ଜାତୀୟ

ଶିବସେନାର ୟୁଟର୍ନ, ୪୦୩ ନୁହେଁ ୧୦୦ ଆସନରେ ଦେବ ପ୍ରାର୍ଥୀ…

ମୁମ୍ବାଇ,୧୨।୯: ଉତ୍ତରପ୍ରଦେଶରେ କେତେ ସଂଖ୍ୟକ ପ୍ରାର୍ଥୀଙ୍କୁ ଟିକଟ ଦିଆଯିବ ସେ ନେଇ ଗୋଟିଏ ଦିନ ମଧ୍ୟରେ ଶିବସେନା ୟୁଟର୍ନ ଦେଇଛି। ଉତ୍ତରପ୍ରଦେଶରେ ହୋଇଥିବା ଦଳୀୟ କାର୍ଯ୍ୟକାରିଣୀରେ ସମସ୍ତ ୪୦୩ ବିଧାନସଭା ଆସନରେ ପ୍ରାର୍ଥୀ ଦିଆଯିବ ବୋଲି ଘୋଷଣା କରାଯାଇଥିଲା। ମାତ୍ର...

ଭାଜପାର କୁହୁଳୁଛି ଅସନ୍ତୋଷ, ୬ ମାସରେ ୩ ରାଜ୍ୟରେ ୪ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୨।୯: ଭାଜପା ଶାସିତ ରାଜ୍ୟରେ ନେତାଙ୍କ ମଧ୍ୟରେ ଧୀରେଧୀରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ଏହାର ଫଳସ୍ବରୂପ ଗତ ୬ ମାସ ମଧ୍ୟରେ ଦେଶର ୩ ରାଜ୍ୟ ୪ ଜଣ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଗୁଜରାଟର ବିଧାନସଭା ନିର୍ବାଚନର ପ୍ରାୟ ୧୫...

ପିଲାଙ୍କୁ ଟିକା ଦେବାକୁ ଚାହୁଁଛନ୍ତି ୬୩ ପ୍ରତିଶତ ମାତାପିତା…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ଆରମ୍ଭ ହୋଇଥିବା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଉଛି। ଏପରିସ୍ଥଳେ ଟିକାକରଣ ଏକ ମାତ୍ର ସୁରକ୍ଷା ବିକଳ୍ପ ଭାବେ ଉଭା ହୋଇଛି। ଦେଶରେ ସାର୍ବଜନୀକ ଟିକାକରଣ...

ଦୈନିକ ସଂକ୍ରମଣ ଦେଶରେ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ...

କରୋନାରେ ମୃତ୍ୟୁ ହୋଇଥିଲେ ମୃତ୍ୟୁ ପ୍ରମାଣପତ୍ରରେ ଏହା ଉଲ୍ଲେଖ କରାଯିବ

ନୂଆଦିଲ୍ଲୀ,୧୨ ।୯: କରୋନାରେ ଯେଉଁମାନଙ୍କର ମୃତ୍ୟୁ ହେଉଛି ସେମାନଙ୍କ ମୃତ୍ୟୁ ପ୍ରମାଣପତ୍ରରେ ଏହା ଉଲ୍ଲେଖ କରାଯିବ । ଅର୍ଥାତ୍ କରୋନାରେ ମୃତ୍ୟୁ ବୋଲି ଲେଖାଯିବ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଓ ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ପ୍ରତି...

ଇନ୍ଦିରା ଗାନ୍ଧୀଙ୍କୁ ଅଯୋଗ୍ୟ ରାୟ ସାହସିକତାପୂର୍ଣ୍ଣ ଥିଲା:ସିଜେଆଇ

ନୂଆଦିଲ୍ଲୀ, ୧୨ା୯: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରି ଆଲ୍ଲାହବାଦ୍‌ ହାଇକୋର୍ଟ ୧୯୭୫ ମସିହାରେ ଦେଇଥିବା ରାୟ ସାହସିକତାପୂର୍ଣ୍ଣ ଥିଲା ବୋଲି କହିଛନ୍ତି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା। ଇନ୍ଦିରା ଗାନ୍ଧୀଙ୍କ...

ନୀତିନ ପଟେଲ ହୋଇପାରନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ

ଅହମଦାବାଦ, ୧୨।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ରୂପାନୀଙ୍କ ଇସ୍ତଫା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏହି ପଦ ଲାଗି ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ, ରାଜ୍ୟ କୃଷିମନ୍ତ୍ରୀ ଆର୍‌.ସି. ଫାଲ୍‌ଡୁ, କେନ୍ଦ୍ରମନ୍ତ୍ରୀ...

‘ଭର୍ଚୁଆଲରେ ହୋଇପାରିବ ବିବାହ ପଞ୍ଜୀକରଣ’

ନୂଆଦିଲ୍ଲୀ, ୧୨ା୯: ଭିଡିଓ କନଫରେନ୍ସ ମାଧ୍ୟମରେ ଭର୍ଚୁଆଲ ଉପସ୍ଥିତିରେ ମଧ୍ୟ ଦମ୍ପତିଙ୍କ ବିବାହ ପଞ୍ଜୀକରଣ ହୋଇପାରିବ। ଏଥିପାଇଁ ବ୍ୟକ୍ତିଗତ ଉପସ୍ଥିତି ନିମନ୍ତେ ଥିବା କଠୋର ଆଇନ ଯୋଗୁ ଏବେର ସମୟରେ ନାଗରିକମାନଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି...

ଆଖି ବୁଜିଲେ ଆଉ ଜଣେ ନିର୍ଭୟା

ମୁମ୍ବାଇ, ୧୨।୯: ମୁମ୍ବାଇର ସାକିନାକା ଅଞ୍ଚଳରେ ଦିଲ୍ଲୀ ନିର୍ଭୟା ଘଟଣାର ପୁନରାବୃତ୍ତି ଘଟିଛି। ଶୁକ୍ରବାର ଭୋର୍‌ ସମୟରେ ଜଣେ ୩୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର କରାଯିବା ପରେ ତାଙ୍କ ଗୁପ୍ତାଙ୍ଗରେ ଲୁହା ରଡ୍‌ ପୂରାଇ ଦିଆଯାଇଥିଲା। ହସ୍ପିଟାଲରେ ୩୬ ଘଣ୍ଟା...

ଯୋଗୀଙ୍କୁ ଟକ୍କର ଦେବେ ଉଦ୍ଧବ: ସମସ୍ତ ୪୦୩ ଆସନରେ ନିର୍ବାଚନ ଲଢିବ ଶିବସେନା

ମୁମ୍ବାଇ,୧୨ ।୯: ଉତ୍ତର ପ୍ରଦେଶରେ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୨ରେ ଅନୁଷ୍ଠିତ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଦ୍ୱିତୀୟ ଥର ଲାଗି ଶାସନ କ୍ଷମତା ହାତେଇ ବାକୁ ଲାଗି ପଡିଛି ।...

ଭର୍ଚୁଆଲରେ ରାମଲିଳା ଦର୍ଶନ

ଅଯୋଧ୍ୟା,୧୨ ।୯: ଚଳିତ ବର୍ଷ ଅଯୋଧ୍ୟାରେ ରାମଲିଳା ଦେଖିବାକୁ ସାଧାରଣ ଜନତାଙ୍କୁ ମନା । ଭର୍ଚୁଆଲରେ ଏଥର ହେବ ରାମଲିଳା । ଦୂରଦର୍ଶନ ମାଧ୍ୟମରେ ଏହାର ସିଧା ପ୍ରସାରଣ କରାଯିବ । ରାମଲିଳା କମିଟିର ସଭାପତି ସୁବାସ ମଲିକ କହଛନ୍ତି...

ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ରୂପାନୀଙ୍କ ଇସ୍ତଫାର କାରଣ

ମାଞ୍ଚେଷ୍ଟର,୧୧।୯: ହଠାତ୍‌ ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସଭିଙ୍କୁ ଚମକାଇ ଦେଇଛନ୍ତି ବିଜୟ ରୂପାନୀ। ଗତ ୬ ମାସରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାରେ ରୂପାନୀ ଚତୁର୍ଥ ଭାଜପା ନେତା। ରାଜଭବନରେ ଇସ୍ତଫା ପତ୍ର ଦାଖଲ କରିବା ପରେ ରୂପାନୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri