ଜାତୀୟ

ଫିଲ୍ମ ଆକ୍ଟ୍ରେସଙ୍କ ଆତ୍ମହତ୍ୟା

ବାଙ୍ଗାଲୋର,୩୦।୯: ଜଣାଶୁଣା କନ୍ନଡ ଟେଲିଭିଜନ ଆକ୍ଟ୍ରେସ ସୌଜନ୍ୟା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ବାଙ୍ଗାଲୁରୁର କୁମ୍ବାଲଗୋଡୁ ଆପାର୍ଟମେଣ୍ଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତାଙ୍କ ମୃତଦେହ ନିକଟରୁ ଏକ ସୁଇସାଡ୍‌ ନୋଟ ମିଳିଛି, ଯେଉଁଥିରେ ଚରମ ପଦକ୍ଷେପ ପାଇଁ...

ସିଦ୍ଧୁ ଆମ୍‌ ଆଦମୀ ପାର୍ଟିରେ ଯୋଗଦେବା ନେଇ କେଜ୍‌ରିଓ୍ବାଲ୍‌ କହିଲେ…

ଚଣ୍ଡିଗଡ,୩୦।୯: ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ଦୁଇ ଦିନିଆ ପଞ୍ଜାବ ଗସ୍ତରେ ଅଛନ୍ତି। ଏହି ସମୟରେ କେଜ୍‌ରିୱାଲ ମାଗଣା ବିଦ୍ୟୁତ, ମୋହଲା କ୍ଲିନିକ ଖୋଲିବା ଭଳି...

ନରମିଲେ ସିଦ୍ଧୁ

ଚଣ୍ଡିଗଡ,୩୦।୯: ପଞ୍ଜାବ କଂଗ୍ରେସରେ ଚାଲିଥିବା ସଙ୍କଟ ମଧ୍ୟରେ ଗୁରୁବାର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନିଙ୍କୁ ଭେଟିବା ପାଇଁ ନବଜୋତ ସିଂ ସିଦ୍ଧୁ ଚଣ୍ଡିଗଡ଼ ଆସିଛନ୍ତି। ସିଦ୍ଧୁ ଟୁଇଟ୍‌ କରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋତେ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି। ଏଥିପାଇଁ...

‘୫୦୦ ଟଙ୍କାରେ ଭୋଟ କିଣୁଛନ୍ତି ମମତା’

କୋଲକତା,୩୦।୯: ପଶ୍ଚିମବଙ୍ଗର ଭବାନୀପୁର ଆସନରେ ମତଦାନ ଜାରି ରହିଛି। ଏହି ହାଇ ପ୍ରୋଫାଇଲ ଆସନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଭଜପାର ପ୍ରିୟଙ୍କା ଟିବ୍ରେୱାଲଙ୍କ ମଧ୍ୟରେ କଡ଼ା ଟକ୍କର ରହିଛି। ମତଦାନ ଚାଲିଥିବା ବେଳେ ପ୍ରିୟଙ୍କା ଅଭିଯୋଗ କରିଛନ୍ତି ଯେ,...

ଛଟ୍‌ ପୂଜାକୁ ନା….

ନୂଆଦିଲ୍ଲୀ,୩୦।୯: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ)ଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ସାର୍ବଜନୀକ ସ୍ଥାନରେ ଛଟ୍‌ ପୂଜା କରିହେବ ନାହିଁ। ଫଳରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଛଟ୍‌...

ଚାଷୀ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌, ସବୁବେଳ ପାଇଁ ବନ୍ଦ କରିହେବନି ରାଜରାସ୍ତା…

ନୂଆଦିଲ୍ଲୀ,୩୦।୯: ଚାଷୀ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟ ତାଗିଦ୍‌ କରିଛନ୍ତି। ସବୁବେଳ ପାଇଁ ଅଥବା ଦୀର୍ଘ ସମୟ ଲାଗି ରାଜରାସ୍ତାକୁ ବନ୍ଦ କରାଯାଇ ପାରିବ ନାହିଁ ବୋଲି କହିଛନ୍ତି। ସ୍ଥାୟୀ ଭାବେ ରାଜରାସ୍ତା ବନ୍ଦ ରହିଥିଲେ ମଧ୍ୟ ସରକାର ଏହାକୁ ଖୋଳିବାରେ...

ଭାଜପାରେ ଯୋଗ ଦେବିନି, ଶୀଘ୍ର ଛାଡ଼ିବି କଂଗ୍ରେସ…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ କଂଗ୍ରେସ ଛାଡ଼ିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏକ ନ୍ୟୁଜ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି ଯେ, ଭାଜପାରେ ଯୋଗ ଦେବିନି, କିନ୍ତୁ ଶୀଘ୍ର କଂଗ୍ରେସ ଛାଡ଼ିବି। ଏହାକୁ ନେଇ...

କେଜ୍ରିଓ୍ବାଲଙ୍କ ମିଶନ ପଞ୍ଜାବ, ସମସ୍ତଙ୍କୁ ମିଳିବ ମାଗଣା ସ୍ବାସ୍ଥ୍ୟସେବା…

ଚଣ୍ଡିଗଡ଼,୩୦।୯: ପଞ୍ଜାବରେ ୨୦୨୨ରେ ହେବାକୁଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତି ଜାରି ରଖିଛି। ମିଶନ ପଞ୍ଜାବ ଅନ୍ତର୍ଗତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ଗଣମାଧ୍ୟମ ସମ୍ମିଳନୀରେ ଭୋଟରଙ୍କୁ ଆକର୍ଷିତ କରିବା...

କ୍ୟାପଟେନ୍‌ଙ୍କ ହାତରେ ବଲ ଧରାଇଲା ଭାଜପା…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ବିଦାୟୀ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଭାଜପା ପକ୍ଷରୁ କ୍ୟାପଟେନ୍‌ଙ୍କ ହାତରେ ବଲ୍‌ ଧରାଇ ଦିଆଯାଇଛି ବୋଲି ଚର୍ଚ୍ଚା ହେଉଛି। କ୍ୟାପଟେନ୍‌ଙ୍କୁ ୨ଟି ବିକଳ୍ପ ଦିଆଯାଇଛି। ପ୍ରଥମଟି ହେଉଛି ଯଦି...

ସୋନିଆ ଶୀଘ୍ର ଗ୍ରହଣ କରନ୍ତୁ କଡ଼ା ପଦକ୍ଷେପ, ଆନନ୍ଦ ଶର୍ମାଙ୍କ ଅନୁରୋଧ…

ନୂଆଦିଲ୍ଲୀ,୩୦।୯: ପଞ୍ଜାବ କଂଗ୍ରେସରେ ଜାରି ରହିଥିବା ସଙ୍କଟ ନେଇ କପିଲ ସିବଲ ଏକ ଗଣମାଧ୍ୟମ ସମ୍ମିଳନୀରେ ଦେଇଥିବା ମନ୍ତବ୍ୟ ନେଇ ତାଙ୍କ ଘର ଆଗରେ କେତେକ କର୍ମୀ ଭ୍‌ଗାରୁଜା କରୁଥିବା ଖବର ଆସିବା ପରେ ଦଳର ବରିଷ୍ଠ ସଦସ୍ୟ ଆନନ୍ଦ...

ବାୟୁସେନାର ବଢ଼ିବ ଶକ୍ତି, ସାମିଲ ହେବ ୨୫ ଆଧୁନିକ ହେଲିକପ୍ଟର…

ନୂଆଦିଲ୍ଲୀ,୩୦।୯: ଭାରତୀୟ ବାୟୁସେନାର ଶକ୍ତିରେ ବୃଦ୍ଧି ହେବାକୁ ଯାଉଛି। ଖୁବ୍‌ ଶୀଘ୍ର ୨୫ ଆଧୁନିକ ହାଲକା ହେଲିକପ୍ଟର (ଏଏଲ୍‌ଏଚ୍‌)କୁ ବାୟୁସେନାରେ ସାମିଲ କରାଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନେତୃତ୍ୱରେ ଡିଫେନ୍ସ ଆକ୍ୟୁଜିଶନ କାଉନସିଲ୍‌ (ଡିଏସି) ହେଲିକପ୍ଟର ସହିତ ଅନ୍ୟ...

କଡ଼ା ସୁରକ୍ଷା ମଧ୍ୟରେ ଭବାନୀପୁରରେ ମତଦାନ ଆରମ୍ଭ…

କୋଲକାତା,୩୦।୯: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ଗୁରୁବାର ମତଦାନ ଆରମ୍ଭ ହୋଇଛି। ନିର୍ବାଚନର ଫଳାଫଳ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭିବିଷ୍ୟତ ନିର୍ଦ୍ଧାରଣ କରିବ। ଭବାନୀପୁରରେ ମୁଖ୍ୟତଃ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ମୁକାବିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri