ଜାତୀୟ

ନଭେମ୍ବର ୨୬ ପରେ ଗାଁ ଛାଡି ଦିଲ୍ଲୀର ୪ସୀମାରେ ପହଞ୍ଚିବେ କୃଷକ: ରାକେଶ ଟିକାଏତ

ନୂଆଦିଲ୍ଲୀ,୧ ।୧୧: ଭାରତୀୟ କୃଷକ ୟୁନିୟନର ନେତା ରାକେଶ ଟିକାଏତ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି । ସେ ଟୁଇଟ୍ କରି କହିଛନ୍ତି କେନ୍ଦ୍ର ସରକାରଙ୍କ ପାଖରେ ୨୬ ନଭେମ୍ବର ପର୍ଯ୍ୟନ୍ତ ସମୟ ଅଛି । ଏହାପରେ କୃଷକମାନେ...

ଅଖିଳେଶଙ୍କ ବଡ଼ ଘୋଷଣା, ଲଢ଼ିବିନି ନିର୍ବାଚନ…

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ପକ୍ଷରୁ ଅଖିଳେଶ ଯାଦବ ବଡ଼ ଘୋଷଣା କରିଛନ୍ତି। ଅଖିଳେଶ କହିଛନ୍ତି ଯେ, ସେ ଆସନ୍ତା ବିଧାନସଭା ନିର୍ବାଚନ ଲଢ଼ିବେନି। ରାଜ୍ୟର ବିଧାନସଭା ନିର୍ବାଚନରେ ସେ ନିଜକୁ ବ୍ୟସ୍ତ ରଖିବାକୁ ଚାହୁଁଥିବା...

ସରକାରଙ୍କୁ କୃଷକ ନେତାଙ୍କ ଚେତାବନୀ

ଚଣ୍ଡିଗଡ,୧।୧୧: ମିଳିତ କୃଷକ ମୋର୍ଚ୍ଚାର ସଦସ୍ୟ ତଥା ଭାରତୀୟ କୃଷକ ସଂଘର ପ୍ରଦେଶ ଅଧ୍ୟକ୍ଷ ଗୁରନାମ ସିଂ ଚଢୁନି ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯଦି କୃଷକଙ୍କୁ ରାସ୍ତାରୁ ହଟାଇବାକୁ ଚେଷ୍ଟା କରାଯାଏ ତେବେ ପ୍ରଧାନମନ୍ତ୍ରୀଙ୍କୁ ଘର ଆଗରେ ଏଥର ଦୀପାବଳି...

ମହିଳାଙ୍କ ପାଇଁ କଂଗ୍ରେସର ଭିନ୍ନ ଘୋଷଣାପତ୍ର: ମାଗଣା ବସ୍ ଯାତ୍ରା ସହ ମାଗଣା ଗ୍ୟାସ ସିଲିଣ୍ଡର

ଲକ୍ଷ୍ନୌ,୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଉପରେ କଂଗ୍ରେସ ଖୁବ୍ ଯୋର ଦେଉଛି । ଏବେ ମହିଳା ଭୋଟ ବ୍ୟାଙ୍କ ଉପରେ କଂଗ୍ରେସର ନଜର ରହିଛି । କିଛଦିନ ତଳ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମହିଳାଙ୍କ...

ଅଣ୍ଡରଓ୍ବାଲର୍‌ଡ ସହ ନବାବ ମଲିକଙ୍କ ରହିଛି ସମ୍ପର୍କ: ଫଡନଭୀସ

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ନବାବ ମଲିକ ଏବେ ଚର୍ଚ୍ଚାରେ ଅଛନ୍ତିି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ବିରୋଧରେ ଅତ୍ୟନ୍ତ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ମଲିକ ଅଭିଯୋଗ କରିଛନ୍ତି ଯେ, ଦେବେନ୍ଦ୍ର ଫଡନାଭିସଙ୍କ ପୃଷ୍ଠପୋଷକତାରେ...

ଅକ୍ଟୋବରରେ ୧୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧।୧୧: ଅକ୍ଟୋବରରେ ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦୀ ବିରୋଧୀ ଅଭିଯାନ ଅପରେଶନ୍‌ ଅଲ୍‌ଆଉଟ୍‌କୁ ସଫଳତା ମିଳିଛି। ମାସକ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ସେଥି ମଧ୍ୟରେ ୧୯ ଜଣ ଆତଙ୍କବାଦୀଙ୍କ...

ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୫୧୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୫୧...

ଦୀପାବଳି ପୂର୍ବରୁ ମହଙ୍ଗାମାଡ଼, ଗ୍ୟାସ ସିଲିଣ୍ଡର ଦାମ୍‌ ବଢ଼ିଲା ୨୬୮ ଟଙ୍କା…

ନୂଆଦିଲ୍ଲୀ,୧।୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କ ଉପରେ ସରକାର ପୁଣି ମହଙ୍ଗା ମାଡ଼ କରିଛନ୍ତିି। ଗ୍ୟାସସିଲିଣ୍ଡର ଦାମ୍‌ ୨୬୮ ଟଙ୍କା ବଢ଼ିଛି। ଏହାଯୋଗୁ ଖାଉଟିଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସମ୍ପ୍ରତି ସାଧାରଣ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିରେ ହନ୍ତସନ୍ତ...

ନୌସେନାକୁ ମିଳିଲା ପ୍ରଥମ ପି୧୫ବି ଯୁଦ୍ଧଜାହାଜ

ନୂଆଦିଲ୍ଲୀ, ୧।୧୧: ଭାରତୀୟ ନୌସେନାକୁ ଅକ୍ଟୋବର ୨୮ରେ ପ୍ରଥମ ପି୧୫ବି ଗାଇଡେଡ୍‌-ମିଶାଇଲ ଡେଷ୍ଟ୍ରୟର ମିଳିଛି। ମାଜଗାଁଓ ଡକ୍‌ ଲିମିଟେଡ୍‌ରେ ଉକ୍ତ ଯୁଦ୍ଧଜାହାଜ ନିର୍ମାଣ କରାଯାଉଥିଲା। ପ୍ରୋଜେକ୍ଟ ୧୫ବି’ର ୪ଟି ଯୁଦ୍ଧଜାହାଜ ପାଇଁ ୨୦୧୧ ଜାନୁୟାରୀରେ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା। ଭାରତୀୟ...

୨୦୨୦ରେ ଦୈନିକ ୩୧ ପିଲାଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୧।୧୧(ପି.ଟି.): ଭାରତରେ ୨୦୨୦ରେ ଦୈନିକ ହାରାହାରି ୩୧ ଜଣ ପିଲା ଆତ୍ମହତ୍ୟା କରିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। କୋଭିଡ୍‌ ମହାମାରୀ ଯୋଗୁ ପିଲାମାନଙ୍କ ମନସ୍ତାତ୍ତ୍ୱିକ ଆଘାତ ବୃଦ୍ଧି ପାଇଥାଇପାରେ ବୋଲି ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ଜାତୀୟ ଅପରାଧ...

ପରିବେଶ ଶିକ୍ଷାରେ ସଂସ୍କାର ଅଣାଯାଉ

ନୂଆଦିଲ୍ଲୀ, ୧।୧୧(ପି.ଟି.): ବ୍ରିଟେନର ଗ୍ଲାସ୍‌ଗୋଠାରେ ୨୬ତମ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କୋପ୍‌୨୬) ରବିବାର ଆରମ୍ଭ ହୋଇଛି। ଏହା ପୂର୍ବରୁ ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳିତ ପରିବେଶଗତ ଶିକ୍ଷାରେ ସଂସ୍କାର ଆଣିବା ଲାଗି ଭାରତର ଶିକ୍ଷାବିତ୍‌ ଓ ପ୍ରଧାନଶିକ୍ଷକମାନେ ଦାବି...

୨୯ରେ ୨ ରାଜ୍ୟସଭା ପାଇଁ ଉପନିର୍ବାଚନ

ନୂଆଦିଲ୍ଲୀ, ୩୧।୧୦: କେରଳ ଏବଂ ପଶ୍ଚିମବଙ୍ଗରୁ ରାଜ୍ୟ ସଭାରେ ଖାଲିପଡ଼ିଥିବା ଗୋଟିଏ ଲେଖାଏ ଆସନ ଲାଗି ନଭେମ୍ବର ୨୯ରେ ଭୋଟଗ୍ରହଣ ହେବ। ରବିବାର ନିର୍ବାଚନ କମିଶନ ଉପନିର୍ବାଚନ ସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀରେ କେରଳ କଂଗ୍ରେସ (ଏମ୍‌)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri