ଜାତୀୟ

ମୋଦିଙ୍କ ପାଇଁ ଅକ୍ଟୋବର ୭ ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୯।୯:ଚଳିତ ବର୍ଷ ଅକ୍ଟୋବର ୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଐତିହାସିକ ଦିନ ହେବାକୁ ଯାଉଛି। କାରଣ ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାମ୍ବିଧାନିକ ପଦବୀର ୨୦ବର୍ଷ ପୂରଣ କରିବାକୁ ଯାଉଛନ୍ତି। ଏହି ଦିନ ପ୍ରଧାନମନ୍ତ୍ରୀ ଦେବଭୂମୀ...

ହାଇକମାଣ୍ଡଙ୍କୁ ପ୍ରଶ୍ନ କଲେ ସିବଲ

ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସରେ ଚାଲିଥିବା ସଂଘର୍ଷକୁ ନେଇ ଏବେ ସାରା ଦେଶରେ କଂଗ୍ରେସ ପାର୍ଟି ଚିନ୍ତାରେ ପଡିଯାଇଛି । ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ କହିଛନ୍ତି ଲୋକେ କଂଗ୍ରେସ ଛାଡି ଚାଲିଯାଉଛନ୍ତି । ଏବେ...

କଂଗ୍ରେସର ଅଧ୍ୟକ୍ଷ ନାହାନ୍ତି, ଜଣାନାହିଁ କିଏ ନିଷ୍ପତ୍ତି ନେଉଛି: କପିଲ ସିବଲ

ନୂଆଦିଲ୍ଲୀ,୨୯।୯: କଂଗ୍ରେସର ଆଭ୍ୟନ୍ତରୀଣ ବିବାଦ ଥମିବାର ନାଁ ଧରୁନାହିଁ। ବୁଧବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଏକ ଖବରଦାତା ସମ୍ମିଳନୀ ଡକାଇ ନିଜର ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି। ସେ କହିଛନ୍ତି ଯେ,...

ସ୍କୁଲରେ ଆରମ୍ଭ ହେବ ପିଏମ୍‌-ପୋଷଣ ଯୋଜନା

ନୂଆଦିଲ୍ଲୀ,୨୯ ।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର କ୍ୟାବିନେଟରେ କେତେ ଗୁଡିଏ ବଡ ଘୋଷଣା କରାଯାଇଛି । କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟରୁ ମିଳିଥବା ନିଷ୍ପତ୍ତିର ସୂଚନା ଦେଇ କହିଛନ୍ତି କି ଏବେ ସାରା ଦେଶରେ ୧୧.୨ ଲକ୍ଷରୁ...

ପାକିସ୍ତାନର ପୋଲ୍‌ ଖୋଲିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୨୯।୯: ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସଆଇ ଏବଂ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବା କଶ୍ମୀରରେ ଜିହାଦ ନାମରେ ଆତଙ୍କ ବିସ୍ତାର କରିବା ଲାଗିପଡିଛି। ଆତଙ୍କବାଦୀ ସଂଗଠନମାନେ ଯୁବକ ଏବଂ ଗରିବମାନଙ୍କୁ ବାଧ୍ୟତାମୂଳକ ଭାବେ ଆତଙ୍କବାଦୀ ସଂଗଠନରେ ଯୋଗ ଦେବାକୁ ପ୍ରବବର୍ତ୍ତାଉଛନ୍ତି। ଉତ୍ତର...

‘ବାଲ୍‌ ସନ୍ୟାସ’ ଆଇନ ସମ୍ମତ, ହାଇକୋର୍ଟଙ୍କ ରାୟ…

ବେଙ୍ଗାଲୁରୁ,୨୯।୯: ଛୋଟ ବୟସରୁ ‘ବାଲ୍‌ ସନ୍ୟାସ’ ହେବା ପରମ୍ପରା ଆଇନ ସମ୍ମତ। ଜଣେ ନାବାଳକ ସନ୍ୟାସ ଗ୍ରହଣ କରିବାକୁ ବିରୋଧ କରାଯାଇ ପାରିବ ନାହିଁ। ଏସମ୍ପର୍କିତ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଛନ୍ତି। ଏହାକୁ...

ସର୍ବସାଧାରଣଙ୍କ ସମ୍ପତ୍ତି ନଷ୍ଟ କରୁଥିବା ରାଜନୈତିକ ଦଳ ବିରୋଧରେ ହେଉ କଡ଼ା କାର୍ଯ୍ୟାନୁଷ୍ଠାନ…

ଚେନ୍ନାଇ,୨୯।୯: ପ୍ରଦର୍ଶନ ସମୟରେ ସର୍ବସାଧାରଣଙ୍କ ସମ୍ପତ୍ତିକୁ ନଷ୍ଟ କରିବା ଦୋଷାବହ। ଏଭଳି କରୁଥିବା ରାଜନୈତିକ ଦଳଗୁଡ଼ିକ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଜରୁରୀ ବୋଲି ମାଡ୍ରାସ୍‌ ହାଇକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ୨୦୧୩ରେ ରାଜନୈତିକ ଦଳ ପାଟ୍ଟଲି ମାକ୍କାଲ...

ଭାରତ ସରକାରଙ୍କୁ ତାଲିବାନ୍‌ର ଚିଠି…

ନୂଆଦିଲ୍ଲୀ/କାବୁଲ,୨୯।୯: ଆଫଗାନିସ୍ତାନରେ କ୍ଷମତା ଦଖଲ ପରେ ତାଲିବାନ୍‌ ପ୍ରଥମ ଥର ପାଇଁ ଭାରତ ସରକାରଙ୍କ ସହିତ ଆଲୋଚନା ପାଇଁ ପ୍ରୟାସ କରିଛି। ତାଲିବାନ୍‌ ଭାରତ ସରକାରଙ୍କ ସହିତ ଔପଚାରିକ ଭାବେ କଥାବାର୍ତ୍ତା ଆରମ୍ଭ ପାଇଁ ଚିଠି ଲେଖିଛି। ଦୁଇ ଦେଶ...

୧ ନଭେମ୍ବରରୁ ଖୋଲିବ ସ୍କୁଲ…

ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ସ୍କୁଲ ୧ ନଭେମ୍ବରରୁ ଖୋଲିବ ବୋଲି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ) ବୁଧବାର ସୂଚନା ଦେଇଛନ୍ତି। ତେବେ ସ୍କୁଲ ଗୁଡ଼ିକ ପ୍ରଯ୍ୟାୟ କ୍ରମେ ଦୁର୍ଗାପୂଜା ଛୁଟି ପରେ ଖୋଲାଯିବ।...

ଉତ୍ତର ପ୍ରଦେଶ ନିର୍ବାଚନ: ମେଣ୍ଟପାଇଁ ଅଖିଳେଶଙ୍କୁ ଶିବପାଲ ଦେଲେ ୧୧ ଅକ୍ଟୋବର ପର୍ଯ୍ୟନ୍ତ ସମୟ

ଲକ୍ଷ୍ନୌ,୨୯ ।୯: ପ୍ରଗତିଶୀଳ ସମାଜବାଦୀ ପାର୍ଟି ଲୋହିୟାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶିପାଲ ସିଂ ଯାଦବ କହିଛନ୍ତି ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ସେ ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ୧୧ ଅକ୍ଟୋବର ପର୍ଯ୍ୟନ୍ତ ସମୟ ଦେଇଛନ୍ତି । ଏହାପରେ...

ଚଳନ୍ତା ବସ୍‌ ଉପରେ ରାଗ ଶୁଝାଇଲା ହାତୀ, ଭାଙ୍ଗିଲା ଝରକା; ଆଉ ତା’ ପରେ…

ଚେନ୍ନାଇ,୨୯ା୯: ଏକ ହାତୀ ଯେ, ରାଗିଲେ କ’ଣ ସବୁ କ୍ଷତି ଘଟାଇପାରେ ତାହାର ଝଲକ ଦେଖିବାକୁ ମିଳିଛି ଏକ ଭିଡିଓରେ। ସୋସିଆଲ ମିଡିଆରେ ଏହି ଭିଡିଓଟି ଏବେ ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି। ତାମିଲନାଡୁର ଏକ ହାତୀ ରାଗି...

ଦାନ୍ତ ଭାଙ୍ଗିଯିବାରୁ ହେଉଛି ଖାଇବା ସମସ୍ୟା, ୨ ଶିଶୁ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି…

ଗୁଆହାଟି,୨୯।୯: ଆସାମରେ ଦୁଇ ଶିଶୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମାଙ୍କୁ ଚିଠି ଲେଖ ନିଜର ସମସ୍ୟା ଜଣାଇଛନ୍ତି। ଏବେ ଏହି ଚିଠି ଦୁଇଟି ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୬ ବର୍ଷ ବୟସ୍କା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri