ଜାତୀୟ

ପୀଡ଼ିତା ପରିବାରଙ୍କୁ ଭେଟିବାକୁ ଯାଇ ବିରୋଧର ସମ୍ମୁଖୀନ ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୪।୮: ସନ୍ଦେହଜନକ ପରିସ୍ଥିତିରେ ଦିଲ୍ଲୀର କ୍ୟାଣ୍ଟ ଅଞ୍ଚଳର ଜଣେ ୯ବର୍ଷର ନାବାଳିକାର ମୃତ୍ୟୁ ହେବା ପରେ ଏବେ ମାମଲା ସରଗରମ ହେବାରେ ଲାଗିଛି। ଏହାକୁ ନେଇ ରାଜନୀତିକରଣ ଆରମ୍ଭ ହୋଇଯାଇଛି। ପୀଡିତାଙ୍କ ପରିବାର ପକ୍ଷରୁ ନ୍ୟାୟ ପାଇଁ ନିବେଦନ କରାଯାଇଛି।...

ଭୂକମ୍ପ ଆସିବା ପୂର୍ବରୁ ମିଳିବ ସତର୍କ ସୂଚନା: ଉତ୍ତରାଖଣ୍ଡରେ ଆରମ୍ଭ ହେବ ପ୍ରଥମ ଓ୍ବାର୍ନିଂ ସିଷ୍ଟମ

ଡେରାଡୁନ,୪।୮: ଜାପାନ, ମେକ୍ସିକୋ ଓ ଆମେରିକା ପରେ ଏବେ ଭାରତରେ ପ୍ରଥମ ଭୂକମ୍ପ ପୂର୍ବ ସତର୍କତା ସୂଚନା ଉତ୍ତରାଖଣ୍ଡରେ ଆରମ୍ଭ ହେବାକୁ ଯାଉଛି। ରାଜ୍ୟରେ ବୁଧବାରଠାରୁ ଏହି ଓ୍ବାନିଂ ସିଷ୍ଟମ କାର୍ଯ୍ୟକ୍ଷମ ହେବ। ଭୂକମ୍ପ ଘଟିବା ମାତ୍ରେ ଯେଉଁ ଅଞ୍ଚଳରେ...

ସରକାରଙ୍କୁ ଘେରିଲେ ବିରୋଧୀ, ଉଭୟ ଗୃହ ମୁଲତବୀ…

ନୂଆଦିଲ୍ଲୀ,୪।୮: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ ହୋଇ...

ଅଧ ରାତିର କାହାଣୀ: ସାଗରଙ୍କୁ ହକି ବାଡିରେ ୩୦ରୁ ୪୦ ମିନିଟ୍‌ ପର୍ଯ୍ୟନ୍ତ ପିଟିଥିଲେ ସୁଶୀଲ

ନୂଆଦିଲ୍ଲୀ,୪।୮: ଜାତୀୟ ରେସଲିଂ ଚାମ୍ପିଅନ ସାଗର ଧନଖର ହତ୍ୟା ମାମଲାରେ ପୁଣି ନୂଆ ଖୁଲାସା ହୋଇଛି। ରେସଲର ସୁଶୀଲ କୁମାର ଏବଂ ତାଙ୍କ ସହଯୋଗୀମାନେ ଛତ୍ରସାଲ ଷ୍ଟାଡିୟମର ଥିବା ଏକ ରୁମ୍‌ରେ ତାଲା ପକାଇବା ସାଗରଙ୍କୁ ୩୦ରୁ ୪୦ ମିନିଟ...

ମଧ୍ୟପ୍ରଦେଶ ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ: ଗୋଟିଏ ଦିନରେ ୨୭ଲକ୍ଷ ଟିକାକରଣ

ଲକ୍ଷ୍ନୌ,୪।୮: ଉତ୍ତରପ୍ରଦେଶର ଯୋଗୀ ସରକାର ଟିକାକରଣକୁ ନେଇ ଏକ ଇତିହାସ ରଚିଛନ୍ତି। ରାଜ୍ୟରେ ଅଗଷ୍ଟ ୩ରେ ଗୋଟିଏ ଦିନରେ ୨୭ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଯାହା ନିଜ ଭିତରେ ଏକ ରେକର୍ଡ ସୃଷ୍ଟି କରିଛି। ଏହାପୂର୍ବରୁ ମଧ୍ୟପ୍ରଦେଶ ଗୋଟିଏ...

୧୫ ଅଗଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ରାସ୍ତା ରୋକିବା ଷଡ଼ଯନ୍ତ୍ର, ଆଲର୍ଟରେ ସୁରକ୍ଷା ଏଜେନ୍ସି…

ନୂଆଦିଲ୍ଲୀ,୪।୮: ଦେଶର ସ୍ବାଧୀନତା ଦିବସ ଅବସରରେ ୧୫ ଅଗଷ୍ଟରେ ବିଚ୍ଛିନ୍ନତାବାଦୀ ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତାକା ଉତ୍ତୋଳନ ନ କରାଇ ଦେବାକୁ ଷଡ଼ଯନ୍ତ୍ର ରଚିଛନ୍ତି। ଇଣ୍ଟେଲିଜେନ୍ସ ଏଜେନ୍ସି ଏ ସମ୍ପର୍କରେ ଗୁପ୍ତ ସୂଚନା ପାଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଏଜେନ୍ସି...

ପ୍ରବାସୀ ଶ୍ରମିକଙ୍କ ସଞ୍ଚୟ ଖାତାକୁ ସରକାର ପଠାଇବେ ଟଙ୍କା…

ନୂଆଦିଲ୍ଲୀ,୪।୮: କରୋନା ମହାମାରୀ ସଂକ୍ରମଣ ସଙ୍କଟ ଯୋଗୁ ଦେଶରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏପରିସ୍ଥଳେ ସରକାର ସେମାନଙ୍କର ସଞ୍ଚୟ ଖାତାକୁ ଟଙ୍କା ପଠାଇବାର ଆବଶ୍ୟକତା ରହିଛି ବୋଲି ପାର୍ଲାମେଣ୍ଟାରୀ କମିଟି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସୁପାରିଶ୍‌...

ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ, ତୃତୀୟ ଲହର ନେଇ ଆତଙ୍କ…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।...

ଦିଲ୍ଲୀରୁ ଖୁସି ଖବର, ୨ ସପ୍ତାହ ମଧ୍ୟରେ ପିଲାଙ୍କ ପାଇଁ ଭାକ୍ସିନ୍‌…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମରରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ଆସିଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ୧୨...

ପୋଲିସ ହାଜତରେ ମରିଛନ୍ତି ୩୪୮ ଜଣ

ନୂଆଦିଲ୍ଲୀ, ୪ା୮: ଗତ ୩ ବର୍ଷ ମଧ୍ୟରେ ପୋଲିସ ହାଜତରେ ଥିବାବେଳେ ୩୪୮ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଆହୁରି ୧,୧୮୯ ଜଣଙ୍କ ଉପରେ ଅତ୍ୟାଚାର ହୋଇଥିବା ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ମାନବାଧିକାର...

ସିବିଆଇକୁ ଗଲା ଜଜ୍‌ ହତ୍ୟା ମାମଲା

ରାଞ୍ଚତ୍, ୪ା୮: ଧାନବାଦ ଜିଲା ଜଜ୍‌ ଉତ୍ତମ ଆନନ୍ଦଙ୍କ ଉପରେ ଅଟୋ ମଡ଼ାଇ ହତ୍ୟା ମାମଲାର ତଦନ୍ତ କରିବାକୁ ଝାଡ଼ଖଣ୍ଡ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ବେଳେ ସିବିଆଇ ପରାମର୍ଶଦାତାଙ୍କ...

ଦଳିତ ନାବାଳିକାଙ୍କୁ ଗଣବଳାତ୍କାର, ହତ୍ୟା

ନୂଆଦିଲ୍ଲୀ,୪ା୮: ସଭ୍ୟ ସମାଜର ମୁହଁ ତଳକୁ କରିଦେବା ଭଳି ଆଉ ଏକ ଘଟଣା ଘଟିଛି ଜାତୀୟ ରାଜଧାନୀ ଦିଲ୍ଲୀରେ। ନୂଆଦିଲ୍ଲୀର ଦକ୍ଷିଣ ପଶ୍ଚିମାଞ୍ଚଳରେ ରବିବାର ରାତିରେ ଜଣେ ଦଳିତ ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଅପରାଧ ବର୍ବରତା ଏତିକିରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri