଯବାନ ଶହୀଦ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେସିଓ ରହିଛନ୍ତି। ପୁଞ୍ଚ୍‌ ଜିଲାର ସୁରନ୍‌କୋଟ ଅର୍ନ୍ତଗତ ରାଜୌରୀ ସେକ୍ଟରର ଚମରେର୍‌ ସ୍ଥିତ ଜଙ୍ଗଲରେ ଆତଙ୍କବାଦୀଙ୍କ ସହିତ ମୁହାଁମୁହିଁ ସମୟରେ ଯବାନମାନେ...

ଐତିହାସିକ ପଦକ୍ଷେପ: ପ୍ରଧାନମନ୍ତ୍ରୀ କଲେ ’ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ…

ନୂଆଦିଲ୍ଲୀ,୧୧।୧୦: ଭାରତ ପୁଣି ଏକ ଐତିହାସିକ ପଦକ୍ଷେପୟ ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ କରିଛନ୍ତି। ଏହି ଏବସରରେ ପ୍ରଧାନମନ୍ତ୍ରୀ ସ୍ପେସ ଇଣ୍ଡଷ୍ଟ୍ରି ସହିତ ଜଡିତ ଥିବା ଭେଟେରାନମାନଙ୍କ ସହ ମଧ୍ୟ ଭର୍ଚୁଆଲ...

ଉତ୍ତରାଖଣ୍ଡରେ ଭାଜପାକୁ ଝଟ୍‌କା

ଡେରାଡୁନ,୧୧ ।୧୦: ପାଖେଇ ଆସୁଛି ଉତ୍ତରାଖଣ୍ଡର ବିଧାନସଭା ନିର୍ବାଚନ । ଏହି ସମୟରେ ସେଠାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଏକ ଶକ୍ତ ଝଟ୍‌କା ଲାଗିଛି ବୋଲି କୁହାଯାଉଛି । ସୋମବାର ଉତ୍ତରାଖଣ୍ଡର ଭାଜପା ନେତା ୟଶପାଲ ଆର୍ଯ୍ୟ ଓ ତାଙ୍କ...

ନବରାତ୍ରୀ ଅବସରରେ ୨୫୦୦ରୁ ଅଧିକ ପ୍ରତିମା ପ୍ରଦର୍ଶିତ…

ଥିରୁଭାନନ୍ତପୁରମ୍‌,୧୧।୧୦: ନବରାତ୍ରୀ ଅବସରରେ କେରଳରେ ବମ୍ମାଇ କୋଲୁ ପାଇଁ ୨୫୦୦ରୁ ଅଧିକ କ୍ଷୁଦ୍ର ପ୍ରତିମା ପ୍ରଦର୍ଶିତ ହୋଇଛି। ଏଭଳି ପ୍ରତିମା ପ୍ରଦର୍ଶନକୁ କେରଳରେ ବୋମ୍ମାଇ-କୋଲୁ କୁହାଯାଇଥାଏ। ଥିରୁଭାନନ୍ତପୁରମ୍‌ଠାରେ ଥିବା ଗାନ୍ଧାରୀ ଆମ୍ମା କୋଭିଲ ମନ୍ଦିରରେ ବୋମ୍ମାଇ କୋଲୁ ପ୍ରଦର୍ଶନ ହୋଇଛି।...

ଦେଶଦ୍ରୋହ ଆଇନ ରଦ୍ଦ ହେଉ-ଶାନ୍ତିରେ ଲୋକେ ନିଶ୍ୱାସ ନିଅନ୍ତୁ,କହିଲେ ପୂର୍ବତନ ବିଚାରପତି…

ନୂଆଦିଲ୍ଲୀ,୧୧।୧୦: ଦେଶରେ ବିଭିନ୍ନ ରାଜନୈତିକ ଦଳର ସରକାର ଆସିବା ଯିବା ଲାଗି ରହିଛି। କିନ୍ତୁ ଦେଶରୁ ଦେଶଦ୍ରୋହ ଆଇନକୁ ରଦ୍ଦ କରାଯାଉ। ଏହାଦ୍ୱାରା ସାଧାରଣ ଲୋକ ଶାନ୍ତିରେ ନିଶ୍ୱାସ ନେଇପାରିବେ ବୋଲି ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ରୋହିନଣ୍ଟନ ଫଲି ନରିମାନ...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି।...

ବ୍ଲାକ୍‌ ଆଉଟ୍‌ ଆଶଙ୍କା

ନୂଆଦିଲ୍ଲୀ/ ଭୁବନେଶ୍ୱର,୧୧।୧୦ (ବ୍ୟୁରୋ): ଦେଶର ପ୍ରାୟ ୭୦% ବିଦ୍ୟୁତ୍‌ ଚାହିଦା କୋଇଲାରୁ ପୂରଣ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ପାଓ୍ବାର ପ୍ଲାଣ୍ଟଗୁଡ଼ିକ ସାଧାରଣତଃ ୧୫ରୁ ୩୦ ଦିନ ପାଇଁ କୋଇଲା ଗଚ୍ଛିତ ରଖିଥାଆନ୍ତି। କିନ୍ତୁ ବର୍ତ୍ତମାନ ସ୍ଥିତିରେ କୋଇଲା ଖଣିଗୁଡ଼ିକରେ...

ବିଷ ଓଗାଳିଲା ଚାଇନା

ନୂଆଦିଲ୍ଲୀ,୧୧ ।୧୦: ପୂର୍ବ ଲଦ୍ଦାଖ ସୀମା ଏଲ୍‌ଏସିରେ ଲାଗିରହିଥିବା ବିବାଦକୁ ନେଇ ରବିବାର ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାଥିଲା ୧୩ତମ ବୈଠକ, ଯାହା ୮ ଘଣ୍ଟା ଧରି ଚାଲିଥିଲା । ବୈଠକର ସମ୍ପୂର୍ଣ୍ଣ ତଥ୍ୟ...

ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍‌ବିଏ)ର ସହଯୋଗୀ ଦଳ ଶିବସେନା, ଏନ୍‌ସିପି ଓ କଂଗ୍ରେସ ପକ୍ଷରୁ ଏହି ଡାକରା ଦିଆଯାଇଥିବା ବେଳେ ସକାଳୁ...

କଂଗ୍ରେସର ଦେଶବ୍ୟାପି ‘ମୌନବ୍ରତ’

ନୂଆଦିଲ୍ଲୀ,୧୧ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଏହାସହ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କୁ ବରଖାସ୍ତ ଦାବି କରି ସୋମବାର କଂଗ୍ରେସ ପକ୍ଷରୁ ‘ମୌନବ୍ରତ’ ପାଳନ କରାଯିବ । ଦଳ ପକ୍ଷରୁ ସାରା ଦେଶରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri