ଜାତୀୟ

ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୨୧।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବେ ୩୦ ହଜାର ତଳେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ଏହି...

ନେତାଙ୍କ ‘ରାକ୍ଷୀ’ ଚର୍ଚ୍ଚା

ଲକ୍ଷ୍ନୌ, ୨୧ା୯: ରାଜନେତାଙ୍କ ମୁହଁରେ ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି। ଆମ୍‌ ଆଦ୍‌ମୀ ପାର୍ଟି ନେତା ରାଘବ ଚଢ଼ାଙ୍କ ପରେ ଉତ୍ତରପ୍ରଦେଶ ବାଚସ୍ପତି ହୃଦୟ ନାରାୟଣ ଦୀକ୍ଷିତ୍‌ ମହାତ୍ମା ଗାନ୍ଧୀ ଓ ରାକ୍ଷୀ...

ମହନ୍ତ ନରେନ୍ଦ୍ର ଗିରି ହତ୍ୟା ମାମଲା: ମିଳିଲା ୬ ପୃଷ୍ଠାର ସୁଇସାଇଡ୍ ନୋଟ

ପ୍ରୟାଗରାଜ,୨୧ ।୯: ଆଖଡା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରି ଯେଉଁ କୋଠରିରେ ଆତ୍ମହତ୍ୟା କରିଥିଲେ ଏବେ ସେଠାରୁ ୬ ପୃଷ୍ଠାର ସୁଇସାଇ୍‌ଡ୍ ନୋଟ ମିଳିଥିବା ଜଣାପଡିଛି । ପୋଲିସ କହିଛି ଉକ୍ତ ସୁଇସାଇଡ୍ ନୋଟରେ ଆଖଡା ପରିଷଦର ଉତ୍ତରାଧିକାରୀଙ୍କ ନାମ...

ସକାଳ ୯ଟା ସୁଦ୍ଧା ପହଞ୍ଚିବାକୁ ପଡିବ କାର୍ଯ୍ୟାଳୟରେ

ଚଣ୍ଡିଗଡ଼,୨୧ ।୯: ପଞ୍ଜାବର ନୂଆ ସରକାର ତାଙ୍କ କାର୍ଯ୍ୟର ଦ୍ରୁତ ଅଗ୍ରଗତି ପାଇଁ ସମସ୍ତ ସରକାରୀ ଅଧିକାର ଓ କର୍ମଚାରୀଙ୍କୁ ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି । ଏହା ମଧ୍ୟ ସ୍ପଷ୍ଟ କରାଯାଇଛି କି...

ଆଖଡ଼ା ପରିଷଦ ଅଧ୍ୟକ୍ଷଙ୍କ ସନ୍ଦେହଜନକ ମୃତ୍ୟୁ

ପ୍ରୟାଗରାଜ,୨୧।୯: ଏକ କୋଠରୀରେ ସୋମବାର ସନ୍ଧ୍ୟାରେ ଝୁଲନ୍ତା ଅବସ୍ଥାରେ ମିଳିଛି ଦେଶର ଅନ୍ୟତମ ବୃହତ୍‌ ଧାର୍ମିକ ସଂଗଠନ ଆଖଡ଼ା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ମୃତଦେହ। ଘଟଣାସ୍ଥଳରୁ ପୋଲିସକୁ ସୁଇସାଇଡ୍‌ ନୋଟ୍‌ ମିଳିଛି। ତାଙ୍କ ମୃତ୍ୟୁ ପରେ କେଉଁ ଭଳି...

ଭିଡିଓ ଭାଇରାଲ ହେବା ପରେ ମଧ୍ୟ ବଞ୍ଚିପାରିଲେନି ପୀଡ଼ିତା

ଲକ୍ଷ୍ନୌ,୨୧।୯: ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ମହିଳାଙ୍କୁ ତାଙ୍କ ସ୍ବାମୀ ନିର୍ଯାତନା ଦେଉଥିଲେ। ତାହା ପୁଣି ପରିବାରର ଅନ୍ୟ ସଦସ୍ୟଙ୍କ ସାମ୍ନାରେ। ଉକ୍ତ ଘଟଣାର କିଛି ଦିନ ପରେ ସ୍ବାମୀଙ୍କ ଆକ୍ରମଣରେ ପୀଡ଼ିତା ପ୍ରାଣ...

୩୦ରୁ ୩୫ ଟଙ୍କା କମ୍‌ ଦରରେ ମିଳିପାରିବ ପେଟ୍ରୋଲ

ନୂଆଦିଲ୍ଲୀ,୨୦।୯: ପେଟ୍ରୋଲ ଏବଂ ଡିଜେଲ ସାମଗ୍ରୀ ଓ ସେବା ଟିକସ୍‌(ଜିଏସ୍‌ଟି) ପରିସରଭୁକ୍ତ ହେଲେ ତେଲ ଦର ୩୦ରୁ ୩୫ ଟଙ୍କା ହ୍ରାସ ହେବ ବୋଲି ଭାଜପା ନେତା କେ.ଆନ୍ନାମଲାଇ ସୋମବାର କହିଛନ୍ତି। ଏପରି ହେଲେ କେନ୍ଦ୍ରକୁ ଏହା ଉପରେ ସରଚାର୍ଜ...

ଚନ୍ନିଙ୍କ ପରେ ମୁଖ୍ୟମନ୍ତ୍ରୀ କିଏ

ନୂଆଦିଲ୍ଲୀ,୨୦।୯: ପଞ୍ଜାବରେ ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ ପକ୍ଷରୁ କିଏ ମୁଖ୍ୟମନ୍ତ୍ରୀ ହେବେ ଏବେଠୁ ଚର୍ଚ୍ଚା ଜୋର୍‌ ଧରିଲାଣି। ଏନେଇ କଂଗ୍ରେସର ଉତ୍ତର ମଧ୍ୟ ଆସିଛି। ପିସିସି ସଭାପତି ନବଜୋତ୍‌ ସିଂ ସିଦ୍ଧୁ ଓ ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ...

ଶପଥ ନେବା ପରେ ଉଠିଲା ଇସ୍ତଫା ଦାବି

ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ ସିଂ ଚାନ୍ନି ସୋମବାର ଶପଥ ଗ୍ରହଣ କରିଛନ୍ତି। ଶପଥ ନେବାର କିଛି ଘଣ୍ଟା ପରେ ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା...

‘ଦୁଇ ଥର ରାଜ୍ୟ ସଭା ଆସନକୁ ପ୍ରତ୍ୟାଖ୍ୟାନ କରିଛି’

ନୂଆଦିଲ୍ଲୀ,୨୦।୯: ବାସଭବନ ଓ କାର୍ଯ୍ୟାଳୟରେ ଆଇଟି ଚଢ଼ାଉ ପରେ ଟିକସ ଠକେଇ ଓ ବେଆଇନ ଫଣ୍ଡିଂ ଅଭିଯୋଗକୁ ଖଣ୍ଡନ କରିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଏହି ଚଢ଼ାଉ ପୂର୍ବରୁ ତାଙ୍କୁ ଦୁଇ ଦୁଇ ଥର ରାଜ୍ୟ ସଭା ପ୍ରସ୍ତାବ...

କଂଗ୍ରେସରେ ମିଶିବାକୁ ଯାଉଛନ୍ତି କହ୍ନେୟା କୁମାର, ଗୁଜରାଟ ବିଧାୟକ

ନୂଆଦିଲ୍ଲୀ,୨୦।୯: ଆସନ୍ତା ଅକ୍ଟୋବର ୨ ତାରିଖରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ଇଭେଣ୍ଟରେ କଂଗ୍ରେସରେ ସାମିଲ ହୋଇପାରନ୍ତି ପୂର୍ବତନ ଛାତ୍ର ନେତା କହ୍ନେୟା କୁମାର। ତାଙ୍କ ସହ ଗୁଜରାଟର ସ୍ବାଧିନ ବିଧାୟକ ଜିଗନେଶ ମେଭାନି ମଧ୍ୟ...

ହିମାଚଳ ପ୍ରଦେଶର ସମସ୍ତ ୬୮ ବିଧାନସଭା ଆସନରେ ଲଢିବ ଏଏପି

ଶିମଲା,୨୦ ।୯: ଆମ ଆଦମୀ ପାର୍ଟି(ଏଏପି) ବେଳକୁ ବେଳ ଶକ୍ତିଶାଳୀ ହେବାକୁ ଲାଗିଛି । ଏବେ ସେ ଦେଶର ପ୍ରାୟ ସମସ୍ତ ରାଜ୍ୟରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ହୋଇ ଗଲାଣି । ୨୦୨୨ ନଭେମ୍ବରରେ ହିମାଚଳ ପ୍ରଦେଶରେ ହେବାକୁ ଯାଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri