ଜାତୀୟ

ପୁଣି ବାତ୍ୟା ଆଶଙ୍କା, ‘ଗୁଲାବ’ ପରେ ଏବେ ‘ଶାହିନ୍‌’ ଭୟ…

ନୂଆଦିଲ୍ଲୀ,୨୮।୯: ସାମୁଦ୍ରିକ ଝଡ଼ ଗୁଲାବ ଏବେ ଉତ୍ତର ତେଲେଙ୍ଗାନା ଏବଂ ବିଦର୍ଭ ଉପରେ ଦେଇ ଅତିକ୍ରମ କରିବା ସହିତ ଦୁର୍ବଳ ହୋଇସାରିଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାର ସକାଳେ ତେଲେଙ୍ଗାନା ଏବଂ ମରାଠୱାଡା ଏବଂ ବିଦର୍ଭ ଅଞ୍ଚଳରେ ପ୍ରବେଶ...

ସୁରସାମ୍ରାଜ୍ଞୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୮।୯: ଆଜି ସୁରସାମ୍ରାଜ୍ଞୀ ଲତା ମଞ୍ଜେସକରଙ୍କ ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଆଜି ତାଙ୍କ ପ୍ରଶଂସକଙ୍କ ସହ ଲତା ଦିଦିଙ୍କ ପାଇଁ ଏବଂ ବଲିଉଡ ପାଇଁ ମଧ୍ୟ ଏକ ବିଶେଷ ଦିନ। ପ୍ରଶଂସକ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି।...

ପିଓକେରେ ୧୫୦ରୁ ଅଧିକ ଆତଙ୍କବାଦୀ, ଅନୁପ୍ରବେଶ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା ହ୍ରାସ ପାଇଁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ଷଡ଼ଯନ୍ତ୍ର କରିଛି। ଫଳରେ ଲଗାତାର...

୨୦୧ ଦିନ ପରେ ୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୩ ଦିନ ଧରି...

‘ଡାକ୍ତରଙ୍କୁ ଫୁଟ୍‌ବଲ ଭଳି ବ୍ୟବହାର କରନାହିଁ’

ନୂଆଦିଲ୍ଲୀ, ୨୮।୯: ଚଳିତ ବର୍ଷ ହେବାକୁ ଥିବା ନ୍ୟାଶନାଲ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା ପୋଷ୍ଟଗ୍ରାଜୁଏଟ୍‌ ସୁପର ସ୍ପେଶିଆଲିଟି (ଏନ୍‌ଇଇଟି ଏସ୍‌ଏସ୍‌)ରେ ଶେଷ ମୁହୂର୍ତ୍ତରେ ପରିବର୍ତ୍ତନ କରାଯାଇଥିବାରୁ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କ୍ଷମତା ଖେଳରେ...

ବନ୍ଦ ପ୍ରଭାବରୁ ଆଲୋଚନା ପାଇଁ ଡାକିଲେ

ନୂଆଦିଲ୍ଲୀ,(ପି.ଟି.)/ଭୁବନେଶ୍ୱର (ବ୍ୟୁରୋ), ୨୮।୯: ବିବାଦୀୟ କୃଷି ଆଇନ ବିରୋଧରେ ସୋମବାର ଦେଶବ୍ୟାପୀ ବନ୍ଦ ପାଳନ କରାଯାଇଥିଲା। ବନ୍ଦ ଯୋଗୁ ପଞ୍ଜାବ, ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ ସମେତ ଭାରତର ବିଭିନ୍ନ ଅଞ୍ଚଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ୩ କୃଷି ଆଇନକୁ ରାଷ୍ଟ୍ରପତି...

କଂଗ୍ରେସ ଛାଡ଼ିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ପଣଜୀ, ୨୭।୯: ଏବେ କଂଗ୍ରେସ ପରିବାର ଦୁର୍ବଳ ହୋଇପଡ଼ିଛି। ଯେଉଁ ଦଳ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ଟକ୍କର ଦେଇପାରିବ, ସେହି ଦଳ ସହ କାମ କରିବାକୁ ଚାହୁଁଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଲୁଇଜିନୋ ଫଲେଇରୋ ସୋମବାର...

ସିଙ୍ଘୁ ସୀମାରେ ଗଲା ଚାଷୀଙ୍କ ଜୀବନ

ନୂଆଦିଲ୍ଲୀ, ୨୭।୯: ବିବାଦୀୟ କୃଷି ଆଇନ ବିରୋଧରେ ସୋମବାର ଭାରତ ବନ୍ଦ ପାଳନ ହେଉଥିବାବେଳେ ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନରତ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ବାଘେଲ୍‌ ରାମ(୫୫)। ତାଙ୍କ ଘର ପଞ୍ଜାବର ଖେଲା ଗ୍ରାମରେ।...

ଯେ କୌଣସି ସ୍ଥିତିରେ ଶତ୍ରୁକୁ ବିନାଶ କରିବ ‘ଆକାଶ ପ୍ରାଇମ୍‌’

ବାଲେଶ୍ୱର,୨୭।୯: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍‌ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍‌ ଭର୍ସନ। ଅପରାହ୍ନ ୪ଟା ୩୦ରେ ଏହାର ପରୀକ୍ଷା କରାଯାଇଥିଲା। ଆକାଶରେ ଉଡୁଥିବା ମାନବ...

ଭବାନୀପୁରରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ

କୋଲାକାତା,୨୭।୯: ଭବାନୀପୁରରେ ଏବେ ଯେଉଁ ଭଳି ସ୍ଥିତି, ସେଠାରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ। ଏଣୁ ଭବାନୀପୁର ଉପ ନିର୍ବାଚନକୁ ବାତିଲ କରାଯାଉ। ନିର୍ବାଚନ କମିଶନ(ଇସି)ଙ୍କ ନିକଟରେ ଏଭଳି ଦାବି ରଖିଛନ୍ତି ପଶ୍ଚିମବଙ୍ଗର ଭାଜପା ନେତା ଦୀଲିପ ଘୋଷ। ଆସନ୍ତା...

ଭବାନୀପୁର ଉପ ନିର୍ବାଚନ ପ୍ରଚାର ବେଳେ ଭାଜପା ମୁଖ୍ୟଙ୍କୁ ସେକିଲେ

କୋଲାକାତା,୨୭।୯: ଆସନ୍ତା ୩୦ ତାରିଖରେ ହେବାକୁ ଯାଉଥିବା ଭବାନୀପୁର ଉପ ନିର୍ବାଚନ ଲାଗି ସୋମବାର ଘରରୁ ଘର ପ୍ରଚାରବେଳେ ଭାଜପାର ଜାତୀୟ ଉପ ସଭାପତି ଦୀଲିପ ଘୋଷଙ୍କୁ ଆକ୍ରମଣର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ମୁଖ୍ୟମନ୍ତ୍ରୀ...

କଂଗ୍ରେସକୁ ବଡ଼ ଝଟ୍‌କା

ପାଣାଜୀ,୨୭।୯: ଗୋଆରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ ଝଟ୍‌କା ଲାଗିଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ନେତା ଲୁଇଜିନୋ ଫାଲେଇରୋ କଂଗ୍ରେସ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଲୁଇଜିନୋ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri