ଜାତୀୟ

ଅନ୍‌ଲାଇନ୍‌ରେ ଚିହ୍ନଟ ହେବ କରୋନା ଆକ୍ରାନ୍ତଙ୍କ ମୃତଦେହ: ପୋର୍ଟାଲରେ ମିଳିବ ସୂଚନା

ଥିରୁଭାନ୍ତମପୁରମ,୬।୮: କେରଳରେ କରୋନା ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ମୃତଦେହ ଚିହ୍ନଟକୁ ନେଇ ସରକାରଙ୍କ ସମସ୍ୟା ବଢ଼ିଯାଇଛି।...

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଝିଅ ବାଂସୁରୀ: ଲେଖିଲେ ଭାବପ୍ରବଣ ପୋଷ୍ଟ

ନୂଆଦିଲ୍ଲୀ,୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ଆଜି ପୂଣ୍ୟତିଥି। ଏହି ଅବସରରେ ସୁଷମା ସ୍ବରାଜଙ୍କ ଝିଅ ବାଂସୁରୀ ସ୍ବରାଜ ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ ଏକ ଭାବପ୍ରବଣ ପୋଷ୍ଟ ଟୁଇଟ କରିଛନ୍ତି। ମା’ ସୁଷମାଙ୍କ...

ଚମତ୍କାର ପ୍ରଦର୍ଶନ ସବୁବେେଳେ ମନେ ରହିବ

ନୂଆଦିଲ୍ଲୀ,୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର ମହିଳା ହକିରେ ବ୍ରୋଞ୍ଜ ପଦକ ପାଇଁ ଖେଳାଯାଇଥିବା ମ୍ୟାଚରେ ଭାରତ ନିରାଶ ହୋଇଛି। ଦଳ ବ୍ରିଟେନ ହାତରୁ ୪-୩ ମ୍ୟାଚ ହାରିଛି। ମ୍ୟାଚ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ୟାଚ ପରେ ଟୁଇଟ୍‌ କରି...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୬୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା...

ସତ ହୋଇଥିଲେ ସାଂଘାତିକ

ନୂଆଦିଲ୍ଲୀ, ୬।୮(ପି.ଟି.):ପେଗାସସ୍‌ ଗୁପ୍ତଚରଗିରି ସମ୍ପର୍କିତ ଗଣମାଧ୍ୟମ ରିପୋର୍ଟ ଯଦି ସତ ହୋଇଥାଏ ତେବେ ଏହା ସାଂଘାତିକ ଅଭିଯୋଗ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଇସ୍ରାଏଲି ସ୍ପାଏଓ୍ବେର ପେଗାସସ୍‌କୁ ସରକାର ରାଜନେତା, ସାମାଜିକ କର୍ମୀ ଏବଂ ଖବରଦାତାମାନଙ୍କ ବିରୋଧରେ ଗୁପ୍ତଚରଗିରି ପାଇଁ...

ଭାଜପାର ଉତ୍ସବ, ବିରୋଧୀଙ୍କ ବିକ୍ଷୋଭ

ଜମ୍ମୁ/ଶ୍ରୀନଗର,୬ା୮:୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିଥିଲେ। ଗୁରୁବାର ଏହି ଐତିହାସିକ ପଦକ୍ଷେପକୁ ୨ ବର୍ଷ ପୂରିଛି। ଏହି ଅବସରରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ଉତ୍ସବ...

କ୍ୟାବ୍‌ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା: ଯୁବତୀ କହିଲେ ‘ଆତ୍ମସୁରକ୍ଷା ପାଇଁ ମାରିଛି’

ଲକ୍ଷ୍ନୌ,୫।୮: ଯୁକ୍ତିତର୍କ ପରେ କ୍ୟାବ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା ମାରିଥିବା ଯୁବତୀଙ୍କୁ ଏବେ ମଧ୍ୟ ଗିରଫ କରିନାହିଁ ଲକ୍ଷ୍ନୌ ପୋଲିସ। ଯୁବତୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଗାଡ଼ି ଚଢ଼ାଇବାକୁ ଉଦ୍ୟମ କରିଥିବା ଅଭିଯୋଗ ଆଣି ରାସ୍ତା ଉପରେ...

କୋଭାକ୍ସିନର ଦୁଇ ଡୋଜ୍‌ ଟିକା ନେଇଥିବା ଜଣେ ବ୍ୟକ୍ତି କୋର୍ଟରେ ଦାଖଲ କଲେ ପିଟିଶନ, କାରଣ ଜାଣିଲେ…

ଥିରୁଭାନନ୍ତପୁରମ୍‌,୫ା୮: ଭାରତରେ ସର୍ବପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ଏହା ପରେ ରୁଷିଆର ଟିକା ମଧ୍ୟ ଦେଶରେ ଲଗାଗଲା। ଯଦିଓ କୋଭିଶିଲ୍ଡ ଏବଂ ରୁଷିଆର ସ୍ଫୁଟନିକ୍‌ ବି ମାନ୍ୟତା ପାଇଛି, ତଥାପି ଭାରତର...

ପୁଣି ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକତା,୫।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରୋନା ଟିକା ଅଭାବ ନେଇ ପୁଣି ଥରେ ଅଭିଯୋଗ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି ଯେ, ଯଦି ପଶ୍ଚିମବଙ୍ଗରେ ଟିକା ଯୋଗାଣ...

ଦେଶ ପାଇଁ ୫ ଅଗଷ୍ଟ ଶୁଭଦିନ: ଭାଜପା

ନୂଆଦିଲ୍ଲୀ,୫ ।୮: ଟୋକିଓ ଅଲିମ୍ପିକରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ପଦକ ଜିତି ଦେଶର ଗୌରବ ବୃଦ୍ଧି କରିଛନ୍ତି । ଦୀର୍ଘ ୪୧ ବର୍ଷ ପରେ ଏହି ପଦକ ଜିତିଛି ଦେଶ । ଏହାକୁ ନେଇ ଏବେ ଦେଶରେ...

ପର୍ବପର୍ବାଣୀ ସମୟରେ ବିନା ସଙ୍କୋଚରେ ରାଜ୍ୟ ସରକାର ଲଗାଇ ପାରିବେ ଲକଡାଉନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୫ ।୮: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କିଛି ରାଜ୍ୟରେ କମ୍ ହୋଇଥିବା ବେଳେ କିଛି ରାଜ୍ୟରେ କିନ୍ତୁ ପୁଣିଥରେ ଏହା ବୃଦ୍ଧି ପାଇବା ଦେଖାଦେଇଛି । ଆଗକୁ ତୃତୀୟ ଲହର ଆସୁଥିବା ବେଳେ ଏବେବି ଦ୍ୱିତୀୟ ଲହରରୁ...

ବିଦେଶ ଯାଉଥିବା ଛାତ୍ରଙ୍କୁ ସାହାଯ୍ୟ କରିବେ ପୁନାୱାଲା

ନୂଆଦିଲ୍ଲୀ,୫ ।୮: ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲା ଗୁରୁବାର କହିଛନ୍ତି ବିଦେଶରେ ପାଠ ପଢିବା ପାଇଁ ଯାଉଥିବା ଛାତ୍ରଙ୍କୁ ସେ ସାହାଯ୍ୟ କରିବେ । ଏଥିପାଇଁ ସେ ୧୦ କୋଟି ଟଙ୍କା ଫଣ୍ଡ ପ୍ରସ୍ତୁତ କରିଛନ୍ତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri