ଜାତୀୟ

ଆସନ୍ତା ମାସରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୧୮।୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବା ବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା...

ଅପରେଶନ ଭୟରେ ଡାକ୍ତରଖାନା ଝରକା ଡେଇଁ ପଳାଇଲେ ଗର୍ଭବତୀ ମହିଳା, ଆଉ ତା’ପରେ

ଜୟପୁର,୧୮।୮: ରାଜସ୍ଥାନର ବାଡମେର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଭାରତ-ପାକ ସୀମାରେ ଅବସ୍ଥିତ ବାରମେର ଜିଲା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣେ ଗର୍ଭବତୀ ମହିଳା ଅପରେଶନ ଭୟରେ ଝରକା ପଟେ ଡେଇଁ ପଳାଇଛନ୍ତି। ସମ୍ପର୍କୀୟଙ୍କ ସୂଚନା ପରେ ଡାକ୍ତରଖାନାରେ...

ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ୬ ରୁ ୮ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡିକ ୨୩ ଅଗଷ୍ଟରୁ ଖୋଲାଯିବ, ୧ ରୁ ୫...

‘ଯାହାକୁ ଭାରତରେ ଡର ଲାଗୁଛି, ସେମାନେ ଆଫଗାନିସ୍ତାନ ପଳାନ୍ତୁ’

ନୂଆଦିଲ୍ଲୀ,୧୮।୮:ଆଫଗାନିସ୍ତାନକୁ ନିଜ କବ୍‌ଜାକୁ ନେଇଛି ତାଲିବାନ। କିନ୍ତୁ ଏବେ ଭାରତରେ ଏହାକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇ ଯାଇଛି। ପ୍ରଥମେ ସମାଜବାଦୀ ପାର୍ଟି ଏମ୍‌ପି ଡାଃ. ସଫିକୁରହମାନ ବର୍କ ତାଲିବାନଙ୍କୁ ସମର୍ଥନ କରି ମନ୍ତବ୍ୟ ଦେବା ପରେ ବିବାଦ...

ଆଗକୁ କିଭଳି ହେବ ଭାରତ-ଆଫଗାନିସ୍ତାନ ସମ୍ପର୍କ…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ଦଖଲ କରିବା ପରେ ଚାଇନା, ରୁଷିଆ, ପାକିସ୍ତାନ ଆଦି କେତେକ ଦେଶ ନିଜର ମନୋଭାବ ସ୍ପଷ୍ଟ କରିଛନ୍ତି। ଅନ୍ତର୍ଜାତୀୟ ସମ୍ପର୍କକୁ ନେଇ ଭାରତ ମଧ୍ୟ ସ୍ଥିତି ଉପରେ ନଜର ରଖିଛି। ଭାରତ କେଉଁ ନିଷ୍ପତ୍ତି...

ବିହାରରୁ କେରଳ ପର୍ଯ୍ୟନ୍ତ ୩୩୦୬ କିଲୋମିଟର ସାଇକେଲ ଚଳାଇ ଏହି ବାର୍ତ୍ତା ଦେଲେ ଛାତ୍ରୀ

ପାଟଣା,୧୮ା୮: ବିହାରର ନାଳନ୍ଦାରେ ରହୁଥିବା ଅପର୍ଣ୍ଣା ସିହ୍ନା ନାମକ ଜଣେ ଛାତ୍ରୀ ଏମିତି କାମ କରିଛନ୍ତି, ଯାହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅପର୍ଣ୍ଣା ‘ଗ୍ରୀନ୍‌ ଇଣ୍ଡିଆ’ ପରିବେଶ ସୁରକ୍ଷାର ବାର୍ତ୍ତା ନେଇ ବିହାରରୁ କେରଳ ପର୍ଯ୍ୟନ୍ତ ସାଇକେଲ ଯାତ୍ରା...

ଏନ୍‌ଡିଏ ପରୀକ୍ଷା ଦେଇପାରିବେ ଛାତ୍ରୀ..

ନୂଆଦିଲ୍ଲୀ,୧୮।୮: ନ୍ୟାଶନାଲ ଡିଫେନ୍ସ୍‌ ଏକାଡେମୀ(ଏନ୍‌ଡିଏ) ପରୀକ୍ଷା ଛାତ୍ରୀମାନେ ଦେଇପାରିବେ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ସେପ୍ଟେମ୍ବର ୫ରେ ହେବାକୁ ଥିବା ଏନଡିଏ ପରୀକ୍ଷା ବିଜ୍ଞାନ ଛାତ୍ରୀ ମାନେ ଦେଇପାରିବେ। ପରେ ଏନଡିଏରେ...

ଜନ୍ମଦିନରେ ମା’ଙ୍କୁ ଏପରି ସର୍‌ପ୍ରାଇଜ୍‌ ଗିଫ୍ଟ ଦେଲେ ପୁଅ

ମୁମ୍ବାଇ,୧୮ା୮: ଠାଣେ ଜିଲା ଉଲ୍ଲାସନଗରରେ ଆଜିର ଯୁଗର ଶ୍ରବଣ କୁମାରଙ୍କୁ ଦେଖିବାକୁ ମିଳିଛି। ଜଣେ ପୁଅ ମା’ଙ୍କ ଜନ୍ମଦିନରେ ତାଙ୍କର ଇଚ୍ଛା ପୂରଣ କରିଛନ୍ତି। ସେ ତାଙ୍କ ମା’ଙ୍କ ୫୦ ତମ ଜନ୍ମଦିବସରେ ଏକ ସରପ୍ରାଇଜ୍‌ ଗିଫ୍ଟ ଦେଇ ପ୍ରଥମଥର...

ଶଶି ଥରୁର୍‌ଙ୍କୁ ଆଶ୍ୱସ୍ତି, ସୁନନ୍ଦା ପୁଷ୍କର ମାମଲାରୁ ଖଲାସ…

ନୂଆଦିଲ୍ଲୀ,୧୮।୮: ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ତାଙ୍କୁ ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଦିଲ୍ଲୀ ପୋଲିସ ଧାରା ୪୯୮-ଏ ଏବଂ ୩୦୬...

ପୁଣି ମହଙ୍ଗା ମାଡ: ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧୮।୮: ପୁଣି ରୋଷେଇ ଗ୍ୟାସ ମୂଲ୍ୟ ବୃଦ୍ଧି ପାଇଛି। ସରକାରୀ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ମୂଲ୍ୟ ୨୫ ଟଙ୍କା ବୃଦ୍ଧି କରିଛନ୍ତି। ଜୁଲାଇ ମାସରେ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟ ୨୫.୫୦ ବୃଦ୍ଧି...

ଆଇଭିଏଫ୍‌ ଶିଶୁ ଉପରେ କେବଳ ମା’ଙ୍କର ଅଧିକାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

କୋଚି,୧୮।୮: କେରଳ ହାଇକୋର୍ଟରେ ଆଇଭିଏଫ୍‌ ଦ୍ୱାରା ଜନ୍ମ ହୋଇଥିବା ଶିଶୁ ମାମଲାର ଶୁଣାଣି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ହାଇକୋର୍ଟ କହିଛନ୍ତି ଯେ ଆଇଭିଏଫ୍‌ ମାଧ୍ୟମରେ ଜନ୍ମ ହୋଇଥିବା ଶିଶୁ ଉପରେ କେବଳ ମା’ଙ୍କର ହିଁ ଅଧିକାର...

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri