ଜାତୀୟ

ସରକାରଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୪ା୮: ଦିଲ୍ଲୀ ସରକାରଙ୍କ ପରିଚାଳିତ ଶେଲ୍ଟର ହୋମ୍‌ ଆଶା କିରନରେ ମାସକ ମଧ୍ୟରେ ୧୩ ପିଲାଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ଉଦ୍‌ବେଗ ପ୍ରକାଶ କରିଛନ୍ତି। କମିଶନ ନିଜ ଆଡ଼ୁ ମାମଲାକୁ ବିଚାର ପାଇଁ ଗ୍ରହଣ କରିବା...

କଙ୍ଗନାଙ୍କ ଉପରେ ସାଂଘାତିକ ଅଭିଯୋଗ ଆଣିଲେ ଶଙ୍କରାଚାର୍ଯ୍ୟ, କହିଲେ ମୁହଁ ଦେଖିଲେ ପାପ ଲାଗିବ…

ନୂଆଦିଲ୍ଲୀ,୪।୮: ଶଙ୍କରାଚାର୍ଯ୍ୟ ତାଙ୍କର ଏକ ବିବୃତ୍ତିରେ ଭାଜପା ଏମପି କଙ୍ଗନା ରଣାୱତଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣି କହିଛନ୍ତି ଯେ, ତାଙ୍କ ମୁହଁକୁ ଦେଖିବା ପାପ। କହିରଖୁଛୁ କି, ଶଙ୍କରଚାର୍ଯ୍ୟ କିଛି ବର୍ଷ ପୂର୍ବରୁ କଙ୍ଗନାଙ୍କ ଏକ ଟିପ୍ପଣୀ ଉପରେ...

ମୋଦି ପୁଣି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ, ୪।୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ କିର ଷ୍ଟାରମରଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ମର୍ନିଂ କନ୍ସଲ୍ଟ ନାମକ...

୨୦୪୦ ଯାଏ ବଢ଼ିବ ଭାରତର କର୍ମଜୀବୀ ଜନସଂଖ୍ୟା, ପ୍ରକାଶ ପାଇଲା ରିପୋର୍ଟ

ମାନିଲା, ୪।୮: ଆସନ୍ତା ୨୦୪୦ ଯାଏ ଭାରତର କର୍ମଜୀବୀ ଜନସଂଖ୍ୟାରେ ବୃଦ୍ଧି ଘଟିବ। ସେହିପରି ୨୦୫୦ ପର୍ଯ୍ୟନ୍ତ ଦେଶରେ ପର୍ଯ୍ୟାପ୍ତ ସଂଖ୍ୟାରେ କର୍ମଜୀବୀ ଜନସଂଖ୍ୟା ରହିଥିବ ବୋଲି ସଦ୍ୟ ପ୍ରକାଶିତ ଏସିଆନ୍‌ ଡେଭଲପ୍‌ମେଣ୍ଟାଲ ବ୍ୟାଙ୍କ(ଏଡିବି) ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୧...

ରାହୁଲଙ୍କର ଏ କି ଫଟୋ ଶେୟାର କଲେ କଙ୍ଗନା, ସୋସିଆଲ ମିଡିଆରେ ବୋବାଲ

ନୂଆଦିଲ୍ଲୀ,୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏଡିଟେଡ ଫୋଟ ସୋସିଆଲ ମିଡିଆରେ ପୋଷ୍ଟ କରି ଚର୍ଚ୍ଚାରେ ଅଛନ୍ତି ଭାଜପା ଏମପି କଙ୍ଗନା ରାଣାଓ୍ବତ। କଙ୍ଗନା ତାଙ୍କର ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଫଟୋ ଶେୟାର କରିଛନ୍ତି। ଯାହାକୁ ନେଇ ହଇଚଇ...

ଭାରତନାଟ୍ୟମ୍‌ ନୃତ୍ୟଶିଳ୍ପୀ ୟାମିନୀ କ୍ରିଷ୍ଣମୂର୍ତ୍ତିଙ୍କ ପରଲୋକ

ନୂଆଦିଲ୍ଲୀ,୩ା୮: ପଦ୍ମ ବିଭୂଷଣ ବିଜୟିନୀ ବର୍ଷୀୟାନ ଭାରତନାଟ୍ୟମ୍‌ ନୃତ୍ୟଶିଳ୍ପୀ ଡ. ୟାମିନୀ କ୍ରିଷ୍ଣମୂର୍ତ୍ତିଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ୭ ମାସ ହେଲା ଆପୋଲୋ ହସ୍ପିଟାଲରେ ଭର୍ତ୍ତି...

ରାମଙ୍କ ଅସ୍ତିତ୍ୱର କୌଣସି ଐତିହାସିକ ପ୍ରମାଣ ନାହିଁ: ଡିଏମ୍‌କେ ନେତାଙ୍କ ବିବାଦୀୟ ବୟାନ

ଚେନ୍ନାଇ, ୩।୮: ତାମିଲନାଡ଼ୁରେ ଭଗବାନ ରାମଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। ରାଜ୍ୟର ଦ୍ରାବିଡ଼ ମୁନେତ୍ର କଡ଼ଗମ(ଡିଏମ୍‌କେ) ସରକାରଙ୍କ ପରିବହନ ମନ୍ତ୍ରୀ ଏସ୍‌. ଏସ୍‌. ଶିବଶଙ୍କର ସୋମବାର ରାମଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ଅରିୟାଲୁରରେ ଚୋଳ ବଂଶର ଶାସକ...

‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଦେଶବାସୀଙ୍କୁ ନିବେଦନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ,୩।୮: କେନ୍ଦ୍ର ସ୍ବରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଅଧୀନରେ ଅଗଷ୍ଟ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରି https://harghartiranga.com ୱେବସାଇଟରେ ନିଜର ସେଲ୍ଫି ଅପଲୋଡ୍ କରିବାକୁ...

ନିର୍ବାଚନ ପୂର୍ବରୁ ବିହାରରେ ପ୍ରଶାନ୍ତ କିଶୋରଙ୍କ ଗୁରୁମନ୍ତ୍ର, କହିଲେ ଭୋଟ୍‌ ଦେବା ସମୟରେ…

ପାଟ୍‌ନା,୩ା୮: ରଣନୀତିଜ୍ଞ ତଥା ଜନ ସୂରଜ ଅଭିଯାନର ମୁଖ୍ୟ ପ୍ରଶାନ୍ତ କିଶୋର ଆଗାମୀ ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୨ ଅକ୍ଟୋବର ୨୦୨୪ରେ ପ୍ରଶାନ୍ତ କିଶୋର ତାଙ୍କ ପାର୍ଟିର ନାଁ ଘୋଷଣା କରିବେ। ନିକଟରେ...

ଜନଜାତି ଆରକ୍ଷଣକୁ ନେଇ ଏକ ବଡ଼ କଥା କହିଲେ ଯୋଗେନ୍ଦ୍ର ଯାଦବ, ଏହି ବ୍ୟବସ୍ଥା ହେଲେ ଦେଶରେ…

ନୂଆଦିଲ୍ଲୀ,୩ା୮: ସୁପ୍ରିମକୋର୍ଟଙ୍କ ୭ ଜଣିଆ ବିଚାରପତିଙ୍କ ଏକ ଖଣ୍ଡପୀଠରେ ଅନୁସୂଚିତ ଜାତି-ଜନଜାତି ଆରକ୍ଷଣ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଥିବା ବେଳେ ଏସ୍‌ସି-ଏସ୍‌ଟିର ସମସ୍ତ ବର୍ଗରେ ସଂରକ୍ଷଣ ଦିଆଯାଇପାରିବ ବୋଲି କହିଥିଲେ। ବର୍ତ୍ତମାନ କୋର୍ଟଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ଏକ...

ସ୍ତ୍ରୀ’ର ପିଲାଦିନ ପ୍ରେମିକ ସହ ବିବାହ କରାଇଦେଲେ ସ୍ୱାମୀ, କହିଲେ-”ସେ ଖୁସିରେ ରହୁ”

ବିହାର,୩।୦୮: ବିବାହ ପରେ ମଧ୍ୟ ପିଲାଦିନର ପ୍ରେମକୁ ଭୁଲି ପାରି ନ ଥିଲେ ସ୍ତ୍ରୀ। ଲୁଚି ଲୁଚି ମୋବାଇଲରେ କଥା ହେବା ସହ ସ୍ୱାମୀ ନ ଥିଲା ବେଳେ ପ୍ରେମିକକୁ ଦେଖା କରିବାକୁ ଘରକୁ ଡାକୁଥିଲା। ହଠାତ ଦିନେ ପ୍ରେମିକଙ୍କୁ...

ଇଣ୍ଡିଆ ମେଣ୍ଟର ସଦସ୍ୟ ହେଲେ ମିଶିଲାନି ମନ, କାହିଁକି ଦିଲ୍ଲୀରେ ଏକାକୀ ଲଢିବେ ଏଏପି-କଂଗ୍ରେସ? ଜଣାପଡିଲା ଭିତିରି କାରଣ…

ନୂଆଦିଲ୍ଲୀ,୩।୮: ଆଉ ସାତ ମାସ ପରେ ରାଜଧାନୀ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ଇଣ୍ଡିଆ ମେଣ୍ଟରେ ଫାଟ ଦେଖିବାକୁ ମିଳିଛି। ଯେଉଁଠି ଭାଜପା ୨୭ ବର୍ଷର ରାଜନୈତିକ କ୍ଷମତାକୁ ଶେଷ କରିବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri