ଜାତୀୟ

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୮।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୨୧,୨୫୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧ ଜଣଙ୍କର ମୃତ୍ୟୁ ହୋଇଛି।...

ଭାରତ-ଚାଇନା ପୁଣି ମୁହାଁମୁହିଁ: ମୁହଁତୋଡ ଜବାବ ଦେଲା ଭାରତୀୟ ସେନା

ଇଟ୍ଟାନଗର,୮।୧୦: ଅରୁଣାଚଳ ପ୍ରଦେଶରେ ନିକଟରେ ପୁଣି ଭାରତ-ଚାଇନା ସେନା ମୁହାଁମୁହିଁ ହୋଇଛନ୍ତି। ଗତ ସପ୍ତାହରେ ଲାଇନ୍‌ ଅଫ୍‌ ଆକ୍‌ଚୁଆଲ୍‌ କଣ୍ଟ୍ରୋଲ୍‌(ଏଲ୍‌ଏସି) ନିକଟରେ ଚାଇନା ସୈନ୍ୟ ଭାରତୀୟ ସୀମାରେଖା ଅତିକ୍ରମ କରି ଭାରତକୁ ପଶିବାକୁ ଉଦ୍ୟମ କରୁଥିବା ବେଳେ ଭାରତୀୟ ସୈନ୍ୟ...

ଏତିକି ଟଙ୍କାରେ ବିକ୍ରି ହେଲା ନୀରଜଙ୍କ ଜାଭେଲିନ୍‌

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଥିବା ଉପହାରର ଇ-ନିଲାମର ଗୁରୁବାର ଶେଷ ଦିନ ଥିଲା। ମୋଦି ଗ୍ରହଣ କରିଥିବା ଉପହାରର ଇ-ନିଲାମରେ ଧାର୍ମିକ କଳାକୃତି ଅନେକ ଲୋକଙ୍କୁ ନିଜ ଆଡକୁ ଆକର୍ଷିତ କରିଥିଲା। ଧାର୍ମିକ କଳାକୃତି ବ୍ୟତୀତ ଅଲିମ୍ପିଆନ୍‌ଙ୍କର...

ଫୋର୍ବସ ଧନୀ ତାଲିକାରେ ୬ ମହିଳା

ନୂଆଦିଲ୍ଲୀ, ୮ା୧୦:ଫୋର୍ବସ ତାଲିକାରେ ଭାରତର ୧୦୦ ଧନୀବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ୬ ମହିଳା। ସେମାନଙ୍କ ମଧ୍ୟରେ ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲ(୭୧)ଙ୍କ ସମ୍ପତ୍ତି ସର୍ବାଧିକ ୧୩.୪୬ ଲକ୍ଷ କୋଟି ଟଙ୍କା ହୋଇଥିବାବେଳେ ସେ ତାଲିକାର ୭ ନମ୍ବରରେ...

କଶ୍ମୀରରେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ

ଶ୍ରୀନଗର,୮।୧୦(ପି.ଟି.):ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ କିଛିଦିନ ହେଲା ନିରୀହ ସଂଖ୍ୟାଲଘୁମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରୁଛନ୍ତି। ଗୁରୁବାର ଶ୍ରୀନଗରସ୍ଥିତ ଏକ ସରକାରୀ ସ୍କୁଲ୍‌ର ଜଣେ ମହିଳା ପ୍ରିନି୍ସପାଲ ଓ ଜଣେ ଶିକ୍ଷକଙ୍କୁ ଆତଙ୍କବାଦୀମାନେ ଗୁଳିକରି ହତ୍ୟା କରିଛନ୍ତି। ଏହାକୁ ମିଶାଇ କଶ୍ମୀର ଉପତ୍ୟକାରେ...

ଲକ୍ଷ୍ମୀପୁର ଖେରି ହିଂସା: ଅଜୟ ମିଶ୍ରାଙ୍କ ପୁଅଙ୍କୁ ସମନ, ୨ ଗିରଫ

ନୂଆଦିଲ୍ଲୀ,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ହିଂସା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ମାମଲାରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଷ୍ଟାଟସ ରିପୋର୍ଟ ମାଗିବାର କିଛି ଘଣ୍ଟା ମଧ୍ୟରେ ଉତ୍ତର ପ୍ରଦେଶ ପୋଲିସ ୨ ଜଣଙ୍କୁ ଗିରଫ...

ଆଫଗାନିସ୍ତାନରେ ତାଲିବାନର ଦଖଲ ପରେ କଶ୍ୱୀରରେ ବଢୁଛି ଟାର୍ଗେଟ କିଲିଂ

ଜମ୍ମୁ,୮ ।୧୦: ଆଫଗାନିସ୍ତାନରେ ତାଲିବାନ କବଜା କରିବା ପରେ ପାକିସ୍ତାନର ଇସାରାରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବିଶେଷ କରି ଅକ୍ଟୋବରରେ ଏମିତି ଲୋକଙ୍କୁ ଟାର୍ଗେଟ କରାଯାଉଛି ଯେଉଁମାନେ ଆତଙ୍କବାଦାର ଚରମ ସୀମାରେ ପହଞ୍ଚିଥିଲେ ବି ସେମାନେ ପଳାୟନ...

ଆଜିଠାରୁ ଉପବାସରେ ସିଦ୍ଧୁ

ଚଣ୍ଡିଗଡ଼,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ହିଂସା ବେଳକୁ ବେଳ ରାଜନୈତିକ ରୂପ ନେବାରେ ଲାଗିଛି । ବୁଧବାର ବିଳମ୍ବିତ ରାତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଅନ୍ୟମାନେ ପୀଡିତଙ୍କ ପରିବାରକୁ ଭେଟିଥିଲେ...

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର ୧୧ତାରିଖରୁ ଲାଗୁ ହେବ ବୋଲି ଭାରତର ହାଇ କମିଶନର ଗୁରୁବାର ଟୁଇଟ୍‌ କରି...

ଆହୁରି ଗୋଟିଏ ରାତି ଜେଲରେ କାଟିବେ ଆର୍ଯ୍ୟନ

ମୁମ୍ବାଇ, ୭।୧୦: କ୍ରୁଜ୍‌ ଜାହାଜରେ ନିଶାଦ୍ରବ୍ୟ କାରବାର ମାମଲାରେ ଗିରଫ ହୋଇଥିବା ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ ଖାନ୍‌ଙ୍କୁ ମୁମ୍ବାଇର ଏକ ଅଦାଲତ ଗୁରୁବାର ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଭିଯୁକ୍ତମାନଙ୍କୁ ଅକ୍ଟୋବର...

କେନ୍ଦ୍ରମନ୍ତ୍ରୀଙ୍କ ପୁଅଙ୍କୁ ପୋଲିସର ସମନ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଅଞ୍ଚଳରେ ଘଟିଥିବା ହଂସାକାଣ୍ଡ ସମ୍ପର୍କରେ ପଚରାଉଚୁରା କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗୁରୁବାର ସମନ ଜାରି କରିଛି ପୋଲିସ। ହିଂସାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା...

ଧନୀ ତାଲିକାରେ ୬ ମହିଳା

ନୂଆଦିଲ୍ଲୀ, ୭ା୧୦: ଫୋର୍ବସ ତାଲିକାରେ ଭାରତର ୧୦୦ ଧନୀବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ୬ ମହିଳା। ସେମାନଙ୍କ ମଧ୍ୟରେ ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲ(୭୧)ଙ୍କ ସମ୍ପତ୍ତି ସର୍ବାଧିକ ଥିବାବେଳେ ତାଲିକାର ୭ ନମ୍ବରରେ ରହିଛନ୍ତି। ତାଙ୍କ ମୋଟ ସମ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri