ଜାତୀୟ

୨ ଟ୍ରଲର ମୁହାଁମୁହିଁ, ୪ ଜୀବନ୍ତ ଦଗ୍ଧ …

ଆଜମେର,୧୭।୮: ଦୁଇ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ରାଜସ୍ଥାନ ଆଜମେରର ଜାତୀୟ ରାଜପଥ-୮ରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମଙ୍ଗଳବାର ସକାଳର ୬ଟାରେ ଘଟିଛି। ଟ୍ରଲର ଦୁଇଟି ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ...

ଏନ୍‌ଏସ୍‌ଏ ଅଜିତ ଡୋଭାଲଙ୍କ ସହ ଆଲୋଚନା କଲେ ଆମେରିକାର ଏନ୍‌ଏସ୍‌ଏ

ନୂଆଦିଳ୍ଲୀ,୧୭ ।୮: ଆଫଗାନିସ୍ତାନରେ ତାଲିବାନ କବଜା କରିବା ପରେ ସେଠାରେ ସ୍ଥିତି ସମ୍ପୂର୍ଣ୍ଣ ବିଗିଡି ଯାଇଛି । ଆଫଗାନିସ୍ତାନର ଲୋକେ ଏବେ ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି । ହେଲେ ଏହା ଏତେ ସହଜ ନ ଥିବାରୁ ଲୋକେ ପ୍ରାଣପଣେ...

ଜାମନଗରରେ ଭାରତ ମାତା କି ଜୟ ସ୍ବର …

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ୧୫୦ ଜଣ ଦୂତାବାସ କର୍ମଚାରୀଙ୍କୁ ଧରି ବିମାନଟି ଅବତରଣ କରିବା ମାତ୍ରେ ଉପସ୍ଥିତ ଲୋକେ...

ଜାମନଗର ପହଞ୍ଚିଲା ବାୟୁସେନା ସି-୧୭ ବିମାନ…

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ବିମାନରେ ୧୫୦ ଜଣ ଦୂତାବାସ କର୍ମଚାରୀ ଅଶାନ୍ତ ଆଫଗାନିସ୍ତାନରୁ ସ୍ବଦେଶ ଫେରିଛନ୍ତି। ୨ ଜଣ...

ଜେଲରେ ଜୀବନ ପ୍ରତି ବିପଦ ଥିବା କହିଲେ ମୁଖତାର ଅଂସାରୀ

ଲକ୍ଷ୍ନୌ,୧୭ ।୮: ଜେଲରେ ବନ୍ଦଥିବା ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଧାୟକ ମୁଖତାର ଅଂସାରୀ କୋର୍ଟଙ୍କୁ କହିଛନ୍ତି କି ଜେଲ ଭିତରେ ତାଙ୍କ ଜୀବନ ପ୍ରତି ବିପଦ ରହିଛି । ଜେଲରେ ତାଙ୍କୁ ହତ୍ୟା କରିବା ଲାଗି ୫ କୋଟି ଟଙ୍କା...

କିଷାନ ସମ୍ମାନ ନିଧି ହେବ ୨ ଗୁଣା, ଚାଷୀଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର…

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ହିତାଧିକାରୀଙ୍କ ପାଇଁ ଖୁବ୍‌ ଶୀଘ୍ର ଦିଲ୍ଲୀରୁ ଖୁସି ଖବର ଆସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହା ଅନ୍ତର୍ଗତ ହିତାଧିକାରୀଙ୍କୁ ୨ ଗୁଣା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଯୋଜନା କରୁଛନ୍ତି।...

ଅଲୀଗଡ଼ ହେବ ହରିଗଡ଼…

ଲକ୍ଷ୍ନୌ,୧୭।୮: ଉତ୍ତରପ୍ରଦେଶରେ ଜିଲା ପଞ୍ଚାୟତରେ କ୍ଷମତା ବଦଳିବା ପରେ ବିଭିନ୍ନ ଅଞ୍ଚଳର ନାମ ବଦଳାଇବା ଅଭିଯାନ ପୁଣି ଆରମ୍ଭ ହୋଇଛି। ଅଲୀଗଡ଼ ଜିଲାର ନା ପରିବର୍ତ୍ତନ କରାଯାଇ ହରିଗଡ଼ ରଖାଯିବାକୁ ଦାବି ହୋଇଛି। ସେହିପରି ମୈନପୁରୀର ନାମକୁ ମୟନ ଋଷିଙ୍କ...

୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିଛି।...

ଦୂତାବାସ କର୍ମଚାରୀଙ୍କୁ ଧରି କାବୁଲ ଛାଡ଼ିଲା ଭାରତୀୟ ବାୟୁସେନା ବିମାନ…

କାବୁଲ/ନୂଆଦିଲ୍ଲୀ,୧୭।୮: ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଭାରତୀୟ ବାୟୁସେନାର ସି -୧୭ ବିମାନ କାବୁଲ ବିମାନବନ୍ଦରରେ ଜାରି ରହିଥିବା ବିଶୃଙ୍ଖଳା ମଧ୍ୟରେ ଭାରତୀୟ ଦୂତାବାସ ଅଧିକାରୀଙ୍କ ସହ ଭାରତ ଅଭିମୁଖେ ଯାତ୍ରା କରିଛି। କାବୁଲ ବିମାନବନ୍ଦରରେ ଆମେରିକାର ସୈନିକଙ୍କ ସୁରକ୍ଷା...

କାବୁଲ ଦୂତାବାସରେ ଫସିଛନ୍ତି ୨୦୦ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଆଫାଗନିସ୍ତାନ ରାଜଧାନୀ କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏବେ ବି ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଓ ଅର୍ଦ୍ଧସାମରିକ ଯବାନ ରହିଛନ୍ତି। କାବୁଲ ବିମାନବନ୍ଦରରେ ଭାରତୀୟ ବାୟୁସେନାର ଏକ ବିମାନ ଛିଡ଼ାହୋଇଥିଲେ ହେଁ ଦୂତାବାସରୁ କର୍ମଚାରୀମାନଙ୍କୁ କିପରି ନିରାପଦରେ ଆଣିବ...

ଲୋକଙ୍କୁ ଭ୍ରମରେ ପକାଉଛନ୍ତି କେନ୍ଦ୍ର ସରକାର; ଶରଦ ପାୱାର

ନୂଆଦିଲ୍ଲୀ,୧୬ ।୮: ନ୍ୟାଶନାଲ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦିଛନ୍ତି । ଓବିସି ସଂରକ୍ଷଣକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସୋମବାର ପାୱାର କହିଛନ୍ତି ଦୁଇଦିନ ପର୍ବରୁ କେନ୍ଦ୍ର...

ଆଫଗାନିସ୍ତାନ ଗୁରୁଦ୍ୱାରରେ ଫସି ରହିଥିବା ୨୦୦ ଶିଖଙ୍କୁ ସୁରକ୍ଷିତ ଉଦ୍ଧାର କରୁ କେନ୍ଦ୍ର: କ୍ୟାପଟେନ ଅମରିନ୍ଦର

ଚଣ୍ଡିଗଡ଼,୧୬ ।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ କହିଛନ୍ତି, ତାଲିବାନ ଅକ୍ତିଆର କରିଥିବା ଆଫଗାନିସ୍ତାନର ଏକ ଗୁରୁଦ୍ୱାରରେ ଫସି ରହିଥିବା ପ୍ରାୟ ୨୦୦ ଶିଖ ଓ ସମସ୍ତ ଭାରତୀୟଙ୍କୁ ଶୀଘ୍ର ଉଦ୍ଧାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri