ଜାତୀୟ

ସାମ୍ନାକୁ ଆସିଲା ସତ, କିଏ ହେବେ ନୀତୀଶଙ୍କ ଉତ୍ତରାଧିକାରୀ କହୁକହୁ କହିଦେଲେ ଏହି ନେତା

ପାଟ୍‌ନା,୨ା୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଉତ୍ତରାଧିକାରୀ ଚୟନ କରିଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଜଣେ ଆଇଏଏସ୍‌ ଅଧିକାରୀଙ୍କ ନାମ ମଧ୍ୟ ଚର୍ଚ୍ଚାକୁ ଆସିଛି। ସେ ଚାକିରି ଛାଡ଼ି ଜୁଲାଇରେ ନୀତୀଶ...

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା: କେଦାରନାଥରୁ ଏୟାରଲିଫ୍ଟ ହେଲେ ୫୧ ଜଣ

ଡେରାଡୁନ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶରେ ହୋଇଥିବା ପ୍ରବଳ ବର୍ଷା ଏବଂ ବିପର୍ଯ୍ୟୟ ପରିସ୍ଥିତି ଉପରେ ନଜରରେ ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ସମଗ୍ର ପରିସ୍ଥିତି ସମ୍ପର୍କରେ ସୂଚନା ନେଇଛି। ବାୟୁସେନାର ଚିନୁକ ଏମଆଇ ୧୭କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ...

ମଣିପୁରରେ ଫେରୁଛି ଶାନ୍ତି; ମୈତେଇ-କୁକୀ ସମ୍ପ୍ରଦାୟ ମଧ୍ୟରେ ହେଲା ଚୁକ୍ତି

ନୂଆଦିଲ୍ଲୀ,୨ା୮: ପ୍ରାୟ ଦୁଇବର୍ଷ ଧରି ଅଶାନ୍ତ ଥିବା ମଣିପୁରରେ ଶାନ୍ତି ଫେରାଇ ଆଣିବା ଦିଗରେ ସରକାରଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ଜିରୀବାମ ଜିଲାର କୁକି-ଚିନ୍-ଜୋ ସମ୍ପ୍ରଦାୟର ବିବାଦୀୟ ମୈତେଇ ଏବଂ ହମାର ମଧ୍ୟରେ ହୋଇଥିବା ଚୁକ୍ତିନାମାକୁ ସୁଗମ କରି...

ସାଟେଲାଇଟ୍‌ ଫଟୋରେ ଭୂସ୍ଖଳନର ଭୟାବହ ଚିତ୍ର

ନୂଆଦିଲ୍ଲୀ,୨ା୮:ଭାରତୀୟ ସାଟେଲାଇଟ୍‌ର ହାଇରିଜଲ୍ୟୁଶନ ଫଟୋରୁ ଓ୍ବାୟନାଡ୍‌ ଭୂସ୍ଖଳନର ବ୍ୟାପକ ଧ୍ୱଂସଲୀଳା ସାମ୍‌ନାକୁ ଆସିଛି। ପ୍ରାୟ ୮୬,୦୦୦ ବର୍ଗମିଟର ଜମି ଧସିଯାଇଥିବାବେଳେ ଇରୁବାଇଫୁଝା ନଦୀର ଉଭୟ ପାର୍ଶ୍ୱରେ ୮ କିଲୋମିଟର ପର୍ଯ୍ୟନ୍ତ ମାଟି, ପଥର ଓ ଭଗ୍ନାବଶେଷ ମାଡ଼ିଯାଇଥିବା ଭସ୍ଖଳନର ପୂର୍ବ...

କେରଳରେ ପ୍ରକୃତିର କରାଳ ରୂପ, ମୃତ୍ୟୁସଂଖ୍ୟା ୩୦୦ ଟପିଲା

ଥିରୁଭାନନ୍ତପୁରମ୍‌,୨ା୮: କେରଳର ଓ୍ବାୟନାଡ୍‌ ଭୂସ୍ଖଳନ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୩୦୦ ଟପିଥିବା ବେଳେ ୧୯୦ଟି ମୃତଦେହ ଉଦ୍ଧାର କରାଯାଇଛି। ୨୦୦ରୁ ଅଧିକ ଏବେ ବି ନିଖୋଜ ଅଛନ୍ତି। ପ୍ରବଳ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ...

ମୋଦି ସରକାରରେ ୧୦ରୁ ୭ ମନ୍ତ୍ରୀ ଆରଏସ୍‌ଏସ୍‌ର: ଚାଞ୍ଚଲ୍ୟକର ଖୁଲାସା କଲେ ଟିଏମସି ନେତା

ନୂଆଦିଲ୍ଲୀ,୨।୮: ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଗୃହରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ)କୁ ପ୍ରଶଂସା କରିଥିଲେ। କଂଗ୍ରେସ ସମେତ ଅନେକ ଦଳ ଏ ସମ୍ପର୍କରେ ଆପତ୍ତି ଉଠାଇଛନ୍ତି। ଚେୟାରମ୍ୟାନ ଦେଇଥିବା ପ୍ରଶଂସା ପରେ ତୃଣମୂଳ କଂଗ୍ରେସ (ଟିଏମସି)...

ଭାରତରେ ପଡ଼ିଲା ଇସ୍ରାଏଲ୍‌-ହମାସ ଯୁଦ୍ଧର ପ୍ରଭାବ, ଫ୍ଲାଇଟ୍‌ ବାତିଲ୍‌ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୦୨।୦୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଧିରେ ଧିରେ ତେଜିବାରେ ଲାଗିଛି । ହମାସ ଗ୍ରୁପ୍‌ର ସୁପ୍ରିମୋ ଇସ୍‌ମାଇଲ ହାନିଆଙ୍କ ହତ୍ୟା ପରେ ଚିହିଁକି ଉଠିଛି ହମାସ୍‌ । ସୁରକ୍ଷାକୁ ଦୃଷ୍ଟିରେ ରଖି ଏୟାର...

୫ ରାଜ୍ୟ, ୫୫ କୋଟି ଲୋକଙ୍କୁ ବଡ଼ ଫାଇଦା, ମୋଦି ସରକାର ଦେବାକୁ ଯାଉଛନ୍ତି ଗୁଡ୍‌ନ୍ୟୁଜ, ମମତା ବି ହୋଇଯିବେ ଖୁସି

ନୂଆଦିଲ୍ଲୀ,୨।୮: ମୋଦି ସରକାର ଆଉ ଏକ ଖୁସି ଖବର ଦେବାକୁ ଯାଉଛନ୍ତି। ମୋଦି କ୍ୟାବିନେଟ ଶୁକ୍ରବାର ପ୍ରାୟ ୫୦,୦୦୦ କୋଟି ଟଙ୍କା ମୂଲ୍ୟର ଆଠଟି ବଡ଼ ରାଜପଥ ବିକାଶ ପ୍ରସ୍ତାବକୁ ଅନୁମୋଦନ ପାଇଁ ବିଚାର କରିପାରନ୍ତି। ଏହି ପ୍ରକଳ୍ପରେ ଉତ୍ତରପ୍ରଦେଶ,...

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ…

ନୂଆଦିଲ୍ଲୀ, ୨।୮: ଖୁବ୍‌ଶୀଘ୍ର ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ନଗଦ ବିହୀନ ଚିକିତ୍ସା ମିଳିବ। ଏନେଇ ନ୍ୟାଶନାଲ ହେଲ୍‌ଥ୍‌ ଅଥରିଟି(ଏନ୍‌ଏଚ୍‌ଏ) ସହଯୋଗରେ କେନ୍ଦ୍ର ସରକାର ଯୋଜନା ପ୍ରସ୍ତୁତ କରିଥିବା ନେଇ ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଓ ରାଜମାର୍ଗ ମନ୍ତ୍ରୀ...

ଖେଳାଳିଙ୍କୁ ନିଶାଦ୍ରବ୍ୟ ବିଜ୍ଞାପନ କରିବା ମନା:ସରକାରଙ୍କ କଡ଼ା ଚେତାବନୀ ଜାରି

ନୂଆଦିଲ୍ଲୀ,୨।୮: ଦେଶର କୌଣସି ଖେଳାଳିଙ୍କୁ ମଦ୍ୟପାନ କିମ୍ବା ଧୂମପାନର ବିଜ୍ଞାପନ ଦେଖିବାକୁ ମିଳିବ ନାହିଁ। ସ୍ବାସ୍ଥ୍ୟ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଅତୁଲ ଗୋୟଲ ବିସିସିଆଇ ଏବଂ ଏସ୍‌ଏଆଇକୁ ଚିଠି ଲେଖି ଖେଳାଳିଙ୍କଠାରୁ ତୁରନ୍ତ ଆଫିଡେଭିଟ ନେବାକୁ କହିଛନ୍ତି। ଏହି ଚିଠିରେ...

ଖୁବ୍‌ଶୀଘ୍ର ମୋ ଘର ରେଡ୍‌ କରିବ ସିବିଆଇ: କାହିଁକି ଏମିତି ଦାବି କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨ା୮: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ଏକ ସମ୍ବେଦନଶୀଳ ଦାବି କରିଛନ୍ତି। ସେ କହିଛନ୍ତି, ଜୁଲାଇ ୨୯ରେ ସଂସଦରେ ଦିଆଯାଇଥିବା ‘ଚକ୍ରଭ୍ୟୁ’ ଭାଷଣ ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ତାଙ୍କ...

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ପ୍ରଥମ ଚାର୍ଜଶିଟ୍‌ ଦାଖଲ କଲା ସିବିଆଇ

ନୂଆଦିଲ୍ଲୀ,୧ା୮: ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ପ୍ରଥମ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ୧୩ ଜଣଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ସେମାନେ ପ୍ରଶ୍ନପତ୍ର ପ୍ରଘଟ ସହ ଅନ୍ୟାନ୍ୟ ଅନିୟମିତତାରେ ସମ୍ପୃକ୍ତ ଥିଲେ ବୋଲି ଚାର୍ଜଶିଟ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri