ଜାତୀୟ

ଦିବ୍ୟାଙ୍ଗଙ୍କୁ ଘରେ ଟିକା ଦେବା ମାମଲା, କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ…

ନୂଆଦିଲ୍ଲୀ,୨୦।୯: ଦିବ୍ୟାଙ୍ଗଙ୍କୁ ସେମାନଙ୍କ ଘରେ କରୋନା ଟିକା ଦେବା ମାମଲା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରାଯାଇଛି। ଏଓ୍ବାରା ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ଦୁଇ ସପ୍ତାହ ପରେ ହେବ ବୋଲି ଶୀର୍ଷ କୋର୍ଟ...

ସ୍କୁଲ ଖୋଲିବା ନିର୍ଦ୍ଦେଶ ଜାରି କରିବାକୁ ମନାକଲେ ଏସ୍‌ସି, ରାଜ୍ୟ ସରକାର ଏନେଇ ନିଅନ୍ତୁ ନିଷ୍ପତ୍ତି …

ନୂଆଦିଲ୍ଲୀ,୨୦।୯: ଦେଶରେ ସ୍କୁଲ ଖୋଲିବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ମନା କରିଛନ୍ତି। କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏ ସମ୍ପର୍କିତ ନିଷ୍ପତ୍ତି ଗ୍ରହଣ କରିବା ଆବଶ୍ୟକ ବୋଲି ଶୀର୍ଷ କୋର୍ଟ କହିଛନ୍ତି। କୋର୍ଟ...

ଭଲ ସଡ଼କ ଦାବିରେ ଧାରଣା, ୧୫ କିମି ରାସ୍ତା ଜାମ୍‌ …

ରୋହତକ,୨୦।୯: ଭଲ ସଡ଼କ ଦାବିରେ ଦିଲ୍ଲୀର ରୋହତକରେ ଲୋକଙ୍କ ପ୍ରଦର୍ଶନ ଯୋଗୁ ୧୫ କିଲୋମିଟର ରାସ୍ତା ଜାମ୍‌ ହୋଇଛିି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କଠାରୁ ରାସ୍ତାରେ ସୁଧାର ପ୍ରତିଶ୍ରୁତି ନ ପାଇବା ପର୍ଯ୍ୟନ୍ତ ବିକ୍ଷୋଭକାରୀ ଧାରଣା ସ୍ଥଳରୁ ହଟିବେ ନାହିଁ ବୋଲି...

ଶପଥ ନେଲେ ଚନ୍ନି…

ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ତଥା ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ୍‌ ସିଂ ଚନ୍ନି ଶପଥ ଗ୍ରହଣ କରିଛନ୍ତି। ଫଳରେ ଚନ୍ନି ଏବେ ପଞ୍ଜାବର ୧୬ ତମ ମୁଖ୍ୟମନ୍ତ୍ରୀ ପାଲଟିଛନ୍ତି। ତାଙ୍କ ସହିତ ସୁଖ୍‌ଜିନ୍ଦର ସିଂ ରାନ୍ଧଓ୍ବା ଏବଂ ଓପି...

ରାତି ଅନ୍ଧାରରେ ତୋପ ବର୍ଷା କଲା ଚାଇନା…

ଲଦାଖ,୨୦।୯: ଭାରତ ଚାଇନା ସୀମାରେ ପୁଣି ଉତ୍ତେଜନା ମୂଳକ ସ୍ଥିତି ସୃଷ୍ଟି ହୋଇଛି। ପୂର୍ବ ଲଦାଖରେ ଚାଇନା ନିଜର ସୈନ୍ୟ ବାହିନୀଙ୍କୁ ଆଧୁନିକ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ତାଲିମ ଦେବା ପାଇଁ ରାତି ଅନ୍ଧାରରେ ତୋପ ବର୍ଷା କରିଛି। ଏନେଇ ଏଲ୍‌ଏସିରେ...

ସନ୍ଦେହ ଜନକ ସ୍ଥିତି, ଉରି ସେକ୍ଟରରେ ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର,୨୦।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସନ୍ଦେହ ଜନକ ସ୍ଥିତି ସୃଷ୍ଟି ହୋଇଛି। ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ ହେଉଥିବାର ଅନୁମାନ ଭାରତୀୟ ସେନା ପକ୍ଷରୁ କରାଯିବା ପରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଛି। ଉତ୍ତର କଶ୍ମୀରର ଉରି...

୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ …

କୋଲକାତା,୨୦।୯: ୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ … କୋଲକାତା,୨୦।୯: ଆସନ୍ତା ୨୦୨୪ରେ ଦେଶର ପ୍ରଧାନମନ୍ତ୍ରୀ ହେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଆଶା ଅଧିକ ରହିଛି। ଏସମ୍ପର୍କରେ ତୃଣମୂଳ ନେତା ବାବୁଲ...

ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୦।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ...

କୋଭିଡ କାଳରେ ଧନୀ ମାଲାମାଲ୍‌

ନୂଆଦିଲ୍ଲୀ,୨୦।୯: କୋଭିଡ-୧୯ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଅଣ୍ଟା ଭାଙ୍ଗି ଯାଇଛି। ଏପଟେ ସଙ୍କଟ ସମୟରେ ମଧ୍ୟ ଅତିଧନୀଙ୍କ ସମ୍ପତ୍ତି ଲଗାତର ବଢ଼ିଚାଲିଛି। ଲୋକମାନେ କରୋନାରେ ନାହିଁ ନ ଥିବା ସମସ୍ୟା ସାମ୍ନା କରିଥିବା ବେଳେ ଅନେକେ ମହାମାରୀର...

୨୦୨୦ରେ ଯାଇଛି ୧.୨୦ ଲକ୍ଷ ଜୀବନ

ନୂଆଦିଲ୍ଲୀ, ୨୦।୯(ପି.ଟି.): ଗତବର୍ଷ କୋଭିଡ୍‌-୧୯ ଲକ୍‌ଡାଉନ ସତ୍ତ୍ୱେ ସଡ଼କ ଦୁର୍ଘଟଣା ଜନିତ କାରଣରୁ ଦେଶରେ ୧.୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି, ଅର୍ଥାତ ଦିନକୁ ହାରାହାରି ୩୨୮ ଜଣଙ୍କ ମୃତ୍ୟୁ ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ ଗତ ୩ ବର୍ଷରେ...

ଶପଥ ଗ୍ରହଣ ପୂର୍ବରୁ ଗୁରୁଦ୍ୱାର ଗଲେ ଚରଣଜିତ୍ ସିଂ

ଚଣ୍ଡିଗଡ଼,୨୦ ।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂ ଇସ୍ତଫା ଦେବା ପରେ ପଞ୍ଜାବକୁ ଏବେ ନୂଆ ମୁଖ୍ୟମନ୍ତ୍ରୀ ମିଳି ସାରିଛି । ଚରଣଜିତ୍ ସିଂ ଚନି୍ନ ପଞ୍ଜାବର ୧୭ ତମ ମୁଖ୍ୟମନ୍ତ୍ରୀ ଭାବେ ସୋମବାର ସକାଳ ୧୧ଟାରେ...

କୁଖ୍ୟାତ ଆତଙ୍କବାଦୀ ଏଜାଜ ଅହଂଗରଙ୍କୁ ଜେଲରୁ ମୁକୁଳାଇଲା ତାଲିବାନ, ସୁରକ୍ଷା ଏଜେନ୍ସି ଆଲର୍ଟ

ନୂଆଦିଲ୍ଲୀ,୨୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ପରେ ଭାରତୀୟ ସୁରକ୍ଷା ଏଜେନ୍ସି ପାଇଁ ସୁରକ୍ଷା ଚିନ୍ତା ବଢି ଯାଇଛି । ଆମେରିକା ସେନା ଫେରିଯିବା ପରେ ତାଲିବାନ ଜେଲରେ ଥିବା କଏଦୀଙ୍କୁ ମୁକୁଳାଇ ଦେଉଛି । ଏମାନଙ୍କ ମଧ୍ୟରେ ବହୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri