ଜାତୀୟ

ଲଖିମ୍‌ପୁର ଘଟଣାକୁ ‘ଜାଲିଓ୍ବାନାଓ୍ବାଲାବାଗ୍‌ ହତ୍ୟାକାଣ୍ଡ’ ସହ ତୁଳନା କଲେ ପାଓ୍ବାର

ନୂଆଦିଲ୍ଲୀ,୫।୧୦:ଉତ୍ତର ପ୍ରଦେଶର ଲଖିମ୍‌ପୁର ର ଖେରୀରେ ହୋଇଥିବା ହିଂସାର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏକ ଗାଡି ଜାଣିଶୁଣି ଆନ୍ଦୋଳନରତ କୃଷକଙ୍କ ଉପରେ ଚଢିଯାଉଥିବାର ଭିଡିଓରେ ଦେଖାଯାଇଛି। ଭିଡିଓ ଆସିବା ପରେ ୟୁପି ସରକାର ଘେରିଛନ୍ତି ବିରୋଧୀ। ଏନ୍‌ସିପି...

ରେଷ୍ଟୁରାଣ୍ଟରେ ଖାଉଥିଲେ ଏମ୍‌ପି, କାର୍‌ ଲକ୍‌ କରିଦେଲା ପୋଲିସ: ଆଉ ତା’ପରେ

ଇନ୍ଦୋର,୫।୧୦: ମଧ୍ୟପ୍ରଦେଶର ଇନ୍ଦୋର ପୋଲିସ ଏକ କଡ଼ା ପଦକ୍ଷେପ ନେଇଛି। ନିୟମ ଭାଙ୍ଗିବାରୁ ଇନ୍ଦୋର ଏମ୍‌ପି ଶଙ୍କର ଲାଲଓ୍ବାନୀ ଚାଲାଣ କାଟିଦେଇଛି ପୋଲିସ। ସୋମବାର ଶଙ୍କର ଖଣ୍ଡଓ୍ବା ଆସିଥିଲେ। ସେ ମୁମ୍ବାଇ ବଜାରସ୍ଥିତ ଏକ ରେଷ୍ଟୁରାଣ୍ଟରେ ସେ ଖାଇବାକୁ ଅଟକି...

ଜାମିନ ଖାରଜ ସମୟରେ ଅପରାଧର ଗମ୍ଭୀରତା ଉପରେ ବିଚାର କରିବା ଜରୁରୀ…

ନୂଆଦିଲ୍ଲୀ,୫।୧୦: ଜାମିନ ଆବେଦନ ଖାରଜ ସମୟରେ ଅପରାଧୀଙ୍କ ଅପରାଧର ଗମ୍ଭୀରତା ଉପରେ ବିଚାର କରିବା ଜରୁରୀ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ଏହା ଅପରାଧୀଙ୍କ ଆଚରଣ ଏବଂ ଏହା ଦ୍ୱାରା ସମାଜ ଉପରେ ପଡୁଥିବା ପ୍ରଭାବକୁ...

ଭାଜପାକୁ ମିଳିଲା ବଡ଼ ବିଜୟ

ଗାନ୍ଧୀନଗର,୫।୧୦: ଗୁଜରାଟର ଗାନ୍ଧିନଗର ନଗର ନିଗମ ନିର୍ବାଚନରେ ସମସ୍ତ ୪୪ ଟି ଆସନ ପାଇଁ ଗଣନା ଶେଷ ହୋଇଛି। ଭାଜପା ୪୪ଟି ଆସନ ମଧ୍ୟରୁ ୪୦ଟି ଜିତିଛି। ଅନ୍ୟପକ୍ଷରେ କଂଗ୍ରେସ ମୋଟ ୩ଟି ଆସନ ଜିତିଛି। ଆମ ଆଦମୀ ପାର୍ଟିକୁ...

ପ୍ରିୟଙ୍କା ଗିରଫ, ଗେଷ୍ଟ ହାଉସ୍‌ ପାଲିଟିଛି ଅସ୍ଥାୟୀ ଜେଲ୍‌…

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋମବାର ଭୋର୍‌ ୫ଟାରେ ପୋଲିସ ତାଙ୍କୁ ନିଜ ହେପାଜତକୁ ନେଇଥିଲା। ତେବେ ତାଙ୍କୁ ଗିରଫ କରି ଲକ୍ଷ୍ମୀପୁର ନିକଟବର୍ତ୍ତୀ ହରଗାଓ୍ବଁଠାରେ ସୀତାପୁର...

ଚିରାଗଙ୍କୁ ହେଲିକପ୍ଟର-ପଶୁପତିଙ୍କୁ ସିଲାଇ ମେସିନ…

ନୂଆଦିଲ୍ଲୀ,୫।୧୦: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ପରେ ପୁରୁଣା ନିର୍ବାଚନୀ ଚିହ୍ନ ଫ୍ରିଜ୍‌ କରାଯାଇ ନିର୍ବାଚନ ମିଶନଙ୍କ ପକ୍ଷରୁ ଚିରାଗ ପାସଓ୍ବାନଙ୍କ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)କୁ ହେଲିକପ୍ଟର ଚିହ୍ନ ପ୍ରଦାନ କରାଯାଇଛି। ଫଳରେ ଏଲ୍‌ଜେପି ଦୁଇଭାଗ...

୭୫,୦୦୦ ହିତାଧିକାରୀଙ୍କୁ ଘର ଚାବି ଦେଲେ ପ୍ରଧାନମନ୍ତ୍ରୀ…

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ୭୫ ଜିଲାର ୭୫,୦୦୦ହିତାଧିକାରୀଙ୍କୁ ସେମାନଙ୍କ ପାଇଁ ନିର୍ମାଣ କରାଯାଇଥିବା ଘର ଚାବି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା...

ପାର୍ବଣ ଫିକା, ୬୧ ଗାଁରେ ଲକଡାଉନ୍‌…

ଅହମଦନଗର,୫।୧୦: ଆଗକୁ ପାର୍ବଣ। ଏହି ସମୟରେ ଭିଡ଼ର ଆଶଙ୍କା ରହିଛି। ଏପରିସ୍ଥଳେ ମହାରାଷ୍ଟ୍ରରେ ପୁଣେଠାରୁ ପ୍ରାୟ ୧୨୨ କିଲୋମିଟର ଦୂରରେ ଥିବା ଅହମଦନଗର ଜିଲାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜିଲାର...

ଡ୍ରଗ୍ସ୍‌ କାରବାର ୩ ବର୍ଷରେ ୪୫୫ ପ୍ରତିଶତ ବୃଦ୍ଧି, ବର୍ଷକୁ ୨ ଲକ୍ଷରୁ ଅଧିକ ମୃତ୍ୟୁ…

ନୂଆଦିଲ୍ଲୀ,୫।୧୦: ଡ୍ରଗ ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏନ୍‌ସିବି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଗତ ବର୍ଷ ବଲିଉଡରେ ଡ୍ରଗ୍ସ୍‌ ମାମଲା ଆସିବା ପରେ ଏନ୍‌ସିବି ଅନେକ ପ୍ୟାଡଲରଙ୍କୁ ଗିରଫ କରି କଡା ତଦନ୍ତ କରିଥିଲା। ଏଥି ସହିତ,...

ବିନା ଏଫ୍‌ଆଇଆର୍‌ରେ ୨୮ ଘଣ୍ଟା ଧରି କାହିଁକି ରଖାଯାଇଛି ଅଟକ ?

ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ ରାଜ୍ୟ ସରକାରଙ୍କ ସହିତ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋମବାର ଭୋର ୫ଟା ଠାରୁ ଅଟକ ରଖାଯାଇଛି। ଇତିମଧ୍ୟରେ...

୬ ମାସ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ୬ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ କମିବାରେ ଲାଗିଛି। ୨୦୯ ଦିନ ପରେ ଦୈନିକ ସଂକ୍ରମଣ କମି ୧୮...

ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍‌ ନ ଥିଲେ ଅଟକିବନି କ୍ଷତିପୂରଣ

ନୂଆଦିଲ୍ଲୀ, ୫।୧୦(ଆଇଏଏନ୍‌ଏସ୍‌): କେନ୍ଦ୍ର ଗାଇଡ୍‌ଲାଇନ ଅନୁଯାୟୀ କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନର ୩୦ ଦିନ ମଧ୍ୟରେ ସହାୟତା ରାଶି ସେମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri