ଜାତୀୟ

‘୩୫୦ ଆସନ ଜିତିବ ଭାଜପା’

ଲକ୍ଷ୍ନୌ,୨୦।୯: ରାଜ୍ୟବାସୀ, ସଂଗଠନ ଓ ସରକାରଙ୍କ ମିଳିତ ଉଦ୍ୟମ ଜାତୀୟ ସ୍ତରରେ ୟୁପି ପ୍ରତି ଲୋକଙ୍କ ଚିନ୍ତାଧାରରେ ପରିବର୍ତ୍ତନ ଆଣିଛି। ଆମ ସରକାରଙ୍କ ଉପରେ ଲୋକଙ୍କ ଭରସା ବୃଦ୍ଧି ପାଇଛି। ଏହି ବିଶ୍ୱାସ ସୁନିଶ୍ଚିତ କରୁଛି ଯେ, ୨୦୨୨ ବିଧାନସଭା...

ଆଫଗାନିସ୍ତାନରୁ ଆସୁଥିଲା ୯ ହଜାର କୋଟି ଟଙ୍କାର ହେରୋଇନ୍‌

ଅହମଦାବାଦ,୧୯।୯: ଗୁଜରାଟର ମୁନ୍ଦ୍ରା ବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍‌ଆଇ) ୯ ହଜାର କୋଟି ଟଙ୍କା ମୂଲ୍ୟର ହେରୋଇନ ଜବତ କରିଛି। ଏହି ନିଶାଦ୍ରବ୍ୟ ଆଫଗାନିସ୍ତାନରୁ ଆମଦାନି ହେଉଥିବା ଜଣାପଡ଼ିଛି। ଅଧିକ ତଦନ୍ତ ଲାଗି ଡିଆର୍‌ଆଇ ଅଫିସରମାନେ କଣ୍ଟେନରଗୁଡ଼ିକୁ ଅଟକାଇଥିଲେ।...

ଭାଜପା ନେତାଙ୍କ ଆତ୍ମହତ୍ୟା

ଛୁରିୟା,୧୯।୯: ଛତିଶଗଡ଼ର ପୂର୍ବତନ ପରିବହନ ମନ୍ତ୍ରୀ ରାଜିନ୍ଦରପାଲ୍‌ ସିଂ ରବିବାର ଆତ୍ମହତ୍ୟା କରିଛନ୍ତି। ସେ ତାଙ୍କ ଭାଇଙ୍କ ସହ ରାଜନନ୍ଦଗାଁରେ ରହୁଥିଲେ। ସା ବେଳେ ତାଙ୍କ ଭାଇ ନ ଥିଲା ବେଳେ ସେ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଆତ୍ମହତ୍ୟାର...

ପିଲାମାନେ ଅନ୍‌ଲାଇନରେ କ’ଣ କରୁଛନ୍ତି ଜାଣିବା ପାଇଁ ଏମିତି ନିଷ୍ପତ୍ତି ନେଲା ରାଜସ୍ଥାନ

ଜୟପୁର,୧୯।୯: ପିଲାମାନଙ୍କ ମଧ୍ୟରେ ଅନ୍‌ଲାଇନ ଗେମ୍‌ ନିଶା ବଢ଼ୁଥିବା ଚିନ୍ତାର କାରଣ ପାଲଟିଛି। ଏଭଳି ନିଶାରୁ ପିଲାମାନଙ୍କୁ ସୁରକ୍ଷା ଦେବା ଲାଗି ରାଜସ୍ଥାନ ସରକାର ମାତାପିତା ଓ ଶିକ୍ଷକମାନଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ରାଜ୍ୟର ସ୍କୁଲ୍‌ ଶିକ୍ଷା...

ଜ୍ୟୋତିଷ ଶାସ୍ତ୍ରର ପ୍ରବଳ ବିଶ୍ୱାସୀ ନୂଆ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଜ୍ୟୋତିଷ ଶାସ୍ତ୍ରକୁ ଖୁବ୍‌ ମାନନ୍ତି। ଏଥି ପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ସରକାରରେ ସେ ବୈଷୟିକ ଶିକ୍ଷାମନ୍ତ୍ରୀ ଥିଲେ। କଂଗ୍ରେସର ଏହି ବରିଷ୍ଠ ନେତା ବହୁବାର ନିଜ ଦଳ ପାଇଁ...

ଚରଣଜିତ୍ ନେଲେ ପଞ୍ଜାବର ଶାସନ ଭାର, ଶପଥ ଗ୍ରହଣ ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ୍‌

ଚଣ୍ଡିଗଡ଼,୧୯ ।୯: ବହୁ ମନ୍ଥନ ପରେ ଶେଷରେ କେବେ ଗଣମାଧ୍ୟମର ଦୃଷ୍ଟି ଗୋଚର ହୋଇ ନ ଥିବା କଂଗ୍ରେସ ନେତା ଚରଣଜିତ୍ ସିଂ ଚାନିଙ୍କୁ ମୁଳିଛି ପଞ୍ଜାବର ମୁଖ୍ୟମନ୍ତ୍ରୀ ଆସନ । ମାତ୍ର କେଇମାସ ପାଇଁ ହେଲେ ବି ଏହା...

ଦଳ ବଦଳ କରି ମୁଁ କୌଣସି ଇତିହାସ ସୃଷ୍ଟି କରିନାହିଁ: ବାବୁଲ ସୁପ୍ରିୟୋ

କୋଲକତା,୧୯।୯: ରାଜନୀତିରୁ ଅବସର ଘୋଷଣା କରିବା ପରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିବା ଭାରତୀୟ ଜନତା ପାର୍ଟିର ପୂର୍ବତନ ନେତା ବାବୁଲ ସୁପ୍ରିୟୋ ରବବାର ସଫେଇ ଦେଇଛନ୍ତି। ସେ କହିଛନ୍ତି ମୁଁ ଦଳ ପରିବର୍ତ୍ତନ କରି କୌଣସି ଇତିହାସ ସୃଷ୍ଟି...

ଥରିଲା ଅରୁଣାଚଳ ପ୍ରଦେଶ

ଇଟାନଗର,୧୯।୯: ଅରୁଣାଚଳ ପ୍ରଦେଶ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ଅରୁଣାଚଳର ଚାଙ୍ଗଲାଙ୍ଗ ଠାରୁ ୭୦ କିଲୋମିଟର ଦୂର ଉତ୍ତର-ପଶ୍ଚିମରେ ୩ଟା୬ ମିନିଟ୍‌ରେ ଭୂକମ୍ପ ଝଟ୍‌କା ଲାଗିଥିବା ଜାତୀୟ ଭୂକମ୍ପ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଲ୍‌ରେ ଏହାର...

ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ପ୍ରଥମ ଥର ଜଣେ ଦଳିତ ନେତା ମୁଖ୍ୟମନ୍ତ୍ରୀ ଗାଦିରେ ବସିବାକୁ ଯାଉଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ ଅମରିନ୍ଦର ସିଂଙ୍କ ଇସ୍ତଫା ପରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ମୁଖ୍ୟମନ୍ତ୍ରୀ ପାଇଁ ଚରଣଜିତ ସିଂ ଚାନ୍ନିଙ୍କ...

ବାଲ୍ୟ ବିବାହ ମାମଲା କର୍ନାଟକରେ ସର୍ବାଧିକ

ନୂଆଦିଲ୍ଲୀ,୧୯।୯: ଗତବର୍ଷ ଅପେକ୍ଷା ଦେଶରେ ଖୁବ୍‌ ବୃଦ୍ଧି ପାଇଛି ବାଲ୍ୟ ବିବାହ ମାମଲା। ଏହା ଦର୍ଶାଇଛି ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ର ୨୦୨୦ ରିପୋର୍ଟ। ବାଲ୍ୟ ବିବାହ ଆଇନ ଅନୁସାରେ, ବିବାହ ଲାଗି ଜଣେ ଯୁବକଙ୍କ ବୟସ ୨୧ ବର୍ଷ...

ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯ ।୯: ବରିଷ୍ଠ କଂଗ୍ରେସ ନେତା ହରିଶ ରାୱତଙ୍କ ଟୁଇଟର ସୂଚନା ଅନୁଯାୟୀ ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ । ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ଚରଣଜିତ୍ ସର୍ବସମ୍ମତି କ୍ରମେ...

‘ସିଦ୍ଧୁଙ୍କ ନାଁରେ ଆସିଥିବା ଅଭିଯୋଗ ଉପରେ ଗାନ୍ଧୀ ପରିବାର ଚୁପ୍‌ କାହିଁକି’

ନୂଆଦିଲ୍ଲୀ,୧୯।୯: ପଞ୍ଜାବରେ ଚାଲିଥିବା ରାଜନୈତିକ ଲଢେଇ ଶେଷରେ ସମାଧାନ ହୋଇଛି। ସୁଖଜିନ୍ଦର ସିଂ ରାନ୍ଧଓ୍ବାଙ୍କୁ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପଦବୀକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଭାଜପା ପଞ୍ଜାବ କଂଗ୍ରେସକୁ ଟାର୍ଗେଟ କରିଛି। ଭାଜପା ଏମ୍‌ପି ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri