ଜାତୀୟ

କୋଭାକ୍ସିନ୍‌କୁ ସ୍ବୀକୃତି ପ୍ରସଙ୍ଗ, ଅଧିକ ତଥ୍ୟ ଲୋଡ଼ିଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା,୨୮।୯: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ସ୍ବୀକୃତି ଦେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅଧିକ ତଥ୍ୟ ଲୋଡ଼ା ଯାଇଛି। କୋଭାକ୍ସିନ୍‌କୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର କରିବା ଲାଗି ଅଧିକ ତଥ୍ୟ ଆବଶ୍ୟକ ବୋଲି...

ସେନାଙ୍କୁ ସଫଳତା: ଧରାପଡିଲା ପାକିସ୍ତାନରୁ ଆସିଥିବା ଆତଙ୍କବାଦୀ

ଉରି,୨୮ ।୯: ଉତ୍ତର କଶ୍ମୀର ଏଲ୍‌ଓସିର ଉରି ସେକ୍ଟରରେ ସେନା ପାକିସ୍ତାନରୁ ଆସିଥିବା ଜଣେ ଆତଙ୍କବାଦୀଙ୍କୁ ଗିରଫ କରିଛି । ତାଙ୍କ ନିକଟରୁ କୋଟିଏ ଏକେ ୪୭ ରାଇଫଲ, ୨ ଗ୍ରେନେଡ ଓ ଏକ ରୋଡିଓ ସେଟ୍ ମିଳିଥିବା ମେଜର...

ପଞ୍ଜାବ କଂଗ୍ରେସରେ ପୁଣି ଫାଟ: ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ,୨୮।୯: ପଞ୍ଜାବରେ କଂଗ୍ରେସ ଦଳରେ ଚାଲିଥିବା ଗୋଷ୍ଠୀ କନ୍ଦଳ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ପିସିସି ସଭାପତି ନବଜୋତ ସିଂ ସିଦ୍ଧୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ନିଜ ଇସ୍ତଫା ପତ୍ର ସେ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପଠାଇଛନ୍ତି।...

ଭାଜପାରେ ଯୋଗ ଦେବେ କ୍ୟାପଟେନ ଅମରିନ୍ଦର ସିଂ!

ଚଣ୍ଡିଗଡ଼,୨୮ ।୯: ପଞ୍ଜାବରେ ରାଜନୈତିକ ଟଣା ଓଟରା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ଇତିମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ଦିଲ୍ଲୀ ଗସ୍ତ କରିଛନ୍ତି । ସେଠାରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି...

ମିଶନ ୨୦୨୨: ଭାଜପାକର୍ମୀଙ୍କୁ ୧୦୦ ଦିନର ହୋମ୍‌ ଓ୍ବାର୍କ…

ଲକ୍ଷ୍ନୌ,୨୮।୯:ଆସନ୍ତା ୨୦୨୨ ବର୍ଷରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶରେ ଭାଜପା କର୍ମୀଙ୍କୁ ୧୦୦ ଦିନର ହୋମ୍‌ ଓ୍ବାର୍କ ଦିଆଯାଇଛି। ଭାଜପା ହାଇକମାଣ୍ଡଙ୍କ ପକ୍ଷରୁ ଅକ୍ଟୋବରଠାରୁ ୨୦୨୧ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଏଭଳି ଦାୟିତ୍ୱ ପ୍ରଦାନ...

ଖୋଲା ସ୍ଥାନରେ ବିବାହ , ଅନ୍ୟ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮ ।୯: କରୋନା ମହାମାରୀ ସଂକ୍ରମର ଯୋଗୁ ସାରା ଦେଶରେ ବିବାହ ଓ ଅନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା । ହେଲେ ବେଳକୁ ବେଳ ସଂକ୍ରମଣ ସଂଖ୍ୟା କମ୍ ହେବାରୁ ଏବେ ଏଭଳି ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି ।...

୩୫ ଫସଲ କିସମ ଲୋକାର୍ପିତ: ଦେଶର ବିକାଶରେ ବିଜ୍ଞାନ-କୃଷି ମଧ୍ୟରେ ସମନ୍ବୟ ଜରୁରୀ…

ନୂଆଦିଲ୍ଲୀ,୨୮।୯: ଦେଶର ବିକାଶରେ ବିଜ୍ଞାନ ଏବଂ କୃଷି ମଧ୍ୟରେ ସମନ୍ବୟ ଜରୁରୀ। ଏହାଦ୍ୱାରା ଖାଦ୍ୟ ଉତ୍ପାଦନ ବୃଦ୍ଧି ପାଇବା ସହିତ କୃଷକଙ୍କ ଆର୍ଥିକ ଉନ୍ନତି ସମ୍ଭବ ହୋଇ ପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂରେ ୩୫ଟି ଫସଲ...

୧୭ ନଭେମ୍ବରରେ ନିର୍ବାଚନୀ ଖର୍ଚ୍ଚ ସମୀକ୍ଷା…

କୋଲକାତା,୨୮।୯: ପଶ୍ଚିମବଙ୍ଗ ଭବାନୀପୁର ବିଧାନସଭା ଆସନରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ହେବ। ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ପାଇଁ କରାଯାଇଥିବା ଖର୍ଚ୍ଚର ସମୀକ୍ଷା ନଭେମ୍ବର ୧୭ରେ କରାଯିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟଙ୍କ ପକ୍ଷରୁ ସୂଚନା ପ୍ରଦାନ...

ଭବାନୀପୁର ଉପ ନିର୍ବାଚନକୁ ବନ୍ଦ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୨୮।୯: ପଶ୍ଚିମବଙ୍ଗ ଭବାନୀପୁରରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ କରାଯିବ। ଏହାକୁ କୌଣସି ବନ୍ଦ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର କୋଲକାତା ହାଇକୋର୍ଟ ରାୟ ଦେଇଛନ୍ତି। ଉପ ନିର୍ବାଚନର ସାମ୍ବିଧାନିକ ଆବଶ୍ୟକତା କ’ଣ ରହିଛି ବୋଲି ପ୍ରଶ୍ନ କରି କରାଯାଇଥିବା...

୩ ଲୋକ ସଭା-୩୦ ବିଧାନସଭା ଆସନରେ ଉପ ନିର୍ବାଚନ ଅକ୍ଟୋବର ୩୦ରେ…

ନୂଆଦିଲ୍ଲୀ,୨୮।୯: ଦେଶର ୩ ଲୋକ ସଭା ଏବଂ ୩୦ ବିଧାନସଭା ଆସନରେ ଉପ ନିର୍ବାଚନ ଅକ୍ଟୋବର ୩୦ରେ କରାଯିବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଏହା ସହିତ ନିର୍ବାଚନ ସମ୍ପର୍କିତ ନୋଟିସ୍‌ ମଧ୍ୟ ଜାରି ହୋଇଛି।...

ପୁଣି ବାତ୍ୟା ଆଶଙ୍କା, ‘ଗୁଲାବ’ ପରେ ଏବେ ‘ଶାହିନ୍‌’ ଭୟ…

ନୂଆଦିଲ୍ଲୀ,୨୮।୯: ସାମୁଦ୍ରିକ ଝଡ଼ ଗୁଲାବ ଏବେ ଉତ୍ତର ତେଲେଙ୍ଗାନା ଏବଂ ବିଦର୍ଭ ଉପରେ ଦେଇ ଅତିକ୍ରମ କରିବା ସହିତ ଦୁର୍ବଳ ହୋଇସାରିଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାର ସକାଳେ ତେଲେଙ୍ଗାନା ଏବଂ ମରାଠୱାଡା ଏବଂ ବିଦର୍ଭ ଅଞ୍ଚଳରେ ପ୍ରବେଶ...

ସୁରସାମ୍ରାଜ୍ଞୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୮।୯: ଆଜି ସୁରସାମ୍ରାଜ୍ଞୀ ଲତା ମଞ୍ଜେସକରଙ୍କ ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଆଜି ତାଙ୍କ ପ୍ରଶଂସକଙ୍କ ସହ ଲତା ଦିଦିଙ୍କ ପାଇଁ ଏବଂ ବଲିଉଡ ପାଇଁ ମଧ୍ୟ ଏକ ବିଶେଷ ଦିନ। ପ୍ରଶଂସକ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri