ଜାତୀୟ

ଶକ୍ତି ମିଲ୍‌ ଗଣ ବଳାତ୍କାର ମାମଲା, ଦୋଷୀଙ୍କ ଫାଶୀଦଣ୍ଡ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ…

ମୁମ୍ବାଇ,୨୫।୧୧: ଶକ୍ତି ମିଲ୍ସ ପରିସରରେ ୨୨ ବର୍ଷ ବୟସ୍କା ମହିଳା ଫଟୋ ଜର୍ନାଲିଷ୍ଟଙ୍କ ଗଣବଳାତ୍କାରର ଘଟଣାରେ ତିନିଜଣ ଦୋଷୀଙ୍କୁ ଦିଆଯାଇଥିବା ପାଶୀଦଣ୍ଡକୁ ବମ୍ବେ ହାଇକୋର୍ଟ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ କରିଛନ୍ତି। ସେମାନଙ୍କ ଦ୍ୱାରା କରାଯାଇଥିବା ଅପରାଧର ଅନୁତାପ ପାଇଁ ସେମାନେ...

ସ୍ବାମୀଙ୍କୁ ସ୍ତ୍ରୀଙ୍କ ଧମକ: ‘ଦାଢ଼ି ନ କାଟିଲେ ଛାଡପତ୍ର ଦେବି’

ଲକ୍ଷ୍ନୌ,୨୫।୧୧: ଉତ୍ତର ପ୍ରଦେଶର ଆଲିଗଡରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତିଙ୍କ ଦାଢିକୁ ସ୍ତ୍ରୀ ଏତେ ଚିଡିଯାଇଛନ୍ତି ଯେ ସେ ତାଙ୍କୁ ଦାଢି ନ କାଟିଲେ ଛାଡପତ୍ର ଦେବାକୁ ଧମକ ଦେଇଛନ୍ତି। ବାଧ୍ୟ ହୋଇ ବ୍ୟକ୍ତି ଜଣଙ୍କ...

ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଜେୱର,୨୫ ।୧୧: ଉତ୍ତର ପ୍ରଦେଶ ଗୌତମ ବୁଦ୍ଧ ନଗରର ଜେୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି ଦେଶବାସୀଙ୍କୁ ଶଉଭେଚ୍ଛା ଜଣାଇଛନ୍ତି । ଶିଳାନ୍ୟାସ କାର୍ଯ୍ୟକ୍ରମରେ ମାଦିଙ୍କ ସହ...

ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍‌

ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍‌ ଯୋଗେ ଏହି ହତ୍ୟା ଧମକ ଦିଆଯାଇଛି। ଯେଉଁ ମେଲ୍‌ରୁ ଗମ୍ଭୀରକୁ ହତ୍ୟା ଧମକ ଆସିଥିଲା,...

ଶିବରାତ୍ରୀ-ମହାପୁରୁଷଙ୍କ ଜୟନ୍ତୀରେ ମାଂସ ଦୋକାନ ବନ୍ଦ…

ଲକ୍ଷ୍ନୌ,୨୫।୧୧: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମହାପୁରୁଷଙ୍କ ଜୟନ୍ତୀ ଏବଂ ଶିବରାତ୍ରୀରେ ମାଂସ ଦୋକାନ ବନ୍ଦ ରହିବ। ଏ ସମ୍ପର୍କରେ ଏକ ନିର୍ଦ୍ଦେଶ ମଧ୍ୟ ଜାରି କରାଯାଇଛି। ସିନ୍ଧି ସମାଜର...

ହ୍ବାଟସ୍‌ ଆପ୍‌ରେ ରାଷ୍ଟ୍ରପତିଙ୍କ ସୁରକ୍ଷା ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୫।୧୧: ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କାନପୁରରେ ଅଛନ୍ତି। ବୁଧବାର ଏହି ସହରରେ ତାଙ୍କର ଦ୍ୱିତୀୟ ଦିନ। କିନ୍ତୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ଏକ ବଡ ତ୍ରୁଟି ହୋଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ସମ୍ପର୍କିତ ତଥ୍ୟ ହ୍ବାଟସ୍‌...

ଲିଙ୍ଗ ଅନୁପାତରେ ପ୍ରଥମ ଥର ପାଇଁ ମହିଳା ଆଗରେ…

ନୂଆଦିଲ୍ଲୀ,୨୫।୧୧: ଭାରତର ଜନସଂଖ୍ୟାରେ ପ୍ରଥମ ଥର ପାଇଁ ଲିଙ୍ଗ ଅନୁପାତରେ ମହିଳା ଆଗରେ ରହିଛନ୍ତି। ଦେଶରେ ୧୦୦୦ ଜଣ ପୁରୁଷ ପ୍ରତି ମହିଳାଙ୍କ ସଂଖ୍ୟା ୧୦୨୦କୁ ବୃଦ୍ଧି ପାଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି।...

ଦୋଷୀ ନେତାଙ୍କୁ ନିର୍ବାଚନ ଲଢ଼ିବାରୁ ରୋକିବାକୁ ପ୍ରସ୍ତୁତ କି? କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ…

ନୂଆଦିଲ୍ଲୀ,୨୫।୧୧: ଦୋଷୀ ସାବ୍ୟସ୍ତ ହୋଇଥିବା ନେତାମାନଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ସୁପ୍ରିମକୋର୍ଟ ସିଧାସଳଖ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ରାଜ୍ୟମାନଙ୍କୁ କହିଛନ୍ତି ଯେ, ସମ୍ପ୍ରତି କାର୍ଯ୍ୟ କରୁଥିବା ଏମ୍‌ପି ବିଧାୟକ ତଥା ପୂର୍ବତନ ଏମ୍‌ପି-ବିଧାୟକଙ୍କ...

ସବୁବେଳେ ସୋନିଆଙ୍କୁ ସାକ୍ଷାତ୍‌ କରିବା କ’ଣ ଜରୁରୀ, ଦିଦିଙ୍କ ପ୍ରଶ୍ନ…

କୋଲକାତା,୨୫।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜାତୀୟସ୍ତରରେ ତାଙ୍କ ଦଳ ତୃଣମୂଳ କଂଗ୍ରେସ(ଟିଏମସ)କୁ ବିସ୍ତାର କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥି ଲାଗି ଅନ୍ୟ ଦଳର ନେତାମାନଙ୍କୁ ବାଡ଼ ଡିଆଁଇବା କାମ ସେ ଆରମ୍ଭ କରିଛନ୍ତି ଏବଂ ଏଥିରେ...

୧୧ ମାସରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଥାପି, ସୀମା ପାର୍‌ ଆତଙ୍କବାଦୀଙ୍କ ଅନୁପ୍ରବେଶ ଜାରି ରହିଛି। ଚଳିତ ବର୍ଷ ବିଭିନ୍ନ ଏନକାଉଣ୍ଟରରେ ଭାରତୀୟ ଯବାନଙ୍କ ଏନ୍‌କାଉଣ୍ଟରରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।...

୫୩୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୧୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୯୬ ଜଣଙ୍କ...

ଜୟଲଲିଥାଙ୍କ ଉତ୍ତରାଧିକାରୀଙ୍କୁ ମିଳିବ ବେଦ ନିଳୟମ୍‌

ଚେନ୍ନାଇ, ୨୫।୧୧: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଲିଥାଙ୍କ ବାସଭବନ ବେଦ ନିଳୟମ୍‌ରେ ତାଙ୍କ ନାମରେ ଏକ ସ୍ମାରକୀ ନିର୍ମାଣ ଲାଗି ପୂର୍ବରୁ ତାମିଲନାଡୁର ଏଆଇଏଡିଏମ୍‌କେ ସରକାର କରିଥିବା ଆବେଦନକୁ ମାଡ୍ରାସ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ଉକ୍ତ ସମ୍ପତ୍ତିକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri